ମେଟ୍ରୋ

ରାଜ୍ୟ ପ୍ରଶାସନରେ ଅଦଳବଦଳ: ଅସିତଙ୍କୁ କେବିକେ ପ୍ରଶାସନର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୭।୮(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ରାଜ୍ୟ ଶୀର୍ଷସ୍ତରୀୟ ପ୍ରଶାସନରେ ବ୍ୟାପକ ଅଦଳବଦଳ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ)ର ଅନୁମୋଦନ କ୍ରମେ ସାଧାରଣ ପ୍ରଶାସନ(ଜିଏ) ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି…

6 years ago

ଅବପାତରେ ପରିଣତ ହେଲା ଲଘୁଚାପ: ୧୧ଟି ଜିଲାରେ ରେଡ୍‌ ଆଲର୍ଟ

ଭୁବନେଶ୍ୱର,୭।୮: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ବର୍ତ୍ତମାନ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି…

6 years ago

ବରିଷ୍ଠ ଆଇପିଏସ୍‌ ବି.କେ. ଶର୍ମାଙ୍କୁ ଇନ୍‌ଚାର୍ଜ ଡିଜିପି ଦାୟିତ୍ୱ

ଭୁବନେଶ୍ୱର, ୭।୮(ବ୍ୟୁରୋ): ୧୯୮୬ ବ୍ୟାଚର ବରିଷ୍ଠ ଆଇପିଏସ୍‌ ବିଜୟ କୁମାର ଶର୍ମାଙ୍କୁ ବୁଧବାର ଇନ୍‌ଚାର୍ଜ ଡିଜିପି ଭାବେ ନିଯୁକ୍ତି ଦିଆଯାଇଛି। ତେବେ ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କୁ…

6 years ago

ହଂସରାଳି, ୧୦ ଛୁଆ ଉଦ୍ଧାର

ଭୁବନେଶ୍ୱର,୭।୮(ବ୍ୟୁରୋ): କଟକ ଜିଲା ବାଙ୍କୀ ଗଡ଼ର କୃଷ୍ଣଚନ୍ଦ୍ର ବେହେରାଙ୍କ ଘରୁ ଗୋଟିଏ ହଂସରାଳି ମା’ ଏବଂ ୧୦ଟି ଛୁଆକୁ ବୁଧବାର ସ୍ନେକ୍‌ ହେଲ୍ପ ଲାଇନ ସଦସ୍ୟ ଉଦ୍ଧାର…

6 years ago

ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ: ପାସ ହାର ୪୩.୬୨%

ଭୁବନେଶ୍ୱର,୭।୮(ବ୍ୟୁରୋ): ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ ମୋଟ ପାସ ହାର ୪୩.୬୨% ରହିଥିବା ବେଳେ ଓପନ୍‌ ସ୍କୁଲରେ ପାସ ହାର ୬୩.୪୪%…

6 years ago

ସୁଷମାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୭।୮(ବ୍ୟୁରୋ) : ବରିଷ୍ଠ ଭାଜପା ନେତ୍ରୀ ତଥା ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ବରାଜଙ୍କ ମଙ୍ଗଳବାର ରାତିରେ ହୃଦଘାତରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ସମଗ୍ର ଦେଶରେ…

6 years ago

୮ରେ ଜାତୀୟ କୃମିନାଶ ଦିବସ: ୧କୋଟିରୁ ଅଧିକ ପିଲାଙ୍କୁ ଦିଆଯିବ ବଟିକା

ଭୁବନେଶ୍ୱର, ୭ା୮(ବ୍ୟୁରୋ): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରତି ୬ମାସରେ ଥରେ ୧ବର୍ଷରୁ ୧୯ ବର୍ଷ ପର୍ଯ୍ୟନ୍ତ କୃମିନାଶ ଔଷଧ ଓ ୯ମାସରୁ ୫ବର୍ଷ…

6 years ago

କାର୍ଡ ବ୍ୟାଙ୍କ କର୍ମଚାରୀଙ୍କ ଧାରଣା

ଭୁବନେଶ୍ୱର,୭ା୮(ବ୍ୟୁରୋ): ଓଡ଼ିଶା ରାଜ୍ୟ ସମବାୟ କୃଷି ଓ ଗ୍ରାମ୍ୟ ଉନ୍ନୟନ ବ୍ୟାଙ୍କର କର୍ମଚାରୀମାନେ ପ୍ରାୟ ଆଠ ବର୍ଷ ହେବ ଦରମା ପାଇ ନାହାନ୍ତି। ଏମାନେ ଦୀର୍ଘ ବର୍ଷ…

6 years ago

୧୨ରୁ ଭୁବନେଶ୍ୱରରେ ଜନଗଣନା: ପ୍ରଶିକ୍ଷଣ ନେବେ ୪୦ ସ୍କୁଲର ଶିକ୍ଷକ

ଭୁବନେଶ୍ୱର,୭ା୮(ବ୍ୟୁରୋ): ୨୦୨୧ ଜନଗଣନା ପାଇଁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଜନଗଣନା କ୍ଷେତ୍ର ପରୀକ୍ଷଣ ପ୍ରଶିକ୍ଷଣ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ବିଏମ୍‌ସି ସଭାଗୃହରେ ଆୟୋଜିତ ଏହି ପ୍ରଶିକ୍ଷଣ…

6 years ago

ଏନ୍‌କାଉଣ୍ଟର ପରେ ରବି ରାଓ ଗ୍ୟାଙ୍ଗ୍‌ ସଦସ୍ୟ ଜିଲାପାର୍‌: ଆହତ ଅବସ୍ଥାରେ ଅର୍ଜୁନଙ୍କୁ ଧରିଲା ପୋଲିସ

ଭୁବନେଶ୍ୱର,୭ା୮(ବ୍ୟୁରୋ): ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ଜିଲାରେ ଆତଙ୍କ ଖେଳାଉଥିବା ୧୧ଜଣିଆ ରବି ରାଓ ଗ୍ୟାଙ୍ଗ୍‌କୁ ଧରିବାକୁ କମିଶନରେଟ ପୋଲିସ ସିରିଜ ଏନ୍‌କାଉଣ୍ଟର କରିଥିଲା। ୪ଜଣଙ୍କୁ ଏନ୍‌କାଉଣ୍ଟର…

6 years ago