ଭୁବନେଶ୍ୱର,୨ା୬(ବ୍ୟୁରୋ)-ପାକିସ୍ତାନରୁ ଆସିଥିବା ପଙ୍ଗପାଳ ଭାରତର ବିଭିନ୍ନ ରାଜ୍ୟରେ ଭୟଙ୍କର ଭାବେ ଫସଲକୁ ଉଜାଡିବାରେ ଲାଗିଛନ୍ତି। ରାଜସ୍ଥାନରୁ ପଞ୍ଜାବ, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ ଦେଇ ଲକ୍ଷ ଲକ୍ଷ ପଙ୍ଗପାଳ ମଧ୍ୟପ୍ରଦେଶ…
ଭୁବାନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟ ଭିତରେ ଚାଲିବ ୫ଟି ସ୍ପେଶାଲ ଟ୍ରେନ୍। ଜୁନ୍ ୮ରୁ ଜୁନ୍ ୩୦ ଯାଏ ଏହି ଟ୍ରେନ୍ ଚଳାଚଳ କରିବ। ଏନେଇ ପୂର୍ବତଟ ରେଲଓ୍ବେ ପକ୍ଷରୁ…
ଭୁବାନେଶ୍ୱର,୨।୬(ବ୍ୟୁରୋ): ଭାରତୀୟ ଜନତା ପାର୍ଟୀ(ଭାଜପା)ରୁ ଇସ୍ତଫା ଦେଇଛନ୍ତି ଜଗନ୍ନାଥ ପ୍ରଧାନ। ଭୁବନେଶ୍ୱର ସଭାପତି ଚୟନରେ ଅସନ୍ତୁଷ୍ଟ ହୋଇ ସେ ମଙ୍ଗଳବାର ଇସ୍ତଫା ଦେଇଥିବା ସୂଚନା ମିଳିଛି। ତେବେ…
ଭୁବାନେଶ୍ୱର,୨।୬(ବ୍ୟୁରୋ): ଭୁବନେଶ୍ୱର ଭାଜପା ସାଂଗଠନିକ ଜିଲା ସଭାପତି ହୋଇଛନ୍ତି ବାବୁ ସିଂ। ସେହିଭଳି କଳାହାଣ୍ଡି ଜିଲା ଭାଜପା ସଭାପତି ଭାବେ ଦେବେନ୍ଦ୍ର ମହାନ୍ତିଙ୍କୁ ନିଯୁକ୍ତି ମିଳିଛି। ଉଭୟଙ୍କ…
ଭୁବନେଶ୍ୱର,୨।୬(ବ୍ୟୁରୋ): ବିହାରରୁ ଛତିଶଗଡ଼ ମଧ୍ୟରେ ଟ୍ରପ୍ ଲାଇନ୍ ସୃଷ୍ଟି ହୋଇଥିବା ଯୋଗୁ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି। ମଙ୍ଗଳବାର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବର୍ଷା ଲାଗି…
ଭୁବନେଶ୍ୱର, ୨।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଖଣ୍ଡଗିରି ଆଇଗିଣିଆ ୧୬ ନଂ. ଜାତୀୟ ରାଜପଥ ନିକଟରୁ ମଙ୍ଗଳବାର କ୍ରାଇମବ୍ରାଞ୍ଚର ଏସ୍ଟିଏଫ୍ ୨ ନିଶା ବେପାରୀଙ୍କୁ ଗିରଫ କରିଛି। ଏମାନଙ୍କ…
ଭୁବନେଶ୍ୱର,୨।୬(ବ୍ୟୁରୋ): ଦୁଇମାସର ଲକ୍ଡାଉନ୍ ପରେ ସୋମବାର ଥିଲା ଅନ୍ଲକ୍-୧.୦ର ପ୍ରଥମ ଦିନ। କେନ୍ଦ୍ର ସରକାରଙ୍କ ଦ୍ୱାରା ଜାରି ଗାଇଡ୍ଲାଇନ୍ ଅନୁଯାୟୀ ସବୁକିଛି ପୂର୍ବଭଳି ନ ହେଲେ ବି…
ଭୁବନେଶ୍ୱର,୨।୬(ବ୍ୟୁରୋ): କରୋନା ଲାଗି ପୁରୀରେ ଏଥର ଭକ୍ତଙ୍କ ବିନା ରଥଯାତ୍ରା ହେବ। ଶ୍ରୀଜୀଉଙ୍କ ପହଣ୍ଡିରୁ ଆରମ୍ଭକରି ରଥଟଣା ପର୍ଯ୍ୟନ୍ତ ସବୁକିଛି ସେବାୟତ ଓ ପୋଲିସ ଦ୍ୱାରା କରାଯିବାକୁ…
ଭୁବନେଶ୍ୱର,୨।୬ (ବ୍ୟୁରୋ): ଲକ୍ଡାଉନ୍ ସମୟରେ ଓଡ଼ିଶା ପୋଲିସରେ ବହୁ ଅଧିକାରୀ କ୍ଷମତାର ଦୁରୁପଯୋଗ କରି ନିଲମ୍ବିତ ହୋଇଛନ୍ତି। ଆଉ କେତେଜଣଙ୍କ ଔଦ୍ଧତ୍ୟ ସୀମା ଟପିଛି। ତେବେ ଭୁବନେଶ୍ୱରରେ…
ଭୁବନେଶ୍ୱର,୨।୬(ବ୍ୟୁରୋ): ଓ୍ବାନ୍ ନେଶନ ଓ୍ବାନ୍ ରାଶନରେ ଓଡ଼ିଶା ସାମିଲ ହେଲା। ସିକିମ, ମିଜୋରାମ ସହିତ ଓଡ଼ିଶାକୁ କେନ୍ଦ୍ର ସରକାର ଇଣ୍ଟିଗ୍ରେଟ୍ ମ୍ୟାନେଜମେଣ୍ଟ ଅଫ ପବ୍ଲିକ ଡିଷ୍ଟ୍ରିବ୍ୟୁଶନ ସିଷ୍ଟମ…