ମେଟ୍ରୋ

ନାଗେଶ୍ୱର ଟାଙ୍ଗୀରୁ ହଟିଲାନି ଗଛ

ପୁରୁଣା ଭୁବନେଶ୍ୱର,୨୦ା୨(ଡି.ଏନ.ଏ.): ଫନୀ ବାତ୍ୟାକୁ ୧୦ ମାସ ବିତିଗଲାଣି। ହେଲେ ସ୍ମାର୍ଟସିଟିର ନାଗେଶ୍ୱର ଟାଙ୍ଗୀରେ ଅଦ୍ୟାବଧି ଏକ ପୁରୁଣା ବରଗଛ ନ କଟା ଯିବାରୁ ରାସ୍ତା ଅବରୋଧ…

6 years ago

ନନ୍ଦନକାନନ କାର୍ଯ୍ୟ ଅନୁଧ୍ୟାନ କଲେ କାମ୍ପା ପ୍ରତିନିଧି

ବାରଙ୍ଗ,୨୦ା୨(ଡି.ଏନ୍‌.ଏ.): ନନ୍ଦନକାନନରେ ହେଉଥିବା ବିଭିନ୍ନ ଟେଣ୍ଡର ଓ ନିର୍ମାଣ କାର୍ଯ୍ୟଗୁଡ଼ିକରେ ଅନିୟମିତତା ହେଉଥିବା ଅଭିଯୋଗ ହେବା ପରେ ଗତ ବୁଧବାର ଭିଜିଲାନ୍ସର ଦୁଇଜଣିଆ ଟିମ ଆସି ସମସ୍ତ…

6 years ago

ଛୋଟ ମନ୍ଦିରକୁ ଅବହେଳା

ପୁରୁଣା ଭୁବନେଶ୍ୱର,୨୦ା୨(ଡି.ଏନ.ଏ.): ମହାଶିବରାତ୍ରି ଉପଲକ୍ଷେ ଏକାମ୍ର କ୍ଷେତ୍ର ଚଳଚଞ୍ଚଳ ହୋଇ ଉଠିଛି। ପ୍ରଶାସନ ପକ୍ଷରୁ କଙ୍କ୍ରିଟ୍‌ ଟାଇଲ୍‌ ବିଛାଯାଇ ବିଭିନ୍ନ ସ୍ଥାନରେ ଅସ୍ଥାୟୀ ମଣ୍ଡପ ଓ ଟେଣ୍ଟ…

6 years ago

‘ମୁଟ୍‌ କୋର୍ଟ’ ପ୍ରତିଯୋଗିତା ଜିତିଲେ ମିତାଲି ମଧୁସ୍ମିତା

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନ ଆଇନ ମହାବିଦ୍ୟାଳୟର ଦ୍ୱିତୀୟ ବର୍ଷ ଛାତ୍ରୀ ମିତାଲି ମଧୁସ୍ମିତା କଟକ ହାଇକୋର୍ଟ ବାର୍‌ ଆସୋସିଏଶନ୍‌ ପକ୍ଷରୁ ଆୟୋଜିତ ବିବୁଧେନ୍ଦ୍ର ମିଶ୍ର ଜାତୀୟସ୍ତରୀୟ…

6 years ago

‘ଜାତୀୟ ମୁଣ୍ଡ ପିଛା ଆୟ ସହ ସମକକ୍ଷ ହେବା ଓଡ଼ିଶାର ଲକ୍ଷ୍ୟ’

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ରାଜ୍ୟରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବା ଲକ୍ଷ୍ୟରେ ୨୦୨୦-୨୧ ବଜେଟ ପ୍ରସ୍ତୁତ କରାଯାଇଛି। ଓଡ଼ିଶା ପର୍ଯ୍ୟଟନକୁ ଏକ ନୂଆସ୍ତରକୁ ନେବାକୁ ପର୍ଯ୍ୟଟନ କ୍ଷେତ୍ରରେ ଅର୍ଥ ବରାଦକୁ…

6 years ago

ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ନେଇ ଏବିଭିପିର ଏତଲା

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ବୁଧବାର ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିବାବେଳେ ଓଡ଼ିଆ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ନେଇ ସାରା ରାଜ୍ୟରେ ଚର୍ଚ୍ଚା ହୋଇଥିଲା।…

6 years ago

ଓୟୁଏଟିର ହେବ ବିକାଶ

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)ର ବିକାଶ ହେବ। ଏଥିପାଇଁ ଗତ ୧୭ତାରିଖରେ କୃଷି ଭବନଠାରେ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ସୌରଭ ଗର୍ଗଙ୍କ…

6 years ago

କ୍ୟାପିଟାଲ ହସ୍ପିଟାଲରେ ଜରାରୋଗୀ ୱାର୍ଡ ଉଦ୍‌ଘାଟିତ

ଭୁବନେଶ୍ୱର, ୨୦ା୨(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲର କାୟାକଳ୍ପରେ ବ୍ୟାପକ ସୁଧାର ଆସିଥିବାବେଳେ ବୁଧବାର ହସ୍ପିଟାଲ ପରିସରରେ ଜରାରୋଗୀ ୱାର୍ଡ ବା ଜେରିଆଟ୍ରିକ୍‌ ୱାର୍ଡ ଉଦ୍‌ଘାଟିତ ହୋଇଯାଇଛି। ବୃଦ୍ଧାବୃଦ୍ଧମାନଙ୍କ କ୍ଷେତ୍ରରେ…

6 years ago

ଠେଙ୍ଗା, ବାଡ଼ି ଧରି ତୀବ୍ର ବିରୋଧ, ହୋଇପାରିଲାନି ବସ୍ତି ଉଚ୍ଛେଦ

ଭୁବନେଶ୍ୱର, ୧୯।୨(ବ୍ୟୁରୋ): ସାମନ୍ତରାଳ ରାସ୍ତା ପାଇଁ ଉଚ୍ଛେଦବେଳେ ସାଲିଆସାହିରେ ବୁଧବାର ତୀବ୍ର ବିରୋଧର ସମ୍ମୁଖୀନ ହୋଇଛି ପୋଲିସ ଓ ମିଳିତ ଉଚ୍ଛେଦକାରୀ ଟିମ୍‌। ୬ଶହ ବର୍ଗଫୁଟର ଜମି…

6 years ago

ପ୍ରତି ଜିଲାରେ ଖୋଲିବ ମଡେଲ ଧାନମଣ୍ଡି

ଭୁବନେଶ୍ୱର,୧୯।୨(ବ୍ୟୁରୋ): ରାଜ୍ୟର ପ୍ରତ୍ୟେକ ଜିଲାରେ ମଡେଲ ଧାନମଣ୍ଡି ନିର୍ମାଣ ହେବ। ଏ ନେଇ ପ୍ରତ୍ୟେକ ଜିଲାର ବିଧାୟକଙ୍କଠାରୁ ମତାମତ ନିଆଯିବ। ମଡେଲ ମଣ୍ଡିର ରୂପରେଖ କିଭଳି ହେବ…

6 years ago