ମେଟ୍ରୋ

ମୋଟର ଯାନ ଆଇନ ଉଲ୍ଲଂଘନ : ଜରିମାନା ଆଦାୟରେ ଆଗରେ ଓଡ଼ିଶା

ଭୁବନେଶ୍ୱର,୬।୯ (ବ୍ୟୁରୋ) : ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ସେପ୍ଟେମ୍ବର ୧ରୁ ସାରା ଦେଶରେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କଠାରୁ ବହୁଗୁଣା ଜରିମାନା ଆଦାୟ…

6 years ago

କନିଷ୍ଠ ପ୍ରଶାସନରେ ସାମାନ୍ୟ ଅଦଳବଦଳ

ଭୁବନେଶ୍ୱର,୬-୯(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ସାମାନ୍ୟ ଅଦଳବଦଳ କରିଛନ୍ତି। ଶିଳ୍ପ ବିଭାଗ ଅତିରିକ୍ତ ସଚିବ ମନୋଜ କୁମାର ପଟ୍ଟନାୟକଙ୍କୁ ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ୍‌ ସେଣ୍ଟର (ଓସିଏସି)ର…

6 years ago

ଘର ଦେବାରେ ଖିଲାପ କଲେ ବିଲ୍‌ଡରଙ୍କ ସମ୍ପତ୍ତି ବାଜ୍ୟାପ୍ତ ହେବ

ଭୁବନେଶ୍ୱର,୬-୯(ବ୍ୟୁରୋ):ଘର ଖଣ୍ଡେ ପାଇଁ ବ୍ୟକ୍ତି ନିଜର ସମସ୍ତ ଆୟକୁ ଲଗାଇ ଦେଇଥାଏ। ଟଙ୍କା ପଇଠ କରି ଯଦି ଘର ନ ମିଳିବ ତେବେ କଥା ସରିଲା। ରାଜ୍ୟ…

6 years ago

ବେଆଇନ ନିର୍ମାଣକୁ ମାଫ୍‌

ଭୁବନେଶ୍ୱର,୬-୯(ବ୍ୟୁରୋ):ବିନା ଅନୁମୋଦନରେ କିମ୍ବା ଅନୁମୋଦନ ସହ ନିୟମ ଉଲ୍ଲଂଘନ କରି ଘର ନିର୍ମାଣ କରିଥିବା ଲୋକମାନଙ୍କ ପାଇଁ ସର୍ବକ୍ଷମା ଯୋଜନା(ଆମେନିଷ୍ଟ ସ୍କିମ୍‌) ଜରିମାନା ରାଶିକୁ ରାଜ୍ୟ ସରକାର…

6 years ago

ଓଡ଼ିଶା ଅଭିମୁଖେ ଜଗା-କାଳିଆ

ଭୁବନେଶ୍ୱର, ୬-୯(ବ୍ୟୁରୋ): କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର ଦୁଇଜଣ ଡାକ୍ତର ଗୁରୁବାର ଦିଲ୍ଲୀରେ ପହଞ୍ଚି ଜଗା-କାଳିଆଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଅବଗତ ହୋଇଛନ୍ତି। ଡାକ୍ତର ଶିବଶଙ୍କର…

6 years ago

ସରକାରୀ ସ୍କୁଲ, ଅଙ୍ଗନଓ୍ବାଡି ଗୃହ ମରାମତି କରିବ ପଞ୍ଚାୟତ

ଭୁବନେଶ୍ୱର,୬-୯(ବ୍ୟୁରୋ):ଗ୍ରାମାଞ୍ଚଳରେ ଥିବା ସରକାରୀ ପ୍ରାଥମିକ, ଉଚ୍ଚ ପ୍ରାଥମିକ ସ୍କୁଲ ଏବଂ ଅଙ୍ଗନଓ୍ବାଡି ଗୃହ ମରାମତି ଓ ରକ୍ଷଣାବେକ୍ଷଣ କରିବ ଗ୍ରାମପଞ୍ଚାୟତ। ଏ ନେଇ ଏକ ନିର୍ଦ୍ଦେଶନାମା ପ୍ରତ୍ୟେକ…

6 years ago

ଜେଟ୍‌ଲୀଙ୍କ ଶ୍ରଦ୍ଧାଞ୍ଜଳି ସଭା:ଦକ୍ଷତା କଥା ବଖାଣିଲେ ନେତୃବୃନ୍ଦ

ଭୁବନେଶ୍ୱର,୬-୯(ବ୍ୟୁରୋ):ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭାଜପା ବରିଷ୍ଠ ନେତା ଅରୁଣ ଜେଟ୍‌ଲୀଙ୍କ ସ୍ମରଣରେ ଗୁରୁବାର ସ୍ଥାନୀୟ ଏକ ଘରୋଇ ହୋଟେଲରେ ସାର୍ବଜନୀନ ଏବଂ ସର୍ବଦଳୀୟ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ…

6 years ago

୧୦ ଜିଲାକୁ ବୁଡ଼ାଇବ ବର୍ଷା

ଭୁବନେଶ୍ୱର,୬-୯(ବ୍ୟୁରୋ):ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହୁଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୪ଟି ଜିଲା ଗଞ୍ଜାମ, କଳାହାଣ୍ଡି,…

6 years ago

ଚୁକ୍ତିଭିତ୍ତିକ ଡାକ୍ତରଙ୍କ ଅବସର ବୟସସୀମା ୭୦କୁ ବୃଦ୍ଧି

ଭୁବନେଶ୍ୱର,୬-୯(ବ୍ୟୁରୋ):ରାଜ୍ୟ ସରକାର ଚୁକ୍ତିଭିତ୍ତିକ ଡାକ୍ତରମାନଙ୍କ ଅବସର ବୟସସୀମା ବୃଦ୍ଧି କରିଛନ୍ତି। ଏଣିକି ନୂଆ ନିଷ୍ପତ୍ତି ଅନୁଯାୟୀ ଚୁକ୍ତିଭିତ୍ତିକ ଡାକ୍ତରମାନେ ୬୮ ବର୍ଷ ବୟସ ପରିବର୍ତ୍ତେ ୭୦ ବର୍ଷରେ…

6 years ago

ପୁରୀ ବିଶ୍ୱ ଐତିହ୍ୟ ନଗରୀ ପ୍ରକଳ୍ପ:୩ ନୂଆ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୬-୯(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକସେବା ଭବନରେ ‘ପୁରୀ ବିଶ୍ୱ ଐତିହ୍ୟ ନଗରୀ ପ୍ରକଳ୍ପ’ ସମ୍ପର୍କିତ ଏକ ସମୀକ୍ଷା ବୈଠକ ଗୁରୁବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ…

6 years ago