ଭୁବନେଶ୍ୱର,୩୦।୮(ବ୍ୟୁରୋ) : ରାଜ୍ୟ ସରକାର କର୍ମଚାରୀଙ୍କ ପାଇଁ କାର୍ଯ୍ୟାଳୟରେ ପହଞ୍ଚିବା ଲାଗି ସକାଳ ୧୦ଟା ଏବଂ ଫେରିବା ସମୟ ଅପରାହ୍ନ ୫ଟା ୩୦ ମିନିଟ ଧାର୍ଯ୍ୟ କରିଛନ୍ତି।…
ଭୁବନେଶ୍ୱର,୩୦-୮(ବ୍ୟୁରୋ):ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ଯୁକ୍ତ ୨ କଲେଜଗୁଡିକରେ ଖାଲିଥିବା ସିଟ୍ ପୂରଣ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଅନୁଷ୍ଠିତ ହେବ। ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ମେଧା…
ଭୁବନେଶ୍ୱର,୩୦-୮(ବ୍ୟୁରୋ):ଦୀର୍ଘଦିନ ଧରି ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ଦାବି ଜୋର୍ ଧରିଛି। ପଶ୍ଚିମ, ଦକ୍ଷିଣ ଏବଂ ଉତ୍ତର ଓଡିଶାରେ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରିବା ଲାଗି…
ଭୁବନେଶ୍ୱର,୩୦-୮(ବ୍ୟୁରୋ):ରାଜ୍ୟ ପ୍ରଶାସନର ଶୀର୍ଷସ୍ତରରେ ସରକାରୀ କାର୍ଯ୍ୟକୁ ଉତ୍ତମ ରୂପେ ତର୍ଜମା କରାଯିବ। ବିଭାଗୀୟ ଅନୁଶୀଳନ ପରେ ଜଣେ ମୁଖ୍ୟ ଶାସନ ସଚିବ ପାହ୍ୟାର ଅଧିକାରୀ ଫାଇଲଗୁଡିକ ତଦାରଖ…
ଭୁବନେଶ୍ୱର, ୩୦-୮(ବ୍ୟୁରୋ):ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଗୁରୁବାର ଉଚ୍ଚଶିକ୍ଷା ନିର୍ଦ୍ଦେଶାଳୟ ପରିଦର୍ଶନ କରିଛନ୍ତି ା ମନ୍ତ୍ରୀ ସାହୁ ପୂର୍ବାହ୍ନ ୧୦ଟାରେ ନିର୍ଦ୍ଦେଶାଳୟରେ ଅଚାନକ ପହଞ୍ଚତ୍ଥିଲେ। ମନ୍ତ୍ରୀ…
ଭୁବନେଶ୍ୱର,୩୦-୮(ବ୍ୟୁରୋ):ଅପରେଶନ ମାଧ୍ୟମରେ ଅଲଗା ହୋଇଥିବା କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଦିଲ୍ଲୀ ଏମ୍ସରୁ ସ୍ଥାନାନ୍ତର ହେବେ। ଆସନ୍ତା ୭ ତାରିଖରେ ଓଡ଼ିଶାରେ ପହଞ୍ଚତ୍ବା ପରେ ସେମାନଙ୍କୁ ସିଧା…
ଭୁବନେଶ୍ୱର,୩୦-୮(ବ୍ୟୁରୋ): ରାଜ୍ୟରେ ଥିବା ସରକାରୀ ମେଡିକାଲ କଲେଜରେ ଖାଲିଥିବା ଏମ୍ବିବିଏସ୍ ସିଟ୍ଗୁଡ଼ିକ ଲାଗି ଶୁକ୍ରବାର ପୁଣି ଥରେ କାଉନସେଲିଂ ହେବ। ୧୦ଟି ଏମ୍ବିବିଏସ୍ ସିଟ୍ରେ ନାମଲେଖା ପାଇଁ…
ଭୁବନେଶ୍ୱର,୩୦-୮(ବ୍ୟୁରୋ):ରାଜ୍ୟରେ କଚ୍ଚାଘର ରହିବ ନାହିଁ। ସମସ୍ତଙ୍କୁ ଯୋଗାଇ ଦିଆଯିବ ପକ୍କାଘର। ୨୦୧୯ ଡିସେମ୍ବର ସୁଦ୍ଧା ରାଜ୍ୟ ସରକାର ଏବଂ ୨୦୨୨ ସୁଦ୍ଧା ସମସ୍ତଙ୍କୁ ପକ୍କାଘର ଦେବାକୁ କେନ୍ଦ୍ର…
ଭୁବନେଶ୍ୱର, ୨୯।୮(ବ୍ୟୁରୋ): ଆସନ୍ତା ସେପ୍ଟେମ୍ବର ୨ ତାରିଖରେ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ…
ଭୁବନେଶ୍ୱର, ୨୯।୮ (ବ୍ୟୁରୋ)-କ୍ଷତିପୂରକ ବନୀକରଣ ପାଣ୍ଠି ପରିଚାଳନା ଓ ଯୋଜନା(କାମ୍ପା) ପାଇଁ ଜାତୀୟ କ୍ଷତିପୂରକ ବନୀକରଣ ଜମା ରାଶିରୁ କେନ୍ଦ୍ର ସରକାର ଓଡିଶା ଅଂଶଧନ ୫୯୩୩.୯୮ କୋଟି…