ମେଟ୍ରୋ

ସରକାରୀ ହସ୍ପିଟାଲରୁ ଦଲାଲ ହଟାଇବାକୁ ସ୍ପେଶାଲ ଡ୍ରାଇଭ : ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଗିରଫ ହେଲେ ୩୫

ଭୁବନେଶ୍ୱର,୨୭ା୯(ବ୍ୟୁରୋ) :ସରକାରୀ ହସ୍ପିଟାଲକୁ ଆସୁଥିବା ରୋଗୀଙ୍କୁ ନାନା ଭାବେ ପ୍ରଭାବିତ ଓ ପ୍ରଲୋଭିତ କରି ଘରୋଇ ହସ୍ପିଟାଲକୁ ପଠାଯାଉଛି। ସେଠାରେ ନାନା ଭାବେ ରୋଗୀଙ୍କୁ ଶୋଷଣ କରାଯାଉଛି।…

6 years ago

ହୃଷୀକେଶ ମଲ୍ଲିକଙ୍କୁ ଡି.ଲିଟ୍‌

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାହିତ୍ୟରେ ଡି.ଲିଟ୍‌ ଉପାଧି ପାଇବାକୁ ଡ. ହୃଷୀକେଶ ମଲ୍ଲିକ ଯୋଗ୍ୟ ବିବେଚିତ ହୋଇଛନ୍ତି। ତୁଳନାତ୍ମକ ଭାରତୀୟ ସାହିତ୍ୟରେ ଉଚ୍ଚତର ଗବେଷଣା ପାଇଁ…

6 years ago

ଆଜି ଆସୁଛନ୍ତି ରାଷ୍ଟ୍ରପତି : ପୂର୍ବ ନିର୍ଦ୍ଧାରିତ ଗସ୍ତ କାର୍ଯ୍ୟସୂଚୀରେ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ଓଡ଼ିଶା ଆସୁଛନ୍ତି। ଦିଲ୍ଲୀରୁ ସ୍ବତନ୍ତ୍ର ବିମାନ ଯୋଗେ ଆସି କେତେକ କାର୍ଯ୍ୟକ୍ରମରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ତେବେ ପୂର୍ବ…

6 years ago

ଓଡ଼ିଶା ପର୍ଯ୍ୟଟନରେ ନୂଆ ସୁଯୋଗ ‘ଇକୋ-ଟୁରିଜମ୍‌’

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ପୁରୀ, କୋଣାର୍କ, ଭୁବନେଶ୍ୱରରୁ ବାହାରି ଓଡ଼ିଶାରେ ଥିବା ଉତ୍କୃଷ୍ଟ ପରିବେଶ, ଜଙ୍ଗଲ ଓ ପ୍ରାକୃତିକ ପର୍ଯ୍ୟଟନସ୍ଥଳୀ ମାଧ୍ୟମରେ କିଭଳି ଓଡ଼ିଶା ପର୍ଯ୍ୟଟନକୁ ଏକ ନୂଆ ପରିଚୟ…

6 years ago

ବିଶ୍ୱ ପର୍ଯ୍ୟଟନ ଦିବସ : ବିଦେଶରେ ବଢୁଛନ୍ତି ଭାରତୀୟ ପର୍ଯ୍ୟଟକ, ଦେଶ ହରାଉଛି ବର୍ଷକୁ ୯ ହଜାର କୋଟି

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଭାରତୀୟଙ୍କ ମଧ୍ୟରେ ଦିନକୁ ଦିନ ବିଦେଶ ବୁଲା ଆଗ୍ରହ ବଢ଼ିବାରେ ଲାଗିଛି। ବିଶେଷକରି ମଧ୍ୟବିତ୍ତ ଶ୍ରେଣୀର ଲୋକେ ସର୍ବାଧିକ ବିଦେଶ ଭ୍ରମଣରେ ଯାଉଛନ୍ତି। ଗୋଟିଏପଟେ…

