ମେଟ୍ରୋ

ଫନୀରେ ଓଡ଼ିଶା ସହ ଛିଡ଼ାହେବାକୁ କହିଥିଲେ ସୁଶାନ୍ତ

ଭୁବନେଶ୍ୱର,୧୫।୬(ବ୍ୟୁରୋ): ‘ଏମ୍‌.ଏସ୍‌. ଧୋନୀ’ ଫିଲ୍ମରେ ନିଖୁଣ ଅଭିନୟ କରି ଦର୍ଶକଙ୍କ ହୃଦୟ ଜିତିଥିବା ଯୁବ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆଉ ନାହାନ୍ତି। ହେଲେ ତାଙ୍କୁ ଆଜି…

6 years ago

ଖୁବ୍‌ଶୀଘ୍ର ପୁରୀ, କୋଣାର୍କକୁ ଗଡ଼ିବ ମୋ ବସ୍‌

ଭୁବନେଶ୍ୱର, ୧୪ା୬ (ବ୍ୟୁରୋ)- ଖୁବ୍‌ଶୀଘ୍ର ଭୁବନେଶ୍ୱରରୁ ଭାୟା ପିପିଲି ଦେଇ ପୁରୀ ଓ କୋଣାର୍କକୁ ମୋ ବସ୍‌ ସେବା ଆରମ୍ଭ ହେବ। ଏନେଇ କ୍ୟାପିଟାଲ ରିଜିଅନ୍‌ ଅର୍ବାନ୍‌…

6 years ago

୪ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୪।୬(ବ୍ୟୁରୋ)- ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବା ପରେ ବର୍ଷା ଲାଗି ରହିଛି। ଏହା ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା…

6 years ago

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୪ା୬(ବ୍ୟୁରୋ) : ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ରବିବାର ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁ ଖବର ଏକପ୍ରକାର ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

6 years ago

ୟୁଏଇରୁ ଫେରିଲେ ୨୧୫ ପ୍ରବାସୀ ଓଡିଆ

ଭୁବନେଶ୍ୱର,୧୪।୬(ବ୍ୟୁରୋ)-ୟୁଏଇର ସାରଜାହା ବିମାନ ବନ୍ଦରରୁ ୨୧୫ ଜଣ ପ୍ରବାସୀ ଓଡିଆଙ୍କୁ ନେଇ ଏକ ସ୍ବତନ୍ତ୍ର ବିମାନ ରବିବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ବିମାନରେ ଥିବା ସମସ୍ତ ଯାତ୍ରୀଙ୍କୁ…

6 years ago

ଭୁବନେଶ୍ୱରରେ ଆଉ ୧୬ ପଜିଟିଭ୍‌ ଚିହ୍ନଟ: ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨୨

ଭୁବନେଶ୍ୱର,୧୪ା୬(ବ୍ୟୁରୋ) : ରବିବାର ଭୁବନେଶ୍ୱରରେ ଆଉ ୧୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୪ ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୨ ଜଣ…

6 years ago

ଭୁବନେଶ୍ୱରରେ ପହଞ୍ଚିଲେ ବିଜୟ ମହାନ୍ତି

ଭୁବନେଶ୍ୱର,୧୪।୬(ବ୍ୟୁରୋ): ଓଲିଉଡ ଅଭିନେତା ବିଜୟ ମହାନ୍ତି ରବିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ହାଇଦ୍ରାବାଦରୁ ସେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ପହଞ୍ଚିଛନ୍ତି। ଦୀର୍ଘ ୨୨…

6 years ago

ସବୁ ଜିଲାକୁ ଛୁଇଁଲା ମୌସୁମୀ

ଭୁବନେଶ୍ୱର,୧୩।୬(ବ୍ୟୁରୋ)-ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶନିବାର ରାଜ୍ୟର ସମସ୍ତ ଜିଲାକୁ ଛୁଇଁଛି। ଏ ନେଇ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପ ଉତ୍ତର ଆନ୍ଧ୍ର…

6 years ago

ଓଡିଶାରେ ୨ ହଜାର କୋଟି ପୁଞ୍ଜି ନିବେଶ କରିବ ମିତ୍ତଲ  

ଭୁବନେଶ୍ୱର,୧୩।୬(ବ୍ୟୁରୋ)- ଆର୍ସେଲର ମିତ୍ତଲ ଓ ନିପନ ଷ୍ଟିଲ ଓଡିଶାରେ ୨ ହଜାର କୋଟି ଟଙ୍କାର ପୁଞ୍ଜିବିନିଯୋଗ କରିବ। ଶନିବାର ଭିଡିଓ କନଫରେନ୍ସି ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…

6 years ago

ଭୁବନେଶ୍ୱରରେ ପାଳନ ହେବନି ରଜ

ଭୁବନେଶ୍ୱର, ୧୨ା୬ (ବ୍ୟୁରୋ)- ଦିନକୁ ଦିନ ଭୁବନେଶ୍ୱରରେ ବ୍ୟାପକ ଜନସମାଗମ ଦେଖିବାକୁ ମିଳୁଛି। ବିଶେଷ କରି ଏବେ ରଜ ପର୍ବ ଥିବାରୁ ହାଟ, ବଜାରରେ ଲୋକମାନେ ଭିଡ଼…

6 years ago