ମେଟ୍ରୋ

ଲଘୁଚାପ: ବୁଧବାରରୁ ବର୍ଷା

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାରଠାରୁ ରାଜ୍ୟର କେତୋଟି ଜିଲାରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି,…

6 years ago

ଏଣିକି ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଏକକ ପରୀକ୍ଷା: ଗୋଟିଏ ପ୍ରଶ୍ନପତ୍ରରେ ପରୀକ୍ଷା ଦେବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଏଣିକି ଗୋଟିଏ ପ୍ରଶ୍ନପତ୍ରରେ ପରୀକ୍ଷା ଦେବେ। ଚଳିତ ବର୍ଷଠାରୁ ଷାଣ୍ମାସିକ ଏବଂ ବାର୍ଷିକ…

6 years ago

୪ ଜିଲା ପରିଷଦ ଆସନରେ ଉପନିର୍ବାଚନ: ୨୯ରେ ଜାରି ହେବ ନୋଟିସ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟର ୪ ଜିଲା ପରିଷଦ ଆସନରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଛତ୍ରପୁର, ଦାନଗଦି, ପଟ୍ଟାଙ୍ଗୀ ଏବଂ ଦଶରଥପୁର ପାଇଁ ଏହି ଉପନିର୍ବାଚନ ହେବ। ସେହିପରି ୧୭…

6 years ago

ଛାତରୁ ପଡ଼ି ଆଇଆଇଟି ଛାତ୍ରଙ୍କ ମୃତ୍ୟୁ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ଭୁବନେଶ୍ୱର ଆଇଆଇଟି ପରିସରରେ ମଙ୍ଗଳବାର ଛାତରୁ ପଡ଼ି ଜଣେ ଛାତ୍ରଙ୍କର ମୃତ୍ୟୁ ଘଟିଛି। ସେ ହେଲେ ମହାରାଷ୍ଟ୍ରର ଚିରାଗ ଜୈନ୍‌। ଚିରାଗଙ୍କୁ ଏକ ଘରୋଇ ହସ୍ପିଟାଲରେ…

6 years ago

ବ୍ୟାଙ୍କ ମ୍ୟାନେଜରଙ୍କୁ ଘରେ ବନ୍ଦକରି ସର୍ବସ୍ବ ଲୁଟିନେଲେ ଲୁଟେରା

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଓ ଏହାର ଉପକଣ୍ଠ ଅଞ୍ଚଳରେ ଡକାୟତ ଗ୍ୟାଙ୍ଗ ସକ୍ରିୟ ହୋଇଉଠିଛନ୍ତି। ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ପୁରୁଣା ଭୁବନେଶ୍ୱର ସାମନ୍ତରାପୁର…

6 years ago

ମହିଳା ଆଇନଜୀବୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ପ୍ରେମିକଙ୍କ ଟେର ପାଉନି ପୋଲିସ

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ଧଉଳି ଥାନା ଅଧୀନ ଲିଙ୍ଗିପୁର ବିଜୟବିହାରରେ ଭଡ଼ାରେ ରହୁଥିବା ମହିଳା ଆଇନଜୀବୀ ଦୀପାଳି ପ୍ରିୟଦର୍ଶିନୀ ଜେନା(୨୯)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଏବେବି ସସ୍‌ପେନ୍ସ ଲାଗିରହିଛି। ତାଙ୍କର…

6 years ago

ସ୍ମିତାରାଣୀ ମୃତ୍ୟୁ ପ୍ରସଙ୍ଗ; ବନ୍ଦ ପାଳନ କରିବନି କଂଗ୍ରେସ: ନିରଞ୍ଜନ

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁ ଘଟିଥିବା ଗେଷ୍ଟ ହାଉସରେ ମୁଖ୍ୟ ଅଭିଯୁକ୍ତ ତଥା ସରପଞ୍ଚଙ୍କ ସ୍ବାମୀ ରୂପେଶ ଭଦ୍ରଙ୍କ ବ୍ୟତୀତ ଅନ୍ୟ ୩ଜଣ ବିଜେଡି ନେତା ସେଠାରେ…

6 years ago

କଟକରେ ବ୍ୟାପିଲା ଡେଙ୍ଗୁ

କଟକ ଅଫିସ,୨୨ା୧୦ - କଟକରେ ଡେଙ୍ଗୁର ପ୍ରାଦୁର୍ଭାବ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗତ ୩ ଦିନ ମଧ୍ୟରେ ୯ଟି ସ୍ଥାନରେ ଡେଙ୍ଗୁ ରୋଗୀ ଚିହ୍ନଟ…

6 years ago

ସିମେଣ୍ଟ ଫ୍ୟାକ୍ଟ୍ରିକୁ ଶୁଖିଲା ପ୍ଲାଷ୍ଟିକ୍‌ ବର୍ଜ୍ୟ ବିକିବ ବିଏମ୍‌ସି

ଭୁବନେଶ୍ୱର, ୨୨ା୧୦:ସହରର ପରିମଳ ବ୍ୟବସ୍ଥାକୁ ସୁଧାରିବାକୁ ଅଣ୍ଟା ଭିଡ଼ିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍‌ସିସି) ପରେ ସବୁ ଠିକା ସଂସ୍ଥାକୁ ସଫେଇ…

6 years ago

ଅଖିଳ ଭାରତୀୟ ମୋଟର ପରିବହନ କଂଗ୍ରେସର ଉପାଧ୍ୟକ୍ଷ ଭାବେ ରବିନାରାୟଣ ଶତପଥୀ ନିର୍ବାଚିତ

କଟକ ଅଫିସ, ୨୨ା୧୦: ଓଡ଼ିଶା ରାଜ୍ୟ ଟ୍ରକ ମାଲିକ ମହାସଂଘର ସାଧାରଣ ସମ୍ପାଦକ ରବିନାରାୟଣ ଶତପଥୀ ଅଖିଳ ଭାରତୀୟ ମୋଟର ପରିବହନ କଂଗ୍ରେସର ଉପାଧ୍ୟକ୍ଷ ଭାବେ ନିର୍ବାଚିତ…

6 years ago