ମେଟ୍ରୋ

ମିସ୍‌ ଇଣ୍ଡିଆ’ ଇଣ୍ଟରନ୍ୟାଶନାଲ ପ୍ରତିଯୋଗିତା: ଫାଇନାଲରେ ଓଡ଼ିଆ ଝିଅ ପ୍ରତୀକ୍ଷା

ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ): ‘ମିସ୍‌ ଇଣ୍ଡିଆ’ ଇଣ୍ଟରନ୍ୟାଶନାଲ ପ୍ରତିଯୋଗିତା ଗ୍ରାଣ୍ଡ୍‌ ଫିନାଲେରେ ରହିଛନ୍ତି ଓଡ଼ିଆ ଝିଅ। ଇଣ୍ଡୋନେସିଆର ଜାକର୍ତ୍ତାଠାରେ ହେଉଥିବା ଏହି ପ୍ରତିଯୋଗିତାର ଫାଇନାଲିଷ୍ଟ ହୋଇପାରିଛନ୍ତି ପ୍ରତୀକ୍ଷା ମିଶ୍ର।…

7 years ago

ଆଜି କାର୍ତ୍ତିକ ପୂର୍ଣ୍ଣିମା

ପୁରୀ ଅଫିସ, ୧୨ା୧୧: ମଙ୍ଗଳବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀ ଓ ମହୋଦଧିରେ ଲକ୍ଷାଧିକ ଶ୍ରଦ୍ଧାଳୁ ସ୍ନାନ ଓ ବୋଇତ ବନ୍ଦାଣ କରିବା…

7 years ago

ପୁଅ ଅଙ୍ଗ ଦାନକରି ଉଦାହରଣ ପାଲଟିଲେ ମାତାପିତା: ମୁଖ୍ୟମନ୍ତ୍ରୀ ଘୋଷଣା କଲେ ୫ ଲକ୍ଷ

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ମାତାପିତାଙ୍କ ପାଇଁ ସେମାନଙ୍କ ପିଲା ସବୁକିଛି। ଜୀବନର ସମସ୍ତ ଦୁଃଖକଷ୍ଟ ସହି ନିଜ ସନ୍ତାନସନ୍ତତିଙ୍କୁ ବଢ଼ାଇବା ସହ ସେମାନଙ୍କ ପାଇଁ ଏକ ଉଜ୍ଜ୍ୱଳ ଭବିଷ୍ୟତର ସ୍ବପ୍ନ…

7 years ago

ଓଡ଼ିଶାକୁ ଆଇଏମ୍‌ଏଫ୍‌ ଟିମ୍‌ର ପ୍ରଶଂସା: ‘ରାଜ୍ୟର ଆର୍ଥିକ ସଂସ୍କାର ବିକାଶମୂଳକ’

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଓଡ଼ିଶାର ଆର୍ଥିକ ସଂସ୍କାର ଦିଗ ଠିକ୍‌ ଏବଂ ବିକାଶମୂଳକ ବୋଲି ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(ଆଇଏମ୍‌ଏଫ୍‌) ଟିମ୍‌ ମତ ରଖିଛନ୍ତି। ସୋମବାର ରାଜ୍ୟ ଲୋକସେବା ଭବନଠାରେ ମୁଖ୍ୟ…

7 years ago

ଆକାଶମାର୍ଗରୁ ବୁଲ୍‌ବୁଲ୍‌ ପ୍ରଭାବିତ ଅଞ୍ଚଳ ଦେଖିଲେ ମୁଖ୍ୟମନ୍ତ୍ରୀ: କ୍ଷତିପୂରଣ ପ୍ୟାକେଜ୍‌ ଘୋଷିତ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ବାତ୍ୟା ‘ବୁଲ୍‌ବୁଲ’ ପ୍ରଭାବରେ ଉପକୂଳ ଓଡ଼ିଶାର ୬ ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଘରଦ୍ୱାର ଭାଙ୍ଗିବା ସହ ଲକ୍ଷ ଲକ୍ଷ ହେକ୍ଟର ଜମିରେ ଫସଲ ଉଜୁଡ଼ି…

7 years ago

ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିଦର୍ଶନ କଲେ ମନ୍ତ୍ରୀ

ସାକ୍ଷୀଗୋପାଳ,୧୧।୧୧(ଡି.ଏନ.ଏ): ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ସୋମବାର ସତ୍ୟବାଦୀ ବ୍ଲକ ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରିଛନ୍ତି। ମହିଳା ଓ ଶିଶୁ କଲ୍ୟାଣ ବିଭାଗର…

7 years ago

ଖୁବ୍‌ଶୀଘ୍ର ବିଏମ୍‌ସି ବାଣ୍ଟିବ ସ୍ମାର୍ଟ କିଓସ୍କୋ

ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ) ସ୍ମାର୍ଟସିଟି ଲିମିଟେଡ୍‌ ପକ୍ଷରୁ ରାଜମହଲରୁ ମାଷ୍ଟରକ୍ୟାଣ୍ଟିନ ଯାଏ ନିର୍ମାଣ ହୋଇଥିବା ସ୍ମାର୍ଟ ଭେଣ୍ଡିଂ ଜୋନ୍‌ ବିଏମ୍‌ସିକୁ ହସ୍ତାନ୍ତର ହୋଇସାରିଛି। ସେଥିରେ ଥିବା ୧୫୦ଟି ସ୍ମାର୍ଟ…

7 years ago

କଲେଜ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ :ଜେଲ ଗଲେ ଅଭିଯୁକ୍ତ ବଙ୍ଗୀୟ ରଙ୍ଗ ମିସ୍ତ୍ରି

ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ): କ୍ୟାପିଟାଲ ଥାନା ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ କରିଥିବା ଅଭିଯୁକ୍ତ ରଙ୍ଗ ମିସ୍ତ୍ରିଙ୍କୁ ପୋଲିସ ଗିରଫ କର ସୋମବାର କୋର୍ଟଚାଲାଣ କରିଛି।…

7 years ago

ଧାନ ଫସଲ ଅନୁଧ୍ୟାନ କଲେ କୃଷି ବୈଜ୍ଞାନିକ, ଅଧିକାରୀ

ନିମାପଡ଼ା,୧୨ା୧୧(ଡି.ଏନ୍‌.ଏ) ପୁରୀ କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଓ ଜିଲା କୃଷି ବିଭାଗର ଅଧିକାରୀମାନେ ସୋମବାର ନିମାପଡ଼ାର ରେଞ୍ଚ ଶାସନ, ହରିପୁର, ଭୋଗଶାଳଦା, ନୁଆରକିରି ଆଦି ଅଞ୍ଚଳରେ…

7 years ago

ଗ୍ୟାସ ଟାଙ୍କି ଫାଟି ଅଗ୍ନିକାଣ୍ଡ, ଜଳିଗଲା ଘର

ବାଲିପାଟଣା,୧୨ା୧୧(ଡି.ଏନ୍‌.ଏ) ବାଲିପାଟଣା ବ୍ଲକ ଅନ୍ତର୍ଗତ ନରଦା ବସ୍ତିରେ ରବିବାର ଗ୍ୟାସ ଟାଙ୍କିରେ ନିଅଁା ଲାଗି ଫାଟିଯିବାରୁ ମିର୍‌ ତୟୋବ ଅଲ୍ଲୀଙ୍କ ଘର ଜଳିଯାଇଛି। ଏଥିରେ କେହି ଆହତ…

7 years ago