ମେଟ୍ରୋ

ଟଙ୍କା ଭର୍ତ୍ତି ପର୍ସ ପାଇ ଫେରାଇଲେ ମହିଳା କନଷ୍ଟେବଳ ଲକ୍ଷ୍ମୀପ୍ରିୟା

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନରେ ଶନିବାର ଏକ ପ୍ରଶଂସନୀୟ ଘଟଣା ଦେଖିବାକୁ ମିଳିଛି। ଟଙ୍କା ଭର୍ତ୍ତି ପର୍ସ ପାଇ ଜଣେ ଆରପିଏଫ କନ୍‌ଷ୍ଟେବଳ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଫେରାଇଛନ୍ତି।…

6 years ago

ମଦ ବ୍ୟବସାୟୀଙ୍କୁ ସାବାଡ଼ ପାଇଁ ଶପଥ: ଠେଙ୍ଗା, ଟର୍ଚ୍ଚ ଧରି ବାହାରିଲେ ମହିଳା

ବେଗୁନିଆ, ୨୧।୭(ଡି.ଏନ.ଏ.):  ମଦ ପିଇ ଘରର ପୁରୁଷ ବ୍ୟକ୍ତିମାନେ ଘରକୁ ଆସି ଶାନ୍ତିଶୃଙ୍ଖଳା ଭଙ୍ଗ କରିବା ସହ ମହିଳାଙ୍କୁ ମାଡ ମାରୁଛନ୍ତି। ଏଥିଯୋଗୁ ଅଧିକାଂଶ ଘରେ ମଦ…

6 years ago

ରୋଗ ଶଯ୍ୟାରେ ବାପା: ପଢ଼ା ଛାଡି ୨ ଶିଶୁ ଚଳାଉଛନ୍ତି ପରିବାର

ଖୋର୍ଦ୍ଧା ଅଫିସ,୨୧।୭: ରୋଜଗାରରେ ବାଧକ ସାଜିଲା ରୋଗ। କାମ ନ କରି ଫେରି ଆସିଲେ ଘରକୁ। ୬ମାସ ଧରି ରୋଗଶଯ୍ୟାରେ ପଡି ଅଭିଶପ୍ତ ଜୀବନଯାପନ କରୁଛନ୍ତି ଖୋର୍ଦ୍ଧା…

6 years ago

ଲୟୋଲା ସିନର୍ଜି-୨୦୧୯ରେ ଛାତ୍ରୀଛାତ୍ରଙ୍କ ପ୍ରତିଭା ପ୍ରଦର୍ଶନ: ଭୟଭୀତ କଲା ‘ହଣ୍ଟେଡ୍‌ ହାଉସ୍‌’

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଘର ପୂରା କିଟ୍‌ କିଟ୍‌ ଅନ୍ଧାର ଥିଲା। କଟା ମୁଣ୍ଡ ସହିତ ସଂରକ୍ଷିତ ଶବ ସେହି ଘରେ ଥିଲା। ଆଉ ଠାଏ ଠାଏ ରକ୍ତ ଛିଟା…

6 years ago

ପରିଚୟ ଫାଉଣ୍ଡେଶନ ପକ୍ଷରୁ ‘ଶ୍ରୀ ଆୱାର୍ଡସ୍‌’ର ୪ର୍ଥ ସଂସ୍କରଣ: ୧୨ ପ୍ରତିଭାଙ୍କୁ ‘ଶ୍ରୀ ଆଓ୍ବାର୍ଡ’

ଭୁବନେଶ୍ୱର,୨୧।୭(ବ୍ୟୁରୋ): ପରିଚୟ ଫାଉଣ୍ଡେଶନ ପକ୍ଷରୁ ଆୟୋଜିତ ‘ଶ୍ରୀ ଆୱାର୍ଡସ୍‌’ର ଚତୁର୍ଥ ସଂସ୍କରଣ ଶନିବାର ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ହୋଇଯାଇଛି। ମୁଖ୍ୟଅତିଥିଭାବେ ରାଜ୍ୟ ସଭା ସଦସ୍ୟ ତଥା…

