ବରଗଡ଼ ଅଫିସ/ପଦ୍ମପୁର/ଭୁବନେଶ୍ୱର(ବ୍ୟୁରୋ)୨୫-୧୦:ବରଗଡ଼ ଜିଲା ବିଜେପୁର ଉପନିର୍ବାଚନର ଭୋଟଗଣତି ଗୁରୁବାର ସରିବା ପରେ ଫଳାଫଳ ଘୋଷିତ ହୋଇଛି। ଏଥିରେ ବିଜେଡି ପ୍ରାର୍ଥୀ ରୀତା ସାହୁ ବିଜୟୀ ହେବା ସହିତ…
ଭୁବନେଶ୍ୱର, ୨୫-୧୦(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ଗୁରୁବାର ଭୁବନେଶ୍ୱର ସମେତ କଟକ, ବାଲେଶ୍ୱର, ପୁରୀ, ଗଞ୍ଜାମ, ବାରିପଦା…
କଟକ ଅଫିସ, ୨୪ା୧୦- ପୋଲିସ ଡିଜି ବିଜୟ କୁମାର ଶର୍ମାଙ୍କ ଅଧ୍ୟକ୍ଷତାରେ ରାଜ୍ୟ ପୋଲିସ ଏଷ୍ଟାବ୍ଲିସ୍ମେଣ୍ଟ ବୋର୍ଡ ପକ୍ଷରୁ ଓପିଏସ୍ସ୍ତରରେ ୧୦ ଜଣ ବରିଷ୍ଠ ପୋଲିସ ଅଧିକାରୀଙ୍କୁ…
ଭୁବନେଶ୍ୱର,୨୪ା୧୦(ବ୍ୟୁରୋ)- ଚଳିତ ଖରିଫ୍ ବିପଣନ ଋତୁ ୨୦୧୯-୨୦ ବର୍ଷରେ ଧାନ ସଂଗ୍ରହ କାର୍ଯ୍ୟକୁ ଅନ୍ଲାଇନ୍ ମାଧ୍ୟମରେ ସ୍ବଚ୍ଛ ଏବଂ ଅଧିକ ଫଳପ୍ରଦ କରାଯିବା ପାଇଁ ପଦକ୍ଷେପ ନିଆଯାଇଛି।…
ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୧୩ରୁ ଚଳିତ ବର୍ଷ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ । ଏହା ଡିସେମ୍ବର ୧୯ ଯାଏ ଚାଲିବ। ଚଳିତ…
ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାରରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ବିଶ୍ୱବିଦ୍ୟାଳୟର ସିଣ୍ଡିକେଟ୍ ହଲ୍ରେ ଏହି ନିଆଁ ଲାଗିଛି। ସିଣ୍ଡିକେଟ୍ ବୈଠକ ପରେ ନିଆଁ ଲାଗିଥିବା…
ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜଧାନୀରେ ବୁଲା କୁକୁରଙ୍କୁ ଖାଇବାକୁ ଦେଇ ଚର୍ଚ୍ଚାକୁ ଆସିଛନ୍ତି କମଳଲୋଚନ ବଳିୟାରସିଂ। ଭାରତର ପୂର୍ବତନ କ୍ରିକେଟର ଭିଭିଏସ୍ ଲକ୍ଷ୍ମଣ ଗୁରୁବାର କମଳଙ୍କୁ ନେଇ ଏକ ଟୁଇଟ୍…
ଭୁବନେଶ୍ୱର,୨୪।୧(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ରାଜଧାନୀ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ୍, ପଟିଆ,…
ଭୁବନେଶ୍ୱର,୨୪।୧୦(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା…
ଭୁବନେଶ୍ୱର,୨୪।୧(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦୁଇଦିନ ଧରି ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଲାଗି ରହିଛି। ପକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ବର୍ଷା ହେଉଥିବା…