ମେଟ୍ରୋ

ଓଡ଼ିଶାରେ ଉପରାଷ୍ଟ୍ରପତି: ବିଶ୍ୱ କବି ମହାକୁମ୍ଭରେ ଯୋଗଦେଲେ

ଭୁବନେଶ୍ୱର,୬।୧୦(ବ୍ୟୁରୋ): ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଦିନିକିଆ ଗସ୍ତରେ ଆସିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ…

6 years ago

ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ: ବିରୋଧୀ କହିଲେ ଲୋକଦେଖାଣିଆ

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ରାଜ୍ୟ ସରକାର ଦୁର୍ନୀତି ଅଭିଯୋଗରେ ଶୁକ୍ରବାର ୪ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇ ଜଣଙ୍କୁ ବରଖାସ୍ତ କରିଥିଲେ। ନିକଟରେ ସରକାର ଅନେକ ଅଧିକାରୀଙ୍କ…

6 years ago

ପାଣିପାଗ କେନ୍ଦ୍ରର ପୂର୍ବାନୁମାନ: ଦଶହରାକୁ ଫିକା କରିପାରେ ବର୍ଷା

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଦଶହରାକୁ ଫିକା କରିପାରେ ବର୍ଷା। ଦଶହରା ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ…

6 years ago

ବେପରୁଆ ତଦନ୍ତ: କୋର୍ଟରେ କ୍ଷମା ମାଗିଲା ପୋଲିସ, ହତ୍ୟା ମାମଲାରେ ନାବାଳକଙ୍କୁ ସାବାଳକ ଦର୍ଶାଇଥିଲା

ଭୁବନେଶ୍ୱର,୬।୧୦(ବ୍ୟୁରୋ): ପୋଲିସ ଠିକ୍‌ ଭାବେ ତଦନ୍ତ କରୁନି। ଫଳରେ ଦୋଷୀ ଖସି ଯାଉଥିବାବେଳେ ନିର୍ଦ୍ଦୋଷ ଜେଲ୍‌ ଯାଉଛି। ବିନା ତଦନ୍ତରେ ମଧ୍ୟ ମନଇଚ୍ଛା ଦଫା ଲଗାଉଥିବାରୁ ନ୍ୟାୟିକ…

6 years ago

ଆଜି ମହାଷ୍ଟମୀ ପୂଜା: ପୂଜାମଣ୍ଡପରେ ସ୍ବତନ୍ତ୍ର ଆୟୋଜନ

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଆଜି ମହାଷ୍ଟମୀ। ଏଥିପାଇଁ ପୂଜାମଣ୍ଡପଗୁଡ଼ିକରେ ସ୍ବତନ୍ତ୍ର ଆୟୋଜନ କରାଯାଇଛି। ସେହିଭଳି ପୂଜା ବୁଲା ପାଇଁ ଛୋଟଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତେ ଉତ୍କଣ୍ଠାର ସହ ଯୋଜନା…

6 years ago

ଜମିଲାଣି ମେଲୋଡ଼ି: ଆକର୍ଷଣ ସାଜୁଛି ଦାଣ୍ଡିଆ

ଭୁବନେଶ୍ୱର, ୬।୧୦ (ବ୍ୟୁରୋ): ଦୁର୍ଗାପୂଜା ପାଇଁ ରାଜଧାନୀ ସମେତ ରାଜ୍ୟର ସହରଠୁ ଗଁା ହୋଇଉଠିଛି ଉତ୍ସବମୁଖର। ସନ୍ଧ୍ୟାର ଆକର୍ଷଣ ସାଜୁଛି ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ନବରାତ୍ରର ଦାଣ୍ଡିଆ…

6 years ago

‘ଦେଶବ୍ୟାପୀ ଲାଗୁ ହେବ ଏକ ଟୋଲଦେୟ ବ୍ୟବସ୍ଥା’

ଭୁବନେଶ୍ୱର,୫।୧୦(ବ୍ୟୁରୋ)-ଦେଶର ଜାତୀୟ ରାଜପଥରେ ଯାଉଥିବା ଯାନବାହନ ଏଣିକି ଏକ ପ୍ରକାରର ଟୋଲ ଦେବେ। ଏ ନେଇ ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପଦକ୍ଷେପ ଆରମ୍ଭ କରିଛନ୍ତିି।…

6 years ago

ଏଣିକି ରାତି ୧୨ଟା ଯାଏ ବାଜିପାରିବ ମେଲୋଡ଼ି: ପୋଲିସ କମିଶନର

ଭୁବନେଶ୍ୱର, ୫।୧୦(ବ୍ୟୁରୋ): ଆରମ୍ଭ ହୋଇଛି ପାର୍ବଣର ମାହୋଲ। ଦଶହରା ପାଇଁ ଟ୍ବିନ୍‌ ସିଟି ଉତ୍ସବମୁଖର। ପୂଜା ଭିତରେ ଟ୍ବିନ୍‌ ସିଟିର ବିଭିନ୍ନ ସ୍ଥାନରେ ସାଂସ୍କୃତିକ କାର୍ଯ୍ୟକ୍ରମ ହେବାର…

6 years ago

ଆଧାର ନ ଥିଲେ କୃଷି ଋଣ ନାହିଁ

ଭୁବନେଶ୍ୱର, ୫ା୧୦ (ବ୍ୟୁରୋ): ଧାନ ବିକ୍ରି କରିବାକୁ ଆଧାର କାର୍ଡ ବାଧ୍ୟତାମୂଳକ କରାଯାଇଥିବା ବେଳେ ଖରିଫ ଋଣ ପାଇବା ପାଇଁ ଆଧାରକୁ ବାଧ୍ୟତାମୂଳକ କରାଯାଇଛି। ଯେଉଁ ଚାଷୀମାନେ…

6 years ago

‘ଏସ୍‌ଏଚ୍‌ଜିଙ୍କୁ ଅଧିକ ଋଣ ଦିଅନ୍ତୁ ବ୍ୟାଙ୍କ’

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ସ୍ବଂୟ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ଗୁଡିକ ବ୍ୟାଙ୍କରୁ ନେଉଥିବା ଋଣକୁ ଠିକ୍‌ ଭାବେ ପୈଠ କରୁଥିବା ବେଳେ ସେମାନଙ୍କ ଉପରେ ଅନାଦାୟ ଋଣ (ଏନ୍‌ପିଏ) ରହୁନାହିଁ। ବ୍ୟାଙ୍କଗୁଡ଼ିକ…

6 years ago