ମେଟ୍ରୋ

ରାଜଧାନୀରେ ୪ଟି ବର୍ଗରେ ହେବ ନମୁନା ପରୀକ୍ଷଣ, ସହଯୋଗ ନ କଲେ ହସ୍ତକ୍ଷେପ କରିବ ପୋଲିସ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟରେ ୬୦ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ରାଜଧାନୀରୁ ୪୬ଜଣ ରହିଛନ୍ତି। ଏହାକୁ ନେଇ ଭୁବନେଶ୍ୱରକୁ ହଟ୍‌ସ୍ପଟ୍‌ କୁହାଯାଉଛି। ଆଗାମୀ ଦିନରେ କରୋନାର ଚିତ୍ର…

6 years ago

ରାଜ୍ୟ ସରକାରଙ୍କ କରୋନା ମୁକାବିଲା ଚିନ୍ତା: ରାଜଧାନୀ ପାଇଁ ସ୍ବତନ୍ତ୍ର ପ୍ଲାନ୍‌, ୭ ଦିନରେ ୫୦୦୦ ନମୁନା ପରୀକ୍ଷଣ ଲକ୍ଷ୍ୟ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ଓଡ଼ିଶାରେ ୭,୫୭୭ଟି ନମୂନା ପରୀକ୍ଷଣ କରାଯାଇଛି। ସେଥିରୁ ୬୦ଜଣ ପଜିଟିଭ୍‌ ବାହାରିଛନ୍ତି। ହେଲେ କେବଳ ଭୁବନେଶ୍ୱରରେ ୪୬ ପଜିଟିଭ୍‌ ମାମଲା ରହିଛି।…

6 years ago

ଭୁବନେଶ୍ୱର କରୋନା ହଟ୍‌ସ୍ପଟ୍‌: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ନିୟୋଜିତ ହୋଇଥିବା ସମସ୍ତ ଅଧିକାରୀ ଏଥିପାଇଁ…

6 years ago

ଥାନାଧିକାରୀଙ୍କୁ ମିଳିଲା ଅଧିକ କ୍ଷମତା: ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କଲେ ସାଧାରଣ ଜନତା, ସରକାରୀ ଅଧିକାରୀଙ୍କ ଉପରେ ନେଇପାରିବେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନାର ମୁକାବିଲା ଲାଗି ରାଜ୍ୟରେ ଲକ୍‌ଡାଉନ୍‌ କଟକଣା ବଳବତ୍ତର ରହିଛି। ସଚେତନତା ସତ୍ତ୍ୱେ ଅନେକେ ଏହାକୁ ଉଲ୍ଲଂଘନ କରୁଥିବା ଦେଖାଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ…

6 years ago

ବୁଲା ପ୍ରାଣୀଙ୍କ ଖାଇବା ଲାଗି ସରକାର ଖର୍ଚ୍ଚ କରିବେ ୮୦ଲକ୍ଷ

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ରାସ୍ତାରେ ବୁଲୁଥିବା କୁକୁର ଏବଂ ଅନ୍ୟ ପ୍ରାଣୀମାନଙ୍କ ଖାଇବା ଦାୟିତ୍ୱ ରାଜ୍ୟ ସରକାର ନିଜ ହାତକୁ ନେଇଛନ୍ତି। ସରକାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଅର୍ଥ ଆଣି…

6 years ago

ସୀମିତ ଖଣ୍ଡପୀଠରେ କାର୍ଯ୍ୟକରିବ ହାଇକୋର୍ଟ

କଟକ ଅଫିସ୍‌,୧୭ା୪: କେନ୍ଦ୍ର ସରକାରଙ୍କ ତରଫରୁ ଲକ୍‌ଡାଉନ୍‌ ଅବଧି ମେ’ ୩କୁ ବୃଦ୍ଧି ପାଇଛି। ତେଣୁ ଏହି ସମୟରେ ସୀମିତ ଖଣ୍ଡପୀଠରେ କେବଳ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି…

6 years ago

ବାହାରେ ଫସିଥିବା ଶ୍ରମିକଙ୍କ ପରିବାରକୁ ସହାୟତା ଦିଆଯାଉ: ଶ୍ରୀକାନ୍ତ ଜେନା

ଭୁବନେଶ୍ୱର,୧୭ା୪(ବ୍ୟୁରୋ): କରୋନା ମୁକାବିଲା ପାଇଁ ସାରା ଦେଶରେ ଲକ୍‌ଡାଉନ ଜାରି ରହିଛି। ଏହାଦ୍ୱାରା ଦେଶର ବିଭିନ୍ନ ସ୍ଥାନରେ ଓଡ଼ିଆ ଶ୍ରମିକ ଫସି ରହିଛନ୍ତି। ରେଳ ଚଳାଚଳ ଏବଂ…

6 years ago

‘ଟିକ୍‌ ମି’ ଆପ୍‌ ଦ୍ୱାରା ମିଳିବ ଅତ୍ୟାବଶ୍ୟକ ସାମଗ୍ରୀ

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ଲକ୍‌ଡାଉନ୍‌ ପାଇଁ ଲୋକେ ଘରେ ରହିଛନ୍ତି। ସେମାନଙ୍କର ଯେପରି ସମସ୍ୟା ନ ଉପୁଜିବ ସେଥିପାଇଁ ଅନ୍‌ଲାଇନ୍‌ ଓ ହୋମ୍‌ ଡେଲିଭରି ସେବାକୁ ଅନୁମତି ଦେଇଛନ୍ତି ସରକାର।…

6 years ago

ଭୁବନେଶ୍ୱରରେ ବଢ଼ିବ ପରୀକ୍ଷଣ ସୁବିଧା: ସଂଗ୍ରହ ହେବ ଇଚ୍ଛୁକ ବ୍ୟକ୍ତିଙ୍କ ନମୁନା

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ଭୁବନେଶ୍ୱରରେ ବସବାସ କରୁଥିବା ଲୋକଙ୍କ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ଇଚ୍ଛୁକ ବ୍ୟକ୍ତିଙ୍କର ନମୁନା ସଂଗ୍ରହ କରାଯିବ। ସ୍ବାସ୍ଥ୍ୟ ପରୀକ୍ଷା ଓ ନମୁନା ପରୀକ୍ଷଣ ପାଇଁ…

6 years ago

କଳାକାରଙ୍କ ଉପରେ କରୋନା ଚଡ଼କ: ସବୁ ଉପାର୍ଜନବାଟ ବନ୍ଦ

ଭୁବନେଶ୍ୱର, ୧୭ା୪(ବ୍ୟୁରୋ): କଳାକାରଙ୍କ ଉପରେ କରୋନା ଚଡ଼କ। ଲକ୍‌ଡାଉନ୍‌ ପାଇଁ ଉପାର୍ଜନର ସବୁ ବାଟ ବନ୍ଦ ହୋଇଯାଇଥିବାରୁ ରାଜ୍ୟର ହଜାର ହଜାର କଳାକାର ଏବେ ନାନା ଦୁର୍ଦ୍ଦଶାରେ…

6 years ago