ମେଟ୍ରୋ

ଭୁବନେଶ୍ୱର-ବାରାଣସୀ ବିମାନ ସେବା ଫେବୃୟାରୀ ୨୯ରୁ

ଭୁବନେଶ୍ୱର,୩ା୧(ବ୍ୟୁରୋ): ଓଡ଼ିଶାବାସୀଙ୍କ ଲାଗି ଖୁସି ଖବର। ଫେବୃୟାରୀ ୨୯ରୁ ଆରମ୍ଭ ହେଉଛି ଭୁବନେଶ୍ୱର-ବାରାଣସୀ ବିମାନ ସେବା। ଘରୋଇ ବିମାନ ଚଳାଚଳ ସଂସ୍ଥା ଇଣ୍ଡିଗୋ ଏହି ସେବା ଯୋଗାଇବ…

7 years ago

ଶୀତ ପାଇଁ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର,୩ା୧(ବ୍ୟୁରୋ): ଶୀତ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ବିଭିନ୍ନ ସ୍ଥାନକୁ ସ୍ବତନ୍ତ୍ର ଟ୍ରେନ ବ୍ୟବସ୍ଥା କରାଯାଇଛି। ନିୟମିତ ଟ୍ରେନରେ ମାତ୍ରାଧିକ ଭିଡ଼ ଓ ପର୍ଯ୍ୟଟକଙ୍କୁ ସୁହାଇବା ଭଳି…

7 years ago

ଶ୍ରୀଲିଙ୍ଗରାଜ ମନ୍ଦିର ଉଚ୍ଛେଦ ପ୍ରସଙ୍ଗ: ଜବରଦଖଲରେ ପାର୍ଶ୍ୱ ଦେବଦେବୀ ପୀଠ

ପୁରୁଣା ଭୁବନେଶ୍ୱର,୩ା୧(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ ପାଇଁ ଉଚ୍ଛେଦକୁ ସବୁ ମହଲରୁ ସ୍ବାଗତ କରାଯାଉଛି। ହେଲେ ଶ୍ରୀଲିଙ୍ଗରାଜଙ୍କ ରୀତିନୀତି ସହ ଜଡ଼ିତ ଅନ୍ୟ ପାର୍ଶ୍ୱ ଦେବଦେବୀଙ୍କ…

7 years ago

ପ୍ରେମ ପାଇଁ ଜୀବନ ହାରିଲେ ଛାତ୍ରୀ

ଭୁବନେଶ୍ୱର,୩ା୧(ବ୍ୟୁରୋ): ପ୍ରେମ ପାଇଁ ଜୀବନ ହାରିଛନ୍ତି ଜଣେ ଇଞ୍ଜିନିୟରିଂ ଛାତ୍ରୀ। ହଷ୍ଟେଲ ଫ୍ୟାନ୍‌ରେ ଝୁଲି ଆତ୍ମହତ୍ୟା କରିଥିବା ଛାତ୍ରୀ ଜଣକ ହେଲେ ପଶ୍ଚିମବଙ୍ଗର ଝୁମ୍ପା ଦେବନାଥ (୨୭)।…

7 years ago

ଯାଁଳାରୁ ଗାଡ଼ଭାଲୁ ଉଦ୍ଧାର

ଯାଁଳା,୩ା୧(ଡି.ଏନ.ଏ.): ରାଜଧାନୀ ଉପକଣ୍ଠ ଜଟଣୀ ବ୍ଲକ ୧୬ ନଂ. ଜାତୀୟ ରାଚପଥ କଡ ଯାଁଳା ଗାଁର ଶ୍ରୀରାଧାମାଧବ କ୍ଲବ ଖେଳପଡିଆରୁ କ୍ଲବର ପିଲାମାନଙ୍କ ଦ୍ୱାରା ଏକ ଗାଡ…

7 years ago

ଆଶାନୁରୂପ ହେଉନି ଜିଏସ୍‌ଟି ଆଦାୟ

ଭୁବନେଶ୍ୱର,୩ା୧(ବ୍ୟୁରୋ): ରାଜ୍ୟରେ ଦ୍ରବ୍ୟ ଓ ସେବା ଟିକସ(ଜିଏସ୍‌ଟି) ଆଦାୟ ଆଶାନୁରୂପ ହେଉନାହିଁ। ୨୦୧୯ ଡିସେମ୍ବରରେ ଜିଏସ୍‌ଟି ଆଦାୟରେ ମାତ୍ର ୨ ପ୍ରତିଶତ ଅଭିବୃଦ୍ଧି ହୋଇଛି। ଏହି ମାସରେ…

7 years ago

ଓସ୍କାର ଦୌଡ଼ରେ ଆଉ ଜଣେ ଓଡ଼ିଆଙ୍କ ଚଳଚ୍ଚିତ୍ର: ବିଶ୍ୱ ଦରବାରରେ ଓଡ଼ିଶାକୁ ସଫଳତା

ଭୁବନେଶ୍ୱର,୩ା୧(ବ୍ୟୁରୋ): ନକଲ ତଥା କପି ପେଷ୍ଟ୍‌ର ଟ୍ରେଣ୍ଡ୍‌କୁ ନେଇ ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରି ବିଭିନ୍ନ ସମୟରେ ସମାଲୋଚିତ ହେଉଥିବାବେଳେ ମୌଳିକଧର୍ମୀ ଫିଲ୍ମ ଦେଖିବାକୁ ପାଉ ନ ଥିବାରୁ…

7 years ago

ଓଡ଼ିଶାରେ ଅଲ୍‌ ଇଣ୍ଡିଆ ଫରେଷ୍ଟ ସ୍ପୋଟର୍‌ସ

ଭୁବନେଶ୍ୱର,୩ା୧(ବ୍ୟୁରୋ): ଓଡ଼ିଶାରେ ଅଲ୍‌ ଇଣ୍ଡିଆ ଫରେଷ୍ଟ ସ୍ପୋଟର୍‌ସ-୨୦୨୦ ଆୟୋଜନ କରାଯିବ। ଏନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଗୁରୁବାର ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିବା…

7 years ago

ସ୍ମିତାରାଣୀ ମୃତ୍ୟୁ ଘଟଣାକୁ ନେଇ ବର୍ଷିଲା ଭାଜପା

ଭୁବନେଶ୍ୱର,୩ା୧(ବ୍ୟୁରୋ): ଯାଜପୁର ଜିଲା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ଅଢ଼େଇ ମାସ ବିତିଥିଲେ ମଧ୍ୟ ଏହି ଘଟଣାର ରହସ୍ୟ ପର୍ଦ୍ଦାଫାଶ ହୋଇନାହିଁ। ପୂର୍ବରୁ…

7 years ago

ରାଜ୍ୟବ୍ୟାପୀ ପକ୍ଷୀଗଣନା ଆରମ୍ଭ

ଭୁବନେଶ୍ୱର, ୩।୧(ବ୍ୟୁରୋ): ରାଜ୍ୟବ୍ୟାପୀ ପକ୍ଷୀଗଣନା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ରାଜ୍ୟର ବିଭିନ୍ନ ବନଖଣ୍ଡ ଏବଂ ଜଳାଶୟରେ ପକ୍ଷୀଗଣନା କରାଯାଉଛି। ଗଣନାରେ ୨୫ରୁ ଊର୍ଦ୍ଧ୍ୱ ଟିମ୍‌ ଏବଂ ହଜାରେରୁ…

7 years ago