ମେଟ୍ରୋ

ଖୁବ୍‌ଶୀଘ୍ର ଜାମୁଝରୀରେ ଉଦ୍‌ଘାଟନ ହେବ ମହାତ୍ମା ଗାନ୍ଧୀ ଟ୍ରେନିଂ ଏକାଡେମୀ: ଜେଲର, ଓ୍ବାର୍ଡନ ଅତ୍ୟାଧୁନିକ ପ୍ରଣାଳୀରେ ନେବେ ପ୍ରଶିକ୍ଷଣ

ଭୁବନେଶ୍ୱର,୬।୧୧(ବ୍ୟୁରୋ):ରାଜ୍ୟର ୯୦ ଜେଲରେ ରହୁଥିବା ଜେଲର ଓ ଅନ୍ୟ କର୍ମଚାରୀଙ୍କୁ ପ୍ରଶିକ୍ଷଣ ଦେବାକୁ ବ୍ରହ୍ମପୁରରେ ଗୋଟିଏମାତ୍ର ଟ୍ରେନିଂ ଇଷ୍ଟିଚ୍ୟୁଟ୍‌ ରହିଛି। ପୁରୁଣା ଢାଞ୍ଚା ଓ ଦୂର ସ୍ଥାନ…

7 years ago

ଲଘୁଚାପ ଗଭୀର ଅବପାତରେ ପରିଣତ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେବ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ୟଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଝଡ଼ର ରୂପ ନେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ…

7 years ago

ବିଜେଡିରେ ଯୋଗଦେଲେ ଭି. ରବିନାରାୟଣ ରାଜୁ

ଭୁବନେଶ୍ୱର,୬ା୧୧(ବ୍ୟୁରୋ):ଦିଗପହଣ୍ଡି ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ୨ଥର ଅଧ୍ୟକ୍ଷ ହୋଇଥିବା କଂଗ୍ରେସର ଭି. ରବିନାରାୟଣ ରାଜୁ ଏବଂ ତାଙ୍କ ଶତାଧିକ ସମର୍ଥକ ମଙ୍ଗଳବାର ବିଜେଡିରେ ଯୋଗଦେଇଛନ୍ତି। ବିଜେଡି…

7 years ago

ଘରଭଙ୍ଗା ସହାୟତାରେ ଅନିୟମିତତା ପ୍ରସଙ୍ଗ:ଆଜି ୬ ବିଧାୟକଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ଭୁବନେଶ୍ୱର,୬ା୧୧(ବ୍ୟୁରୋ):ବାତ୍ୟା ଫନୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏଥିଯୋଗୁ ଯେଉଁମାନଙ୍କ ଘର ନଷ୍ଟ ହୋଇଛି ସେମାନଙ୍କୁ ସରକାର ୩ ପ୍ରକାର ବ୍ୟବସ୍ଥାରେ ସହାୟତା…

7 years ago

୭ ସହର ଅତି ପ୍ରଦୂଷିତ

ଭୁବନେଶ୍ୱର,୬ା୧୧(ବ୍ୟୁରୋ):ଅତି ପ୍ରଦୂଷିତ ସହର ତାଲିକାରେ ସାମିଲ ହୋଇଛି ରାଜ୍ୟର ୭ଟି ସହର ଭୁବନେଶ୍ୱର, ଅନୁଗୋଳ, ବାଲେଶ୍ୱର, କଟକ, ତାଳଚେର, ରାଉରକେଲା ଓ କଳିଙ୍ଗନଗର। ପ୍ରଦୂଷଣ ଯୋଗୁ ଅନେକ…

7 years ago

‘ପାଟଣାଗଡ଼’ ରିଲିଜ୍‌କୁ ସବୁଜ ସଂକେତ:ସ୍ଥଗିତାଦେଶ ପାଇଁ ମନାକଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର, ୬ା୧୧(ବ୍ୟୁରୋ):ବହୁଚର୍ଚ୍ଚିତ ଫିଲ୍ମ ‘ପାଟଣାଗଡ଼’ର ରିଲିଜ୍‌ ନେଇ ହାଇକୋର୍ଟଙ୍କ ପରେ ଏବେ ସୁପ୍ରିମକୋର୍ଟରୁ ମଧ୍ୟ ସବୁଜ ସଂକେତ ମିଳିଛି। ଫିଲ୍ମ ରିଲିଜ୍‌ ଉପରେ ସ୍ଥଗିତାଦେଶ ଜାରି କରିବାକୁ…

7 years ago

ବିଧାନସଭାରେ ଘେରିବାକୁ ବିରୋଧୀଙ୍କ ଧମକ

ଭୁବନେଶ୍ୱର,୬-୧୧(ବ୍ୟୁରୋ):ଯାଜପୁର ଜିଲା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ସ୍ମୀତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ଭାଜପା ଏହି ପ୍ରସଙ୍ଗକୁ ଆୟୁଧ କରି…

7 years ago

‘ଅନ୍ଧ ପରମ୍ପରା ଉଚ୍ଛେଦ ହେବ’:ଶ୍ରୀମନ୍ଦିର ରୀତିନୀତିରେ ଶଙ୍କରାଚାର୍ଯ୍ୟ ସାଜିବେ ମାର୍ଗଦର୍ଶକ

ପୁରୀ ଅଫିସ, ୬-୧୧:ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମ୍‌କୋର୍ଟ ସୋମବାର ମଧ୍ୟବର୍ତ୍ତିକାଳୀନ ରାୟ ଦେଇଛନ୍ତି। ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ, ଶ୍ରଦ୍ଧାଳୁଙ୍କ ରହଣି, ମହାପ୍ରଭୁଙ୍କ ସେବାପୂଜା, ଶ୍ରୀମନ୍ଦିର ପରିଚାଳନା ବ୍ୟବସ୍ଥା,…

7 years ago

ପିଆଜ, ପନିପରିବା ଦର ଆକାଶଛୁଆଁ

ଭୁବନେଶ୍ୱର,୬-୧୧(ବ୍ୟୁରୋ):ଆକାଶ ଛୁଆଁ ପିଆଜ ଦର ଖାଉଟିଙ୍କୁ କନ୍ଦାଇଲାଣି। ଗୋଦାମରେ ହୋଲସେଲ ଦର ୬୦ ଟଙ୍କା ହୋଇଥିବା ବେଳେ ଖୁଚୁରା ବଜାରରେ ୬୫କୁ ଟପିଲାଣି। ଏହି ଦର ଆହୁରି…

7 years ago

ସାଧାରଣ ସେବା କେନ୍ଦ୍ରରେ ମିଳିବ ଡିଏଲ୍‌ ଆବେଦନ ସୁବିଧା

ଭୁବନେଶ୍ୱର, ୬-୧୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି ମନ୍ତ୍ରର ସଫଳ ପ୍ରୟୋଗ ବାଣିଜ୍ୟ ଓ ପରିବହନ ବିଭାଗରେ କରାଯାଉଛି। ଏ ସମ୍ପର୍କିତ ଏକ ସମୀକ୍ଷା ବୈଠକ ମୁଖ୍ୟ ଶାସନ…

7 years ago