ମେଟ୍ରୋ

ବାଲେଶ୍ୱରର ୫ ଆକ୍ରାନ୍ତଙ୍କ ତଥ୍ୟ ପ୍ରକାଶ: ୪ ମହିଳା, ଜଣେ ପୁରୁଷ

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ଆଉ ୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଏହାକୁ ମିଶାଇ…

6 years ago

ରାଜେଶ ବର୍ମାଙ୍କୁ କର୍ପୋରେଟ ବ୍ୟାପାର

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଓଡ଼ିଆ କ୍ୟାଡର ଆଇଏଏସ୍‌ ଅଧିକାରୀ ରାଜେଶ ବର୍ମାଙ୍କୁ କେନ୍ଦ୍ର ସରକାରଙ୍କ କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟର ସଚିବ ରୂପେ ନିଯୁକ୍ତି ଦିିଆଯାଇଛି। ୧୯୮୭ ବ୍ୟାଚ୍‌ର ଏହି ଅଧିକାରୀ…

6 years ago

କରୋନା ମୁକାବିଲା: ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ଦାୟିତ୍ୱ ବଣ୍ଟନ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ କରୋନା ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଆରମ୍ଭରୁ ସତର୍କତା ଅବଲମ୍ବନ କରାଯାଇଛି। ସାମାଜିକ ଦୂରତା ନିୟମକୁ ପାଳନ କରିବା ପାଇଁ ବିଧାନସଭା ବଜେଟ ଅଧିବେଶନକୁ…

6 years ago

୩୮ ମତ୍ସ୍ୟଜୀବୀ ଚେନ୍ନାଇରୁ ସମୁଦ୍ର ପଥରେ ଫେରିବା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୨୭।୪(ବ୍ୟୁରୋ): କରୋନା(କୋଭିଡ-୧୯) ଲକ୍‌ଡାଉନ ଯୋଗୁ ଅନ୍ୟ ରାଜ୍ୟରେ ଫସି ରହିଥିବା ଶ୍ରମିକମାନେ ଅତିଷ୍ଠ ହୋଇପଡ଼ିଲେଣି। ରିଲିଫ କ୍ୟାମ୍ପରେ ସେମାନଙ୍କୁ ଉପଯୁକ୍ତ ଖାଦ୍ୟ ଓ ଚିକିତ୍ସା ସୁବିଧା ମିଳୁ…

6 years ago

ଭୁବନେଶ୍ୱରରେ କୋହଳ ହେବନି ବଜାର କଟକଣା

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଭୁବନେଶ୍ୱରରୁ ୧୧ ଦିନ ହେବ କେହି ପଜିଟିଭ୍‌ ଚିହ୍ନଟ ହୋଇନାହାନ୍ତି। କିନ୍ତୁ ଏବେବି ରାଜଧାନୀ ବିପଦ ଟଳି ନ ଥିବାରୁ ରେଡ୍‌ ଜୋନ୍‌ରେ ରହିଛି। ତେଣୁ…

6 years ago

ରାଶନ ଦେବାରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର,୨୭।୪(ବ୍ୟୁରୋ): କରୋନା ସଂକ୍ରମଣ ଜନିତ କ୍ଷତିକୁ ହ୍ରାସ କରିବା ପାଇଁ ସାରା ଦେଶରେ ଲକ୍‌ଡାଉନ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ହିତାଧିକାରୀଙ୍କ ନିକଟରେ…

6 years ago

ଆଜି ୧୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଆସନ୍ତା ୩୦ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବା…

6 years ago

CORONAVIRUS UPDATE: ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ଚିନ୍ହଟ, ସଂଖ୍ୟା ଛୁଇଁଲା ୧୦୮

ଭୁବନେଶ୍ୱର,୨୭।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଛି। ଏହି ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ ଓ…

6 years ago

ଆରପାରିରେ ନାଟ୍ୟକାର ବିଜୟ ମିଶ୍ର: ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୨୬ା୪(ବ୍ୟୁରୋ)- ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ, କାହାଣୀକାର, ସଂଳାପ ଲେଖକ ଓ ନାଟ୍ୟକାର ଡ. ବିଜୟ ମିଶ୍ର ଆଉ ନାହାନ୍ତି। ରବିବାର ଅପରାହ୍ନରେ ସେ ଚିରଦିନ ପାଇଁ ଆଖି…

6 years ago

ରାଜଧାନୀରେ ବଳବତ୍ତର ରହିବ ଲକ୍‌ଡାଉନ୍‌ କଟକଣା: ବିଏମ୍‌ସି

ଭୁବନେଶ୍ୱର,୨୬।୪(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ନିୟମ କୋହଳ ହୋଇଥିଲେ ହେଁ ରାଜ୍ୟର ବିଭିନ୍ନ ସ୍ଥାନରେ ଲକ୍‌ଡାଉନ୍‌ କଟକଣା ବଳବତ୍ତର ରହିଛି। ଏହି କ୍ରମରେ ଭୁବନେଶ୍ୱରରେ କଟକଣା ପୂର୍ବପରି…

6 years ago