ମେଟ୍ରୋ

କୂଅରୁ ମିଳିଲା ମିଠା ବ୍ୟବସାୟୀଙ୍କ ମୃତଦେହ

ଭୁବନେଶ୍ୱର,୫।୧(ବ୍ୟୁରୋ): ନୟାପଲ୍ଲୀ ଥାନା ବେହେରାସାହିସ୍ଥିତ କ୍ରିଷ୍ଣା ଟାଓ୍ବାର ନିକଟ ଏକ ପରିତ୍ୟକ୍ତ କୂଅରୁ ଜଣେ ମିଠା ବ୍ୟବସାୟୀଙ୍କ ମୃତଦେହକୁ ପୋଲିସ ଶନିବାର ଉଦ୍ଧାର କରିଛି। ମୃତ ଯୁବକ…

7 years ago

ଭୁଲ୍‌ ରକ୍ତ ପାଇଁ ମହିଳାଙ୍କ ମୃତ୍ୟୁ ଘଟଣା: ୩ ଲକ୍ଷ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୫।୧(ବ୍ୟୁରୋ): କେନ୍ଦୁଝର ସଦର ହସ୍ପିଟାଲରେ ଭୁଲ୍‌ ରକ୍ତ ନେବାଦ୍ୱାରା ସୁକାନ୍ତି ନାୟକ ନାମ୍ନୀ ମହିଳାଙ୍କର ୨୦୧୬ରେ ମୃତ୍ୟୁ ଘଟିଥିଲା। ଏହି ମାମଲାର ଶୁଣାଣି କରି ଶନିବାର ରାଜ୍ୟ…

7 years ago

ଆଜିଠୁ ଖୋଲିବ ରାଜଭବନ ଉଦ୍ୟାନ: ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ହେଲା ପ୍ରବେଶପତ୍ର

ଭୁବନେଶ୍ୱର,୫।୧(ବ୍ୟୁରୋ): ସର୍ବସାଧାରଣଙ୍କ ନିମନ୍ତେ ୫ ତାରିଖ ରବିବାରଠାରୁ ଖୋଲାଯିବ ରାଜଭବନ ଉଦ୍ୟାନ। ଲୋକଙ୍କୁ ସହଜ ଓ ସୁବିଧାରେ ପ୍ରବେଶପତ୍ର ମିଳିବା ଉଦ୍ଦେଶ୍ୟରେ ରାଜଭବନ ପକ୍ଷରୁ ମୋବାଇଲ୍‌ ଆପ୍‌…

7 years ago

ପୁରୀ-ବାରିପଦା ମଧ୍ୟରେ ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର,୫।୧(ବ୍ୟୁରୋ): ନିୟମିତ ଟ୍ରେନ୍‌ରେ ମାତ୍ରାଧିକ ଭିଡ଼ ଯୋଗୁ ପୁରୀଠାରୁ ବାରିପଦାର ଭଞ୍ଜପୁରକୁ ଏକ ସ୍ପେଶାଲ ସାପ୍ତାହିକ ଟ୍ରେନ୍‌ ଚାଲିବ। ପ୍ରତୀକ୍ଷା ତାଲିକା (ଓ୍ବେଟିଂ ଲିଷ୍ଟ)ରେ ରହୁଥିବା ଟିକେଟଧାରୀଙ୍କୁ…

7 years ago

କାଳିଆ ଯୋଜନା ଅର୍ଥ କାଟ୍‌କୁ ନବନିର୍ମାଣ କୃଷକ ସଂଗଠନର ବିରୋଧ: ଅକ୍ଷୟ କୁମାରଙ୍କୁ ଭେଟିଲେ ତଥାଗତ

ଭୁବନେଶ୍ୱର,୫।୧(ବ୍ୟୁରୋ): କାଳିଆ ଯୋଜନାରୁ ଅର୍ଥ କାଟକୁ ବିରୋଧ କରି ୨୦୧୯ ଡିସେମ୍ବର ୨୬ରୁ ନବନିର୍ମାଣ କୃଷକ ସଂଗଠନର ଆବାହକ ଅକ୍ଷୟ କୁମାର ସୁନ୍ଦରପଦାସ୍ଥିତ ବୀରବନ୍ଧ ରାଜ୍ୟ କାର୍ଯ୍ୟାଳୟରେ…

