ମେଟ୍ରୋ

ରାଜ୍ୟ ସରକାରଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା: କହିଲେ ‘ଓଡ଼ିଶା ବାତ୍ୟାକୁ ସାହସିକତାର ସହ ମୁକାବିଲା କରିଛି’

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବାତ୍ୟା ଅମ୍ଫନ ମୁକାବିଲା ନେଇ ରାଜ୍ୟସରକାରଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ଗୁରୁବାର ଟୁଇଟ୍‌ ଯୋଗେ ପ୍ରଧାନମନ୍ତ୍ରୀ କହିଛନ୍ତି, ଓଡ଼ିଶା ସାହସିକତାର ସହ ବାତ୍ୟାକୁ…

6 years ago

୨୬ରୁ ମାଟ୍ରିକ୍‌ ଖାତା ମୂଲ୍ୟାୟନ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ଆସନ୍ତା ୨୬ରୁ ମାଟ୍ରିକ୍‌ ଖାତା ମୂଲ୍ୟାୟନ କରାଯିବ। ଏନେଇ ଗୁରୁବାର ଅପରାହ୍ନରେ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବ ନିର୍ଦ୍ଧାରିତ ମୂଲ୍ୟାୟନ କେନ୍ଦ୍ରରେ ଖାତା…

6 years ago

ଜୁଲାଇ ଶେଷ ସୁଦ୍ଧା ମାଟ୍ରିକ୍‌ ପରୀକ୍ଷା ରେଜଲ୍ଟ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ପ୍ରଥମେ କରୋନା କଟକଣା ଉପରେ ଅମ୍ଫନ ଯୋଗୁ ମାଟ୍ରିକ ପରୀକ୍ଷା ମୂଲ୍ୟାୟନକୁ ସ୍ଥଗିତ କରାଯାଇଥିଲା। ହେଲେ ଜୁଲାଇ ଶେଷ ସୁଦ୍ଧା ମାଟ୍ରିକ୍‌ ପରୀକ୍ଷାଫଳ ପ୍ରକାଶ ପାଇବ।…

6 years ago

ଅମ୍ଫନ ସମୟରେ ଜନ୍ମିତ ଶିଶୁକନ୍ୟାର ଉଜ୍ଜ୍ୱଳ ଭବିଷ୍ୟତ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ବାତ୍ୟା ଅମ୍ଫନ୍‌ ସମୟରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଓଡ଼ିଶାର ଅଗ୍ନିଶମ ବାହିନୀର ଉତ୍ସର୍ଗୀକୃତ ତଥା ମାନବୀୟ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା…

6 years ago

CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର,୨୧।୫: ରାଜ୍ୟରେ ଗୁରୁବାର ସକାଳେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ୮୫ ବର୍ଷୀୟ ହୋଇଥିବା ବେଳେ ସେ ସୁରଟ ଫେରନ୍ତା ବୋଲି…

6 years ago

CORONAVIRUS UPDATE: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାା ୧୧୦୦ ଟପିଲା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟରେ କରୋନା ଭାଇରସ୍‌ ସଂକ୍ରମଣ ଥମିବାରେ ନା ନେଉନି। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ଆଉ ୫୧…

6 years ago

ଅଭିଯୁକ୍ତଙ୍କୁ ଗିରଫ ବେଳେ ଏସ୍‌ଓପି ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ଜଣେ ୩୬ ବର୍ଷୀୟ କନଷ୍ଟେବଳଙ୍କ କୋଭିଡ୍‌ ଟେଷ୍ଟ ରିପୋର୍ଟ ପଜିଟିଭ୍‌ ଆସିବା ପରେ ତତ୍ପର ହୋଇଉଠିଛି କମିଶନରେଟ ପୋଲିସ। ଏବେ କୌଣସି ଅଭିଯୁକ୍ତଙ୍କୁ ଗିରଫ କରିବା…

6 years ago

ରାଜଧାନୀରେ ସାମାନ୍ୟ ପ୍ରଭାବ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ଭୁବନେଶ୍ୱରରେ ବାତ୍ୟା ଅମ୍ଫନ୍‌ର ପ୍ରଭାବ ସାମାନ୍ୟ ଅନୁଭୂତ ହୋଇଛି। ଏହା ପ୍ରଭାବରେ ମଙ୍ଗଳବାରଠାରୁ ଝିପିଝିପି ବର୍ଷା ହୋଇଥିବାବେଳେ ବିଳମ୍ବିତ ରାତିରୁ ବୁଧବାର ମଧ୍ୟାହ୍ନ ଯାଏ ବର୍ଷିଥିଲା।…

6 years ago

୨୩.୫ଲକ୍ଷ ଶ୍ରମିକଙ୍କୁ ନିଜ ରାଜ୍ୟରେ ଛାଡ଼ିଛି ୧୭୭୩ ଟ୍ରେନ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ଦେଶର ବିଭିନ୍ନ ସ୍ଥାନରେ ଫସି ରହିଥିବା ପ୍ରବାସୀ ଶ୍ରମିକ, ତୀର୍ଥଯାତ୍ରୀ, ପର୍ଯ୍ୟଟକ, ଛାତ୍ରୀଛାତ୍ର ଓ ଅସହାୟ ବ୍ୟକ୍ତିଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ସ୍ବତନ୍ତ୍ର…

6 years ago

ଘୁଞ୍ଚିଲା ୟୁପିଏସ୍‌ସି ପରୀକ୍ଷା: ଜୁନ୍‌ ୫ ବୈଠକରେ ପରବର୍ତ୍ତୀ ନିଷ୍ପତ୍ତି

ଭୁବନେଶ୍ୱର,୨୦ା୫(ବ୍ୟୁରୋ): କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି) ଦ୍ୱାରା ହେବାକୁ ଥିବା ସମସ୍ତ ପରୀକ୍ଷା ଓ ସାକ୍ଷାତ୍‌କାରକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ଘୁଞ୍ଚାଇ ଦିଆଯାଇଛି। ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌…

6 years ago