ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ସାଇ ଇଣ୍ଟରନ୍ୟାଶନାଲ ସ୍କୁଲର ଛାତ୍ରୀଛାତ୍ରମାନେ ଅନାଥ ଆଶ୍ରମ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ପାଳନ କରିଛନ୍ତି। ବୁଧବାର ଡୁମ୍ଡୁମାସ୍ଥିତ ଆଶ୍ରୟ ଅନାଥାଶ୍ରମ ଯାଇ…
ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଓଡ଼ିଶାରେ ପ୍ରଥମଥର ପାଇଁ ‘ଟ୍ରାନ୍ସଜୁଗୁଲାର ଇଣ୍ଟ୍ରାହେପାଟିକ୍ ପୋର୍ଟୋସିଷ୍ଟମିକ୍ ସଣ୍ଟ(ଟିଆଇପିଏସ୍)’ର ବ୍ୟବହାର କରି ଜଣେ ୪୬ ବର୍ଷୀୟ ରୋଗୀଙ୍କ କ୍ରୋନିକ୍ ସିିରୋସିକ୍ ଲିଭର୍ର ସଫଳ ଚିକିସତ୍ା…
ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଉଦ୍ଘାଟନ ଅପେକ୍ଷାରେ ଥିବା ଉତ୍କଳ କଳିକା ମଲ୍କୁ ଲାଗିଛି ଝଟ୍କା। ପାର୍କିଂ ସହ ଅନ୍ୟ କେତେକ ବ୍ୟବସ୍ଥା ନ ଥିବାରୁ ମଲ୍ ସଂକ୍ରାନ୍ତରେ ଟ୍ରାଫିକ…
ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଓଡ଼ିଶା ପର୍ଯ୍ୟଟନ ସମ୍ପଦରେ ଭରପୂର। ଏଗୁଡ଼ିକର ଯଥାର୍ଥ ପ୍ରଦର୍ଶନ ଓ ବିପଣନ ଗୁରୁତ୍ୱପୂର୍ଣ୍ଣ ଅଟେ । ଏ ଦିଗରେ ଦେଶ ଓ ବିଦେଶର ଟୁର୍…
ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ସୋସାଇଟି ଫର୍ ଆକ୍ନଲେଜ୍ମେଣ୍ଟ୍ ଇନ୍ ୱାର୍କ ଏକ୍ସିଲେନ୍ସ (ଏସ୍ଏଡବ୍ଲ୍ୟୁଇ) ପକ୍ଷରୁ ଓଡ଼ିିଆ ଚଳଚ୍ଚିତ୍ର ନିର୍ମାତାଙ୍କୁ ସମ୍ମାନିତ କରାଯାଇଛି। ନିକଟରେ ଦୁବାଇରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ…
ଭୁବନେଶ୍ୱର, ୧୭।୧୦(ବ୍ୟୁରେ।): ଭାରତୀୟ ରେଳପଥ ପକ୍ଷରୁ ଆରମ୍ଭ ହେଲା ଚଳଚ୍ଚିତ୍ର ପ୍ରୋତ୍ସାହନ କାର୍ଯ୍ୟକ୍ରମ। ଆସନ୍ତା ୨୫ ଡିସେମ୍ବରରେ ଆସିବାକୁ ଥିବା ବଲିଉଡ଼ ଚଳଚ୍ଚିତ୍ର ‘ହାଉସଫୁଲ-୪’ର ପ୍ରମୋଶନ ପାଇଁ…
ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ଜିବିଆର୍ ଦୋରାଙ୍କ ଗତ ୧୨ ତାରିଖରେ ନିଧନ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ…
ପୁରୁଣା ଭୁବନେଶ୍ୱର/ ଭୁବନେଶ୍ୱର ୧୭।୧୦(ବ୍ୟୁରୋ): ରାଜ୍ୟର ଅନ୍ୟତମ ଐତିହ୍ୟ ତଥା ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର ପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ହେବ। ଏଥିପାଇଁ ମଙ୍ଗଳବାରଠାରୁ ଦୁଇଦିନିଆ…
ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ରେଷ୍ଟୁରାଣ୍ଟରେ ଓ୍ବେଟର୍ଙ୍କ ସ୍ଥାନରେ ରୋବୋ। ଓଡ଼ିଆରେ କଥା ହେବାସହ ରେଷ୍ଟୁରାଣ୍ଟ ମଧ୍ୟକୁ ସ୍ବାଗତ କରୁଛି। ଅର୍ଡର ନେବା ସହ ଖାଦ୍ୟ ମଧ୍ୟ ପରଷୁଛି। ଗ୍ରାହକଙ୍କ ଭଲମନ୍ଦ…
ମଙ୍ଗଳବାର ପରୀକ୍ଷା ସରିବା ପରେ ଉତ୍ତରପ୍ରଦେଶର କେତେଜଣ ଯୁବକ ଆଇଜି ପାର୍କରେ ପଶି ନାନା ବିଶୃଙ୍ଖଳା ସୃଷ୍ଟି କରିଥିଲେ। ସେମାନେ ଯୁବତୀମାନଙ୍କୁ ଅଶ୍ଳୀଳ ଇଙ୍ଗିତ କରିବା ସହ…