ମେଟ୍ରୋ

ମହିଳାଙ୍କୁ ଅସଦାଚରଣ, ପର୍ସ ଛଡ଼ାଇ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ସମ୍ପର୍କରେ ଫାଟ ଆସିବା ପରେ ଜଣେ ମହିଳାଙ୍କୁ ଅସଦାଚରଣ କରିବା ସହ ପର୍ସ ଓ ମୋବାଇଲ ଫୋନ୍‌ ଛଡ଼ାଇ ନେଇଥିବା ଅଭିଯୁକ୍ତଙ୍କୁ ଏୟାରପୋର୍ଟ ଥାନା ପୋଲିସ…

7 years ago

ଦୁର୍ଘଟଣାଗ୍ରସ୍ତ ମହିଳାଙ୍କ ପ୍ରାଥମିକ ଚିକିତ୍ସା କଲେ ରଞ୍ଜୀବ

ଭୁବନେଶ୍ୱର,୨୨।୨(ବ୍ୟୁରେ): ରାଜଧାନୀର ବିଭିନ୍ନ ଛକରେ ଡ୍ୟୁଟି କରୁଥିବା ଟ୍ରାଫିକ ପୋଲିସ ଖରା, ବର୍ଷାକୁ ଖାତିର ନ କରି ନିଜ ଦାୟିତ୍ୱ ତୁଲାଉଛନ୍ତି। ଅନେକ ସମୟରେ ସେମାନେ ବୃଦ୍ଧାବୃଦ୍ଧ,…

7 years ago

ଜାଗର ଦୀପରୁ ଲେଡିଜ୍‌ ହଷ୍ଟେଲରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ନୟାପଲ୍ଲୀ ଥାନା ଅନ୍ତର୍ଗତ ସିଆର୍‌ପି ଛକ ନିକଟ ନୀଳକଣ୍ଠ ନଗରରେ ଥିବା ଶ୍ରୀଜଗନ୍ନାଥ ରେସିଡେନି୍ସ ନାମକ ଏକ ଲେଡିଜ ହଷ୍ଟେଲର ତୃତୀୟ ମହଲାରେ ଶୁକ୍ରବାର ସନ୍ଧ୍ୟାରେ…

7 years ago

ହର ହର ମହାଦେବ…

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଶ୍ରୀଲଙ୍ଗରାଜ ମନ୍ଦିର ବ୍ୟତୀତ ଏକାମ୍ର କ୍ଷେତ୍ର ଏବଂ ସହରର ଅନ୍ୟାନ୍ୟ ସ୍ଥାନରେ ଥିବା ଶତାଧିକ ଶୈବପୀଠରେ ଶୁକ୍ରବାର ଆୟୋଜିତ ହୋଇଥିଲା ମହାଶିବରାତ୍ରି। ଘଣ୍ଟ ହୁଳହୁଳିରେ ଉଛୁଳି…

7 years ago

ମହାଶିବରାତ୍ରି ଉପଲକ୍ଷେ ଜାତୀୟସ୍ତରୀୟ ଭଜନ ସମାରୋହ: ୧୦ଜଣଙ୍କୁ ‘ଏକାମ୍ର ଶ୍ରୀ’ ସମ୍ମାନ

ପୁରୁଣା ଭୁବନେଶ୍ୱର,୨୨।୨(ଡି.ଏନ୍‌.ଏ.): ମହାଶିବରାତ୍ରି ଉପଲକ୍ଷେ ଶ୍ରୀଲିଙ୍ଗରାଜ ମନ୍ଦିର ନିକଟ ଅସ୍ଥାୟୀ ଭଜନ ମଣ୍ଡପରେ ଏକାମ୍ର ସାଂସ୍କୃତିକ ପ୍ରକାଶନୀ ଅନୁଷ୍ଠାନ ପକ୍ଷରୁ ଅହୋରାତ୍ର ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

7 years ago

ମହାଶିବରାତ୍ରି: ଶ୍ରୀ ଲକ୍ଷେଶ୍ୱର ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

ବାଲିଅନ୍ତା,୨୧।୨(ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ୧୬ନଂ. ଜାତୀୟ ରାଜପଥ ନଖରାସ୍ଥିତ ପ୍ରସିଦ୍ଧ ଶୈବପୀଠ ଶ୍ରୀ ଲକ୍ଷେଶ୍ୱର ମନ୍ଦିରରେ ଜାଗର ଲାଗି ଭକ୍ତଙ୍କ ଭିଡ଼ ଲାଗିଛି। ଶିବରାତ୍ରି ପାଇଁ ମନ୍ଦିରରେ…

7 years ago

ଅବଶିଷ୍ଟ ମାଟ୍ରିକ ପରୀକ୍ଷାରେ ସ୍ବଚ୍ଛତା ପାଇଁ ଅଣ୍ଟା ଭିଡିଲା ବୋର୍ଡ; ସିସିଟିଭି ଭାଙ୍ଗିଲେ ଦାୟୀ ହେବେ ଅଧୀକ୍ଷକ: ମନ୍ତ୍ରୀ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ ପରୀକ୍ଷାକୁ ଶୃଙ୍ଖଳିତ କରିବା ପାଇଁ ପରୀକ୍ଷାକେନ୍ଦ୍ରରେ ସିସିଟିଭି ଲଗାଯାଇଛି। ହେଲେ ଅଧିକାଂଶ ସ୍ଥାନରେ ଏହାକୁ ଭାଙ୍ଗି ଦିଆଯାଉଥିବା ନେଇ ଖବର ପ୍ରସାରିତ…

7 years ago

ବିଜେଡି ଜିଲା ସଭାପତି ତାଲିକା ଘୋଷଣା: ୧୪ ପୁରୁଣା, ୧୯ ନୂଆମୁହଁଙ୍କୁ ଦାୟିତ୍ୱ; ସବିଶେଷ ଜାଣନ୍ତୁ..

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଶୁକ୍ରବାର ବିଜେଡି ଜିଲା ସଭାପତି ତାଲିକା ଘୋଷଣା କରାଯାଇଛି। ମୋଟ ୩୩ଜଣ ସଭାପତିଙ୍କ ମଧ୍ୟରେ ୧୪ଜଣ ପୁରୁଣା ନେତା ଥିବା ବେଳେ ୧୯ଜଣ ନୂଆମୁହଁଙ୍କୁ ଦାୟିତ୍ୱ…

7 years ago

ମହାଶିବରାତ୍ରିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର, ୨୧।୨(ବ୍ୟୁରୋ): ପବିତ୍ର ମହାଶିବରାତ୍ରି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟର ପୃଷ୍ଠାରେ ପ୍ରଭୁ ଲିଙ୍ଗରାଜ ଏବଂ ମହାପ୍ରଭୁ ଜଗନ୍ନାଥଙ୍କ ମନ୍ଦିରର କିଛି…

7 years ago

ଅନ୍ତର୍ଜାତୀୟ ମାତୃଭାଷା ଦିବସ: ସବୁ ଓଡ଼ିଆଙ୍କୁ ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଅନ୍ତର୍ଜାତୀୟ ମାତୃଭାଷା ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ  ଶୁଭେଚ୍ଛା ଜଣାଇଛନ୍ତି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଅନ୍ତର୍ଜାତୀୟ ମାତୃଭାଷା ଦିବସର ଶୁଭେଚ୍ଛା।…

7 years ago