ମେଟ୍ରୋ

ପିପିଇ ଖରିଦକୁ ମନ୍ତ୍ରିସ୍ତରୀୟ ମଞ୍ଜୁରୀ

ଭୁବନେଶ୍ୱର, ୩।୪(ବ୍ୟୁରୋ): କରୋନା ମୁକାବିଲାରେ ନିୟୋଜିତ ସ୍ୱାସ୍ଥ୍ୟକର୍ମୀଙ୍କ ଲାଗି ତୁରନ୍ତ ବ୍ୟକ୍ତିଗତ ସୁରକ୍ଷା ସରଞ୍ଜାମ (ପିପିଇ) ଖରିଦ ପ୍ରସ୍ତାବକୁ ରାଜ୍ୟ ମନ୍ତ୍ରିସ୍ତରୀୟ କମିଟି ମଞ୍ଜୁରୀ ଦେଇଛି। ଭିଡ଼ିଓକନଫରେନ୍ସିଙ୍ଗ…

6 years ago

ଭୁବନେଶ୍ୱରର ବମିଖାଲ ଅଞ୍ଚଳ ସିଲ

ଭୁବନେଶ୍ୱର,୩।୪(ବ୍ୟୁରୋ): ଭୁବନେଶ୍ୱରର ବମିଖାଲରୁ ଶୁକ୍ରବାର ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାପରେ ବମିଖାଲ ଅଞ୍ଚଳକୁ ଭୁବନେଶ୍ୱର ମହାନଗର ନିଗମ(ବିଏମସି) ପକ୍ଷରୁ ସିଲ କରି ଦିଆଯାଇଛି।…

6 years ago

ଭୁବନେଶ୍ୱରର ପୁଣି ୩ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୩।୪(ବ୍ୟୁରୋ)- ଶୁକ୍ରବାର ଭୁବନେଶ୍ୱରର ୩ଜଣ କରୋନା ଭାଇରସ୍‌ ସଂକ୍ରମିତ। ଏହାକୁ ମିଶାଇ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୯ରେ ପହଞ୍ଚତ୍ଛି। ଶୁକ୍ରବାର ମଧ୍ୟାହ୍ନରେ କଟକର ଜଣେ ବ୍ୟକ୍ତିଙ୍କ…

6 years ago

ଘନେଇଲା ଗୋଷ୍ଠୀ ସଂକ୍ରମଣ ଆଶଙ୍କା

ଭୁବନେଶ୍ୱର,୩।୪(ବ୍ୟୁରୋ)-ଭୁବନେଶ୍ୱର, ଭଦ୍ରକ ସହର ଏବଂ କଟକ ମହାନଗର ନିଗମ ୪୮ ଘଣ୍ଟା ସମ୍ପୂର୍ଣ୍ଣ ସଟ୍‌ଡାଉନ ରହିବ। ଶୁକ୍ରବାର ରାତି ୮ଟାରୁ ରବିବାର ରାତି ୮ଟା ଯାଏ ଏହି…

6 years ago

ନିଜାମୁଦ୍ଦିନରୁ ଫେରିଛନ୍ତି ଷଷ୍ଠ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩।୪(ବ୍ୟୁରୋ):ରାଜ୍ୟରେ ଶୁକ୍ରବାର ଷଷ୍ଠ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଆକ୍ରାନ୍ତଙ୍କ ଘର କଟକ ବୋଲି ଜଣାପଡିଛି। ସେ ଦିଲ୍ଲୀ ନିଜାମୁଦ୍ଦିନରୁ ଫେରିଥିବା କୋଭିଡ୍‌-୧୯ର ମୁଖ୍ୟ ମୁଖପାତ୍ର ସୁବ୍ରତୋ…

6 years ago

ସଟ୍‌ଡାଉନ୍‌ ପାଇଁ ସମସ୍ତ ଲକ୍‌ଡାଉନ୍‌ ପାସ୍‌ ରଦ୍ଦ, ବାହାରେ ବୁଲିଲେ ଉଠାଇ ନେବ ପୋଲିସ: ଅଭୟ

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା କରାଯାଉଛି। ରାଜଧାନୀ ସହ ଭଦ୍ରକ ଏବଂ କଟକ…

6 years ago

ନିଲମ୍ବନର ସାତ ଦିନ ପରେ କାର୍ଯ୍ୟରେ ଯୋଗ ଦେଲେ ବିଧାନସଭା ଡିସ୍‌ପେନ୍ସନାରୀ ମେଡିକାଲ ଅଫିସର

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ତୃତୀୟ କରୋନା ଭୂତାଣୁ(କୋଭିଡ-୧୯) ରୋଗୀ ଚିହ୍ନଟ ହେବା ପରେ ନିଲମ୍ବିତ ହୋଇଥିବା ସ୍ବାସ୍ଥ୍ୟ ବିଭାଗ ବିଧାନସଭା ଜୋନାଲ ଡିସପେନ୍ସନାରୀ ମେଡିକାଲ ଅଫିସର ଲଳିତ ବେହେରା…

6 years ago

ଓଡ଼ିଶାରେ ୬ଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩।୪(ବ୍ୟୁରୋ): ଓଡ଼ିଶାରେ ୬ଷ୍ଠ କରୋନା ଆକ୍ରାନ୍ତ ଶୁକ୍ରବାର ଚିହ୍ନଟ ହୋଇଛନ୍ତି। ସେ କଟକର ହୋଇଥିବା ବେଳେ ଦିଲ୍ଲୀ ଗସ୍ତ କରିଥିଲେ। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

6 years ago

ଭୁବନେଶ୍ୱର, ଭଦ୍ରକ ୪୮ ଘଣ୍ଟା ସଟ୍‌ ଡାଉନ୍‌: ଔଷଧ ଦୋକାନକୁ ଛାଡ଼ି ବନ୍ଦ ରହିବ ଅନ୍ୟ ସମସ୍ତ ଦୋକାନ

ଭୁବନେଶ୍ୱର,୩।୪(ବ୍ୟୁରୋ): ଭୁବନେଶ୍ୱର, ଭଦ୍ରକ ଶୁକ୍ରବାର ସନ୍ଧ୍ୟା ୮ଟାରୁ ରବିବାର ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ସଟ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ ଗ୍ରୋସରୀ, ଫଳ, ପରିବା, ମାଛ,…

6 years ago

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଆଜି ସନ୍ଧ୍ୟା ୮ଟାରୁ ୪୮ ଘଣ୍ଟା ଯାଏ ଭୁବନେଶ୍ୱର, ଭଦ୍ରକ ସମ୍ପୂର୍ଣ୍ଣ ସଟ୍‌ ଡାଉନ୍‌

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ରାଜ୍ୟ ସରକାର ଶୁକ୍ରବାର ବଡ଼ ଘୋଷଣା କରିଛନ୍ତି। ରାଜଧାନୀରେ ୫ମ କରୋନା ରୋଗୀ ସଂକ୍ରମିତ ହେବାର କାରଣ ଜଣାପଡ଼ୁନଥିବାରୁ ଆଗାମୀ ୪୮ଘଣ୍ଟା…

6 years ago