ଭୁବନେଶ୍ୱର/ପାରଳାଖେମୁଣ୍ଡି,୧୦।୧(ବ୍ୟୁରୋ/ସ୍ବ.ପ୍ର.): ପାରଳାଖେମୁଣ୍ଡି ରାଜା ଗୋପୀନାଥ ଗଜପତି ନାରାୟଣ ଦେବଙ୍କ ଶୁକ୍ରବାର ସକାଳେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୬ବର୍ଷ ହୋଇଥିଲା। ୨୦୧୬ରୁ…
ଭୁବନେଶ୍ୱର,୧୦ା୧(ବ୍ୟୁରୋ)- ରାଜ୍ୟ ସରକାର କର୍ମଚାରୀଙ୍କ ପଦୋନ୍ନତି ସମସ୍ୟା ସମାଧାନ ପାଇଁ ‘ପଦୋନ୍ନତି ଅଦାଲତ’ ଗଠନ କରିବାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍ଓ) ପକ୍ଷରୁ ଗୁରୁବାର ଗଣମାଧ୍ୟମକୁ…
ଭୁବନେଶ୍ୱର,୧୦ା୧(ବ୍ୟୁରୋ): ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ରଙ୍କୁ ବହିର୍ବ୍ୟାପାର ମନ୍ତ୍ରଣାଳୟର ବିଭାଗୀୟ ପରାମର୍ଶ କମିଟି ସଦସ୍ୟ ଭାବେ ମନୋନୀତ କରାଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ କମିଟିରେ ବହିର୍ବ୍ୟାପାର…
ଭୁବନେଶ୍ୱର,୧୦ା୧(ବ୍ୟୁରୋ): ଶୀତର ପ୍ରକୋପ ନାହିଁ। ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରୀ ବୃଦ୍ଧି ହୋଇଛି। ଆକାଶ ମେଘାଚ୍ଛନ୍ନ ରହୁଥିବାରୁ ଶୀତ କମି ଯାଇଛି। ଆସନ୍ତା ୨୪ ଘଣ୍ଟା…
ଭୁବନେଶ୍ୱର,୧୦ା୧(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ) ଜାନୁୟାରୀ ୧୬ ତାରିଖ ପରଠାରୁ ବିଦ୍ୟୁତ୍ ବକେୟା ଦେଇ ନ ଥିବା ଉପଭୋକ୍ତାଙ୍କର ବିଦ୍ୟୁତ୍ ବିଚ୍ଛିନ୍ନ କରିବାକୁ ନିଷ୍ପତ୍ତି…
ଭୁବନେଶ୍ୱର,୧୦ା୧(ବ୍ୟୁରୋ): ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ଶୁକ୍ରବାର ରାତିରେ ଦେଖିବାକୁ ମିଳିବ। ଏହି ମହାଜାଗତିକ ଘଟଣା ଓଡିଶା ସମେତ ସମଗ୍ର ଭାରତ ଏବଂ ବିଶ୍ୱର ଅନେକ ରାଷ୍ଟ୍ରରେ ଦେଖାଯିବ।…
ଭୁବନେଶ୍ୱର,୯।୧(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ଲାଗି ଭାଜପା ପକ୍ଷରୁ ବିଭିନ୍ନ ସ୍ଥାନରେ ରାଲିର ଆୟୋଜନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ…
ଭୁବନେଶ୍ୱର,୯।୧(ବ୍ୟୁରୋ): ଏଣିକି ଖରାଛୁଟିରେ ସ୍କୁଲ ପିଲାମାନଙ୍କ ପାଇଁ ଏକ୍ସଟ୍ରା କ୍ଲାସ ହେବ। ପାଠପଢ଼ାରେ ଦୁର୍ବଳ ଥିବା ପିଲାମାନଙ୍କ କ୍ଲାସ ଶିକ୍ଷକ ନେବେ। ଗୁରୁବାର ଏଭଳି କିଛି ସୂଚନା…
ବାରଙ୍ଗ,୯।୧(ଡି.ଏନ୍.ଏ.): ଗୁରୁବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘୁଣୀ ସ୍ନେହା ୨ଟି ଛୁଆ ଜନ୍ମ ଦେଇଛି। ହାଇଦ୍ରାବାଦରୁ ଆସିଥିବା ଜଙ୍ଗଲି ମହାବଳବାଘ ସେଫ୍ ସହ ତା’ର ମିଳନ ଗତ…
ଭୁବନେଶ୍ୱର,୯।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ବୈଠକରେ ୩ଟି ବଡ଼ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ସମ୍ପୃକ୍ତ ୩ଟି ପ୍ରକଳ୍ପରେ ମୋଟ ୧୭,୮୩୩କୋଟି ଟଙ୍କା ପୁଞ୍ଜିନିବେଶ ହେବାକୁ ଥିବାବେଳେ…