6 years ago

ଅକ୍ଟୋବର ୩ ଯାଏ ଗ୍ରହଣ ହେବ ଆପତ୍ତି ଅଭିଯୋଗ

ଭୁବନେଶ୍ୱର,୨୬।୯(ବ୍ୟୁରୋ)- ଚଳିତ ଆର୍ଥିକ ବର୍ଷ(୨୦୧୯-୨୦)ରେ ଖରିଫ୍‌ ଧାନ ସଂଗ୍ରହ ପାଇଁ ଏକ ନିର୍ଭୁଲ ଚାଷୀମାନଙ୍କ ନାମ ପଞ୍ଜୀକରଣ ତାଲିକା ପ୍ରସ୍ତୁତ କରିବା ଉପରେ ସମବାୟ ରଣେନ୍ଦ୍ର ପ୍ରତାପ…

6 years ago

କ୍ୟାବିନେଟ୍‌ ନିଷ୍ପତ୍ତି : ନୀଳଗିରି ବ୍ଲକର ୯୦ ହଜାର ଲୋକଙ୍କୁ ପାନୀୟ ଜଳ ଯୋଗାଣ, ଯାଜପୁର ଜିଲା ଟମକା-ମଙ୍ଗଳପୁର ରାସ୍ତା ୪ ଲେନ୍‌, ବାଙ୍କୁଆଳଠାରେ ନିର୍ମାଣ ହେବ ଆଞ୍ଚଳିକ ଶିକ୍ଷା ଓ ତାଲିମ କେନ୍ଦ୍ର

ଭୁବନେଶ୍ୱର,୨୬।୯(ବ୍ୟୁରୋ)-ରାଜ୍ୟର ଗ୍ରାମାଞ୍ଚଳରେ ବାସ କରୁଥିବା ଲୋକଙ୍କୁ ରାଜ୍ୟ ସରକାର ବସୁଧା ଯୋଜନାରେ ପାନୀୟ ଜଳ ଯୋଗାଇ ଦେଉଛନ୍ତି। ଏହି କ୍ରମରେ ବାଲେଶ୍ୱର ଜିଲାର ନୀଳଗିରି ବ୍ଲକ ଅଧୀନରେ…

6 years ago

ଲିଙ୍ଗରାଜ ମନ୍ଦିରରେ ଫାଟ, ଗଳୁଛି ବର୍ଷା ପାଣି

ଭୁବନେଶ୍ୱର,୨୬।୯(ବ୍ୟୁରୋ)- ଲିଙ୍ଗରାଜ ଦଧିନଉତିରେ ସୃଷ୍ଟି ହୋଇଛି ଫାଟ। ମୁଖ୍ୟ ମନ୍ଦିରରେ ଫାଟ ହୋଇଥିବାରୁ ବର୍ଷା ପାଣି ଗଳୁଛି। ପାର୍ବତୀ ମନ୍ଦିର, ଜଗମୋହନ, ରୋଷଶାଳା ଓ ଭୋଗ ମଣ୍ଡପରେ…

6 years ago

ଖଣ୍ଡଗିରିରେ ହେବ ବସ୍‌ ଡିପୋ ନିର୍ମାଣ: ଖର୍ଚ୍ଚହେବ ୧୬୦.୬୬ କୋଟି, ୨୪ ମାସରେ ପ୍ରକଳ୍ପ ନିର୍ମାଣ ପାଇଁ ଦିନ ଧାର୍ଯ୍ୟ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ବରମୁଣ୍ଡା ବସ୍‌ଷ୍ଟାଣ୍ଡର ଆଧୁନିକୀକରଣ କରାଯିବ। ଏହାକୁ ଅତ୍ୟାଧୁନିକ ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲରେ ପରିଣତ କରାଯିବ। ଏଥିସହିତ ବରମୁଣ୍ଡାଠାରେ ଥିବା ରାଜ୍ୟ ସଡ଼କ ପରିବହନ ନିଗମର ବସ୍‌…

6 years ago

କ୍ୟାବିନେଟ୍‌ ନିଷ୍ପତ୍ତି: ୨୪ରୁ ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କୁ ମିଳିବ ଟଙ୍କା, ଧାନ କିଣା ଟାର୍ଗେଟ କମିଲା

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଧାନ ବିକୁଥିବା ଚାଷୀଙ୍କୁ ଏଣିକି ୨୪ରୁ ୪୮ ଘଣ୍ଟା ମଧ୍ୟରେ ସେମାନଙ୍କର ପ୍ରାପ୍ୟ ମିଳିବ। ପୂର୍ବରୁ ସେମାନଙ୍କୁ ୨୪ରୁ ୭୨ ଘଣ୍ଟା ମଧ୍ୟରେ ଧାନ ବିକା…

6 years ago