ପୁରୁଣା ଭୁବନେଶ୍ୱର,୧୦।୨(ଡି.ଏନ.ଏ.): ଶ୍ରୀକ୍ଷେତ୍ର ଭଳି ଏକାମ୍ର କ୍ଷେତ୍ରରେ ପର୍ଯ୍ୟଟନର ବିକାଶ ଓ ସୌନ୍ଦର୍ଯ୍ୟକରଣ ନେଇ ମୁଖ୍ୟମନ୍ତ୍ରୀଙ୍କ ଯୋଜନାକୁ ବିଭିନ୍ନ ଅଧିକାରୀ ଏକ ପ୍ରହସନରେ ପରିଣତ କରିଛନ୍ତି। ସରକାରୀ,…
ଭୁବନେଶ୍ୱର,୧୦।୨(ବ୍ୟୁରୋ)- କୃଷି ବିଭାଗରେ କାର୍ଯ୍ୟରତ ଓଭରସିୟରମାନଙ୍କୁ ସହକାରୀ କୃଷି ଅଧିକାରୀ (ଏଏଓ) ଭାବେ ପଦୋନ୍ନତି ଦିଆଯାଇଛି। ଓଡ଼ିଶା କୃଷି ଓ ଖାଦ୍ୟ ଉତ୍ପାଦନ ସେବା (ନିଯୁକ୍ତି ପଦ୍ଧତି…
ଭୁବନେଶ୍ୱର,୧୦।୨(ବ୍ୟୁରୋ): ପୂର୍ବାଞ୍ଚଳ ପରିଷଦ ବୈଠକ ଚଳିତ ମାସ ଶେଷସୁଦ୍ଧା ଓଡିଶା ଲୋକସେବା ଭବନରେ ଅନୁଷ୍ଠିତ ହେବ ବୋଲି ଶୁଣିବାକୁ ମିଳୁଛି। ଉକ୍ତ ବୈଠକ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ…
ଭୁବନେଶ୍ୱର,୧୦।୨(ବ୍ୟୁରୋ): କଟକଣା ସତ୍ତ୍ୱେ ଖଣ୍ଡଗିରି ଯାତ୍ରାରେ ନଗ୍ନ ନୃତ୍ୟ ପ୍ରଦର୍ଶନକୁ ନେଇ କଳିଙ୍ଗ ଗଣନାଟ୍ୟ ପାଇଁ ଅଡୁଆ ବଢ଼ିଛି। ପାର୍ଟି ମ୍ୟାନେଜର, ଯାତ୍ରା ଆୟୋଜକ ଓ ନଗ୍ନ…
ଭୁବନେଶ୍ୱର,୧୦।୨(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଏବଂ ଓଡ଼ିଶା: ମୋ ପରିବାର ସଙ୍ଗଠନ ପ୍ରଚେଷ୍ଟା କ୍ରମେ ଜାପାନରୁ ୨ ଓଡ଼ିଆଙ୍କ ମୃତଦେହ ଶୁକ୍ରବାର ଫେରିପାରିଛି। ଜାପାନର ଟୋକିଓ ସହରରେ…
ଭୁବନେଶ୍ୱର,୧୦।୨(ବ୍ୟୁରୋ): ଚଳିତବର୍ଷ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ବଜେଟରେ ୪୩୭୩ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହା ଗତବର୍ଷ ବ୍ୟୟ ବରାଦଠାରୁ ୨୨୦କୋଟି…
କଟକ ଅଫିସ,୧୦।୨: ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ନିଯୁକ୍ତି ପାଇଥିବା ଆଇନଜୀବୀ ସଞ୍ଜୀବ କୁମାର ପାଣିଗ୍ରାହୀ ସୋମବାର ଶପଥ ଗ୍ରହଣ କରିବେ। ଅପରାହ୍ନ ୨ଟାରେ ହାଇକୋର୍ଟ…
ଭୁବନେଶ୍ୱର,୧୦।୨(ବ୍ୟୁରୋ): ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାରେ ଗତ ୩ଦିନ ଧରି ବର୍ଷା ଲାଗିରହିଛି। ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବାବେଳେ କେନ୍ଦୁଝରରେ…
ଭୁବନେଶ୍ୱର, ୯ା୨(ବ୍ୟୁରୋ): ମିଷ୍ଟିକ୍ କଳିଙ୍ଗ ସାହିତ୍ୟ ମହୋତ୍ସବର ଚତୁର୍ଥ ସଂସ୍କରଣ ଶନିବାର ସ୍ଥାନୀୟ ଏକ ହୋଟେଲରେ ଉଦ୍ଘାଟିତ ହୋଇଛି। ଦୁଇଦିନ ଧରି ହେବାକୁ ଥିବା ଏହି ମହୋତ୍ସବର…