ମେଟ୍ରୋ

ଏସ୍‌ସିବି ମେଡିକାଲରେ ଅଘଟଣ: ତିନି ମହଲାରୁ ଡେଇଁ ରୋଗୀ ମୃତ

କଟକ ଅଫିସ, ୧୨।୧୦: କଟକ ଏସ୍‌ସିବି ମେଡିକାଲର ତିନି ମହଲାରୁ ଡେଇଁ ଶନିବାର ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ନୂଆ ମେଡିସିନ ବିଭାଗ ନିରାଶ୍ରୟ ଓ୍ବାର୍ଡ ତିନି…

7 years ago

କ୍ୟାପିଟାଲ ହସ୍ପିଟାଲ ଫେରାଇଦେଲା, ଫୁଟ୍‌ପାଥରେ ସନ୍ତାନ ପ୍ରସବ କଲେ ମହିଳା

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲ ଫୁଟ୍‌ପାଥରେ ପ୍ରସବ କରିଛନ୍ତି ଜଣେ ମହିଳା। ଲେବର ରୁମ୍‌ରୁ ଫେରାଇ ଦେବାରୁ ଅସହ୍ୟ ଯନ୍ତ୍ରଣା ଭୋଗୁଥିବା ଗର୍ଭବତୀ ଜଣକ ହସ୍ପିଟାଲ ଫୁଟ୍‌ପାଥରେ ସନ୍ତାନ…

7 years ago

ଭାଜପା ଛାଡ଼ିଲେ ଅଶୋକ ପାଣିଗ୍ରାହୀ

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ବିଜେପୁରର ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ବିଧାୟକ ଅଶୋକ ପାଣିଗ୍ରାହୀ ଶନିବାର ଦଳରୁ ଇସ୍ତଫା ଦେଇଛନ୍ତି। ଅଶୋକ ୨୦୧୮ ଉପନିର୍ବାଚନରେ ଭାଜପା ପକ୍ଷରୁ…

7 years ago

ଭୁବନେଶ୍ୱରରେ ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଅଖିଳ ଭାରତୀୟ କାର୍ଯ୍ୟକାରୀ ମଣ୍ଡଳ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ପ୍ରକାଶ…

7 years ago

କେଆଇଏଫ୍‌ଏଫ୍‌ରେ ପ୍ରଦର୍ଶିତ ହେବ ‘ପାଟଣାଗଡ଼’

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ବଲାଙ୍ଗୀର ଜିଲାର ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା ଉପରେ ନିର୍ମିତ ବହୁଭାଷୀ ଫିଲ୍ମ ‘ପାଟଣାଗଡ଼’ ଆସନ୍ତା ନଭେମ୍ବର ୮ରେ ସମଗ୍ର ବିଶ୍ୱରେ…

7 years ago

ଜାନୁୟାରୀରୁ କଡ଼ାକଡ଼ି ହେବ ଟ୍ରାଫିକ୍‌ ନିୟମ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଆସନ୍ତା ଜାନୁୟାରୀ ପହିଲାରୁ ଟ୍ରାଫିକ୍‌ ନିୟମ କଡ଼ାକଡ଼ି କରାଯିବ। ୩ ମାସ ଅବଧି ପରେ ଏହି ନିୟମକୁ ଆହୁରି କଠୋର ଭାବେ ଲାଗୁ କରାଯିବ। ସେ…

7 years ago

ଆବଶ୍ୟକ ଅନୁଯାୟୀ ପୂରଣ ହେଉନି ଅଣ୍ଡା ଉତ୍ପାଦନ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ବିଶ୍ୱରେ ଚାଇନା ସର୍ବାଧିକ ଅଣ୍ଡା ଉତ୍ପାଦନ କରୁଥିବାବେଳେ ଭାରତ ତୃତୀୟ ସ୍ଥାନରେ ରହିଛି। ତେବେ ଅଣ୍ଡା ଉତ୍ପାଦନରେ ଆମ ରାଜ୍ୟ ଦେଶରେ ୧୧ତମ ସ୍ଥାନରେ ରହିଛି।…

7 years ago

କିଶୋରାବସ୍ଥାରେ ବଢୁଛି ଆତ୍ମହତ୍ୟା

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ଦିନକୁ ଦିନ ବଢ଼ିବାରେ ଲାଗିଛି ଆତ୍ମହତ୍ୟା ଘଟଣା। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ତଥ୍ୟାନୁଯାୟୀ ସାରା ବିଶ୍ୱରେ ପ୍ରତି ୪୦ ସେକେଣ୍ଡରେ ଜଣେ ବ୍ୟକ୍ତି ଆମତ୍ହତ୍ୟା…

7 years ago

ଓଡ଼ିଶାକୁ ୩ କାୟାକଳ୍ପ ପୁରସ୍କାର

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ଓଡ଼ିଶାକୁ ୩ଟି କାୟାକଳ୍ପ ପୁରସ୍କାର ମିଳିଛି। ଜିଲା ମୁଖ୍ୟ ଚିକିତ୍ସାଳୟ ବର୍ଗରେ ରାୟଗଡ଼ା ପ୍ରଥମ ଓ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ଦ୍ୱିତୀୟ ପୁରସ୍କାର ଲାଭ…

7 years ago

ପୋତି ଦିଆଯାଉଛି ନଦୀ ଅବବାହିକା: ସଙ୍କୁଚିତ ହେଉଛି ଗଙ୍ଗୁଆ, ଝରିଆ ନଦୀ

ପୁରୁଣା ଭୁବନେଶ୍ୱର/ଜଟଣୀ, ୧୨।୧୦ (ଡି.ଏନ.ଏ.): ରାଜଧାନୀରେ ଜନସଂଖ୍ୟା ବଢୁଛି। ସେହି ଅନୁପାତରେ ଆବଶ୍ୟକ ସଂଖ୍ୟକ ଗୃହ ନିର୍ମାଣ ହେଉଛି। ବିଲଡରମାନେ ଗୃହ ପାଇଁ ସରକାରୀ କର୍ମଚାରୀଙ୍କୁ ହାତ…

7 years ago