ମେଟ୍ରୋ

ଘଡ଼ଘଡ଼ି ସହ ବର୍ଷା: ୫ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୩୦।୯(ବ୍ୟୁରୋ): ସୋମବାର ରାଜ୍ୟର ୫ ଜିଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।…

7 years ago

ଶ୍ରୀଲିଙ୍ଗରାଜଙ୍କ ସୈରାତ, ଦୋକାନ ଘର ଭାଗବଣ୍ଟା ଛିଡୁନି : ଦେବୋତ୍ତର ବିଭାଗ ନୀରବଦ୍ରଷ୍ଟା

ପୁରୁଣା ଭୁବନେଶ୍ୱର,୩୦ା୯(ଡି.ଏନ.ଏ.) : ଅନେକ ସମୟରେ ଶ୍ରୀଲିଙ୍ଗରାଜ ମହାପ୍ରଭୂଙ୍କ ବିଭିନ୍ନ ଜମିଜମା ଜବରଦଖଲ ବିକ୍ରିବଟା ନେଇ ବିବାଦ ଦେଖାଦେଉଥିଲେ ହେଁ ସରକାରୀ ସ୍ତରରେ ଠାକୁରଙ୍କ ସମ୍ପତ୍ତି ଭାଗବଣ୍ଟା…

7 years ago

ପୂଜା ପୂର୍ବରୁ କମିଟିକୁ ସେସୁର ଚେତାବନୀ : ହୁକ ପକାଇଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୦ା୯(ବ୍ୟୁରୋ) : ବିଭିନ୍ନ ପୂଜାପର୍ବରେ ବେଆଇନ ଭାବେ ବିଦ୍ୟୁତ୍‌ ସଂଯୋଗ ନିଆଯାଉଥିବା ଅଭିଯୋଗ ଆସୁଛି। ଆଗକୁ ଦୁର୍ଗାପୂଜା ଓ ଗଜକ୍ଷ୍ମୀ ପୂଜା ରହିଥିବାବେଳେ ଏହାପୂର୍ବରୁ ସେସୁ ପୂଜା…

7 years ago

ପିଡିଏସ୍‌ ଲାଇସେନ୍ସ : ଏସ୍‌ଏଚ୍‌ଜିକୁ ଅଗ୍ରାଧିକାର ମିଳିବା ନେଇ ପ୍ରଶ୍ନବାଚୀ

ଭୁବନେଶ୍ୱର,୩୦ା୯ : ପିଡିଏସ୍‌ (ସାଧାରଣ ବଣ୍ଟନ ବ୍ୟବସ୍ଥା)ରେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍‌ଏଚ୍‌ଜି)କୁ ଲାଇସେନ୍ସ ଦେବା କ୍ଷେତ୍ରରେ ଅଗ୍ରାଧିକାର ମିଳିବ। ଏହାପରେ ଗ୍ରାମପଞ୍ଚାୟତ ଏବଂ ପୌରାଞ୍ଚଳ ସଂସ୍ଥାଗୁଡ଼ିକୁ…

7 years ago

ଭୋଟ ପୂର୍ବରୁ ଚାଲିଲାଣି ବାକ୍‌ଯୁଦ୍ଧ

ଭୁବନେଶ୍ୱର,୩୦ା୯(ବ୍ୟୁରୋ) : ବିଜେପୁର ଉପନିର୍ବାଚନ ନେଇ ୩ ପ୍ରମୁଖ ଦଳର ପ୍ରାର୍ଥୀ ଚୂଡ଼ାନ୍ତ ହୋଇଛି। ଶନିବାର ବିଜେଡି ପକ୍ଷରୁ ପୂର୍ବତନ ବିଧାୟିକା ରୀତା ସାହୁଙ୍କୁ ପ୍ରାର୍ଥୀ କରାଯାଇଥିଲା।…

7 years ago

ଶହୀଦନଗର ବିଏମ୍‌ସି, ଓଏସ୍‌ଆର୍‌ଟିସିରେ ଖୋଲିବ କ୍ୟାମ୍ପ ଅଫିସ : ସୁବିଧାରେ ମିଳିବ ଲର୍ନିଂ ଲାଇସେନ୍ସ

ଭୁବନେଶ୍ୱର,୩୦ା୯(ବ୍ୟୁରୋ) : ସାଧାରଣ ଲୋକଙ୍କୁ ଲର୍ନିଂ ଲାଇସେନ୍ସ ସୁବିଧାର ମିଳିବା ପାଇଁ ସରକାରଙ୍କ ପକ୍ଷରୁ ଆହୁରି ସରଳୀକରଣ କରାଯାଇଛି। ଏଣିକି କୌଣସି ବ୍ୟକ୍ତିବିଶେଷଙ୍କୁ ଆରଟିଓ ଅଫିସର ଧଅଁା…

7 years ago

୨ରୁ ଭାଜପାର ରାଜ୍ୟବ୍ୟାପୀ ପଦଯାତ୍ରା

ଭୁବନେଶ୍ୱର,୩୦।୯(ବ୍ୟୁରୋ) : ଭାଜପା ପକ୍ଷରୁ ଆସନ୍ତା ୨ ତାରିଖରେ ୧୫୦ତମ ଗାନ୍ଧୀ ଜୟନ୍ତୀରୁ ଦେଶବ୍ୟାପୀ ଗାନ୍ଧୀ ସଂକଳ୍ପ ଯାତ୍ରା ଆରମ୍ଭ ହେବ। ରାଜ୍ୟରେ ସମସ୍ତ ସଂସଦୀୟ ଓ…

7 years ago

ଅଣପାରମ୍ପରିକ ହେବ ଆଗାମୀ ଅତିରିକ୍ତ ବଜେଟ

ଭୁବନେଶ୍ୱର,୩୦ା୯(ବ୍ୟୁରୋ) : ରାଜ୍ୟ ସରକାର ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ୍‌ ଆଣିବାକୁ ଯାଉଛନ୍ତି। ହେଲେ ଏହାକୁ ପୂର୍ବପରି ପାରମ୍ପରିକ ବଦଳରେ ସମ୍ପୂର୍ଣ୍ଣଭାବେ ସମଯୋଜନ(ଆଡ୍‌ଜଷ୍ଟମେଣ୍ଟ) ବଜେଟ୍‌…

7 years ago

ବିଜେପୁର ଉପନିର୍ବାଚନ : ୧୭,୧୮ରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର

ଭୁବନେଶ୍ୱର,୩୦ା୯(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଅକ୍ଟୋବର ୧୭,୧୮ରେ ବିଜେପୁର ଗସ୍ତ କରିବାର ସମ୍ଭାବନା ରହିଛି। ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀ ରୀତା ସାହୁଙ୍କ…

7 years ago

ସରକାରୀ ହସ୍ପିଟାଲ, ଆର୍‌ଟିଓରେ ଚଢ଼ାଉ : ୮ ଜିଲାରୁ ଗିରଫ ହେଲେ ଆଉ ୧୬ ଦଲାଲ

ଭୁବନେଶ୍ୱର,୩୦ା୯(ବ୍ୟୁରୋ): ସରକାରୀ ହସ୍ପିଟାଲ ଓ ପରିବହନ କାର୍ଯ୍ୟାଳୟକୁ ଦଲାଲଙ୍କ କବଳରୁ ମୁକ୍ତ କରିବା ପାଇଁ ଆରମ୍ଭ ହୋଇଛି ସ୍ପେଶାଲ ଡ୍ରାଇଭ୍‌। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ପକ୍ଷରୁ ରାଜ୍ୟର…

7 years ago