6 years ago

୨ଜଣଙ୍କୁ ଅଟକ ପରେ କୋର୍ଟ ଚାଲାଣରେ ବିଳମ୍ବ: ଏସ୍‌ଟିଏଫ୍‌, ଖୋର୍ଦ୍ଧା ଏସ୍‌ପିଙ୍କ ସମେତ ୫ ଜଣଙ୍କ ନାଁରେ ସର୍ଚ୍ଚ ୱାରେଣ୍ଟ

ଖୋର୍ଦ୍ଧା ଅଫିସ,୨୧।୭: ଖୋର୍ଦ୍ଧା ଜବଦସ୍ତପାଟଣାର ୨ ଜଣଙ୍କୁ ଅଟକ ପରେ କୋର୍ଟ ଚାଲାଣରେ ବିଳମ୍ବ, ମହିଳାଙ୍କୁ ମାଡ ମାରିବା ପରି ଅଭିଯୋଗ ଏସଟିଏଫ୍‌ ଓ ପୋଲିସ ନଁାରେ…

6 years ago

ମହାନଦୀରୁ ୭୦ କିଲୋର ମାଛ ଉଦ୍ଧାର

ବାଙ୍କୀ,୨୧।୭(ସ୍ବ.ପ୍ର.): ବାଙ୍କୀ ଏନ୍‌ଏସି ନିକଟବର୍ତ୍ତୀ ଚକାପଦାଠାରେ ଶନିବାର ମହାନଦୀରୁ ମାଛ ଧରାଳିମାନେ ଏକ ବିରାଟକାୟ ମାଛକୁ ଜାଲଦ୍ୱାରା ଧରିଥିଲେ। ସେହି ମାଛଟିକୁ ବାଙ୍କୀ ମାଛମାର୍କେଟକୁ ଅଣାଯାଇଥିଲା। ମାଛଟିକୁ…

6 years ago

ମାଷ୍ଟରକ୍ୟାଣ୍ଟିନ ଛକରେ ଆତଙ୍କ: ଅଟୋରୁ ମିଳିଲା ୪ ବୋମା ଓ ବନ୍ଧୁକ, ଜଣେ ଗିରଫ

ଭୁବନେଶ୍ୱର, ୨୧।୭ (ବ୍ୟୁରୋ): ଚାଲିଛି ବିଧାନସଭା ଅଧିବେଶନ। ମାଷ୍ଟରକ୍ୟାଣ୍ଟିନ ଛକରୁ ପିଏମ୍‌ଜି ଛକ ଯାଏ ପୋଲିସ ଛାଉଣୀ। ଏପରିକି ପିଏମ୍‌ଜିରେ ପ୍ରତିଦିନ ଏକାଧିକ ସଂଗଠନ ବିଭିନ୍ନ ଦାବି…

6 years ago

ଦୁର୍ନୀତିରେ ଉବୁଟୁବୁ ଖଦି ବୋର୍ଡ: ଖାଇଗଲେ ମହୁଚାଷୀଙ୍କ ଟଙ୍କା

ଭୁବନେଶ୍ୱର, ୨୧।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ଦୁର୍ନୀତିରେ ଉବୁଟୁବୁ। ମହୁଚାଷୀଙ୍କୁ ତାଲିମ ଦେବା, ମହୁବାକ୍ସ କିଣିବାନେଇ କୋଟି କୋଟି ଟଙ୍କା ହଡ଼ପ ହୋଇଛି।…

6 years ago

କ୍ଷିତିଭୂଷଣ ଦାସ ହେଲେ ଇଗ୍ନୋର ପ୍ରୋ-ଭାଇସ ଚାନ୍‌ସେଲର

ଭୁବନେଶ୍ୱର, ୨୧।୭(ବ୍ୟୁରୋ): କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ପ୍ରଫେସର କ୍ଷିତିଭୂଷଣ ଦାସଙ୍କୁ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) ନୂଆଦିଲ୍ଲୀର ପ୍ରୋ-ଭାଇସ…

6 years ago