ମେଟ୍ରୋ

ହୋଟେଲ ଉପରେ କଡ଼ା ନଜର ରଖିବାକୁ ଡିସିପିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ଜାରି ରହିଛି। ରବିବାର ଡିସିପି ଅନୁପ ସାହୁ ବୈଠକ ଡାକି ସ୍ଥିତିକୁ ନେଇ ଆଲୋଚନା…

6 years ago

କରୋନା: ତଥ୍ୟ ଦେବେ ଘରୋଇ ହସ୍ପିଟାଲ, ହୋଟେଲ,ଏସ୍‌ଓପି ଜାରି କଲା ବିଏମ୍‌ସି

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ରାଜଧାନୀରେ ଥିବା ଘରୋଇ ହସ୍ପିଟାଲ ଓ ହୋଟେଲ କର୍ତ୍ତୃପକ୍ଷଙ୍କ ପାଇଁ ନୂଆ ଏସ୍‌ଓପି ଜାରି…

6 years ago

ବଢ଼ିଲା କଳାବଜାର: ୨ଶହରୁ ଊର୍ଦ୍ଧ୍ୱ ଔଷଧ ଦୋକାନ ଉପରେ ପୋଲିସ ଚଢ଼ାଉ

ଭୁବନେଶ୍ୱର,(ବ୍ୟୁରୋ)/ କଟକ ରୋଡ୍‌,୧୬।୩(ଡି.ଏନ୍‌.ଏ.) କରୋନା ପାଇଁ ମାସ୍କ ଓ ହ୍ୟାଣ୍ଡ୍‌ ସାନିଟାଇଜରର ହଠାତ୍‌ ଡିମାଣ୍ଡ ବଢ଼ିଯିବା ପରେ କଳାବଜାର ଆରମ୍ଭ ହୋଇଯାଇଛି। ଔଷଧ ଦୋକାନୀମାନେ ଅଭାବ ଦର୍ଶାଇ…

6 years ago

ଅଗ୍ନିଶମ ସେବା ରେଞ୍ଜ୍‌ କାର୍ଯ୍ୟାଳୟ ପାଇଁ ଅର୍ଥ ଦାବି

ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ସମେତ ଅନୁଗୋଳ, ବାଲେଶ୍ୱର, କୋରାପୁଟ ଏବଂ ଶିଳ୍ପନଗରୀ ରାଉରକେଲାରେ ନୂତନ ଅଗ୍ନିଶମ ସେବା ରେଞ୍ଜ୍‌ କାର୍ଯ୍ୟାଳୟ ଖୋଲାଯିବ। ଏଥିପାଇଁ ୨୦୨୦-୨୧ ଆର୍ଥିକ ବର୍ଷ…

6 years ago

ଆଦିବାସୀ ଅଞ୍ଚଳରୁ ଇଣ୍ଟରନ୍ୟାଶନାଲ ଫ୍ୟାଶନ ଶୋ: ‘ହୋ’ ସମ୍ପ୍ରଦାୟର ବିଉଟି କୁଇନ୍‌ ରେହା ରେଶମ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ଜାତୀୟ ଓ ଅନ୍ତର୍ଜାତୀୟସ୍ତରର ବିଭିନ୍ନ ବିଉଟି ପାଜେଣ୍ଟରେ ଓଡ଼ିଶାର ପ୍ରତିଯୋଗୀମାନେ ବାଜି ମାରିଛନ୍ତି। ମିସ୍‌ରୁ ମିସେସ୍‌ ପର୍ଯ୍ୟନ୍ତ, ସବୁକ୍ଷେତ୍ରରେ ଓଡ଼ିଆ ପ୍ରତିଭାଙ୍କ ଲମ୍ବା ତାଲିକା ରହିଛି।…

6 years ago

୧୯ ପର୍ଯ୍ୟନ୍ତ ସ୍ବଳ୍ପ ବର୍ଷା, ୩୫ ଡିଗ୍ରୀ ଟପିଲା ତାତି

ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜ୍ୟରେ ଏବେ ବିଭିନ୍ନ ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେଉଛି। ଏହିଭଳି ବର୍ଷା ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଲାଗି ରହିବ। ସୋମବାର କନ୍ଧମାଳ, ନୟାଗଡ଼,…

6 years ago

କରୋନା ଭୟ: ଫିଲ୍ମ, ଧାରାବାହିକ ଶୁଟିଂ ବନ୍ଦ

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଫିଲ୍ମ ଓ ଧାରାବାହିକ ଶୁଟିଂକୁ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି। ଏଥିଲାଗି ହାତ ମିଳାଇଛନ୍ତି ଇଣ୍ଡିଆନ୍‌ ମୋଶନ ପିକ୍‌ଚର ପ୍ରଡ୍ୟୁସର୍ସ…

6 years ago

କରୋନା ପାଇଁ ହାଇକୋର୍ଟଙ୍କୁ ରାଜ୍ୟ ବାର୍‌ କାଉନସିଲ୍‌ର ପ୍ରସ୍ତାବ: ‘ସବୁ କୋର୍ଟ ବନ୍ଦ କରାଯାଉ’

କଟକ ଅଫିସ,୧୬।୩: କରୋନା ଭୂତାଣୁକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଦ୍ରୁତଗତିରେ ଏହା ବ୍ୟାପୁଥିବା ଯୋଗୁ ସରକାରଙ୍କ ପକ୍ଷରୁ ନାଗରିକମାନଙ୍କୁ ସତର୍କ ରହିବାକୁ…

6 years ago

କୁକୁଡ଼ା ମାଂସ, ଅଣ୍ଡା ଖାଇବା ନିରାପଦ

ଭୁବନେଶ୍ୱର,୧୬।୩(ବ୍ୟୁରୋ): କୁକୁଡ଼ା ମାଂସ ଓ ଅଣ୍ଡା ଦ୍ୱାରା ମନୁଷ୍ୟକୁ କରୋନା ଭାଇରସ୍‌ (କୋଭିଡ୍‌-୧୯) ବ୍ୟାପୁଥିବା ନେଇ ଅନେକ ଗୁଜବ ଓ ମିଛ ଖବର ପ୍ରଚାରିତ ହେଉଛି। ଏହାକୁ…

6 years ago

ଆଜିଠାରୁ ଟ୍ବିନ୍‌ସିଟିରେ ମଲ୍‌ ବନ୍ଦ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ସମ୍ଭାବ୍ୟ କରୋନା ସଂକ୍ରମଣ ରୋକିବା ଦିଗରେ କମିଶନରେଟ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ରବିବାର କଟକ ଓ ଭୁବନେଶ୍ୱର ଟ୍ବିନ୍‌ସିଟି ରେ ଥିବା ମଲ୍‌ଗୁଡିକୁ…

6 years ago