7 years ago

ଓଡ଼ିଶାରେ ଚାଲିଛି ୪୯,୯୮୪ କୋଟିର ରେଳ ପ୍ରକଳ୍ପ; ୧୦ ନୂଆ ଲାଇନ, ୨୫ ଦୋହରୀକରଣ

ଭୁବନେଶ୍ୱର, ୫।୧(ବ୍ୟୁରୋ)- ରେଳ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟରେ ୩୬ ପ୍ରକଳ୍ପ ଅଧୀନରେ ୪୫୬୭ କିଲୋମିଟର ରେଳପଥ କାର୍ଯ୍ୟ ଜାରି ରହିଛି। ଏହି ସମସ୍ତ ପ୍ରକଳ୍ପର ମୂଲ୍ୟ ୪୯,୯୮୪…

7 years ago

ମଣ୍ଡିରୁ ଉଠୁନି ଧାନ: ଚିଠି, ଟୁଇଟର ମାଧ୍ୟମରେ ମନ୍ତ୍ରୀଙ୍କ ଦୃଷ୍ଟିଆକର୍ଷଣ

ଭୁବନେଶ୍ୱର, ୫।୧(ବ୍ୟୁରୋ)- ସାରା ରାଜ୍ୟରେ ଧାନ ସଂଗ୍ରହ ଆରମ୍ଭ ହୋଇଛି। ହେଲେ କେତେକ ସ୍ଥାନରେ ମଣ୍ଡିରୁ ଧାନ ଉଠି ନ ଥିବା ଅଭିଯୋଗ ହୋଇଛି। ଏପରି କି…

7 years ago

ସାଉଥକୋ, ଓ୍ବେସ୍‌କୋ, ନେସ୍‌କୋ ପାଇଁ ନିଯୁକ୍ତ ହେଲେ ସ୍ଥାୟୀ ଅଧିକାରୀ

ଭୁବନେଶ୍ୱର, ୫।୧(ବ୍ୟୁରୋ)- ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ ପରିଚାଳନା ଦାୟିତ୍ୱ ରିଲାଏନ୍ସ ଏନର୍ଜି ହାତରୁ ଯିବା ପରେ ସାଉଥକୋ, ଓ୍ବେସ୍‌କୋ ଓ ନେସ୍‌କୋ ଗ୍ରୀଡ୍‌କୋ ଅଧୀନରେ ରହି ବିଦ୍ୟୁତ୍‌…

7 years ago

ବର୍ଷା ଛାଡ଼ିଲା, ବଢ଼ିବ ଥଣ୍ଡା; ୩ ଦିନ ପ୍ରବଳ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୫।୧(ବ୍ୟୁରୋ)-ଗତ ଦୁଇଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପି ଝିପି ବର୍ଷା ସାଙ୍ଗକୁ କୋହଲା ପାଗ ଥଣ୍ଡା ପରିବେଶ ସୃଷ୍ଟି କରିଛି । ବର୍ଷା ଛାଡିଯାଇଥିଲେ ମଧ୍ୟ…

7 years ago

ସହରାଞ୍ଚଳ ରାସ୍ତାକଡ଼ ଖାଦ୍ୟ ନିରାପତ୍ତାକୁ ଗୁରୁତ୍ୱ: ରାସ୍ତାକଡ଼, ଭେଣ୍ଡିଂ ଜୋନ ଖାଦ୍ୟ ବ୍ୟବସାୟୀଙ୍କୁ ତାଲିମ ଦିଆଯିବ

ଭୁବନେଶ୍ୱର,୫।୧(ବ୍ୟୁରୋ)-ରାସ୍ତାକଡ ଠେଲା ଗାଡିରେ କିମ୍ବା ଭେଣ୍ଡିଂ ଜୋନରେ ଖାଦ୍ୟ ସାମଗ୍ରୀ ବିକ୍ରି କରୁଥିବା ବ୍ୟବସାୟୀଙ୍କୁ ତାଲିମ ଦିଆଯିବ। ଖାଦ୍ୟ ପ୍ରସ୍ତୁତି, ପରିବେଶ ଓ ପରିଚ୍ଛନ୍ନତା ଆଦି ବିଷୟରେ…

7 years ago