ମେଟ୍ରୋ

ବଡଦାଣ୍ଡରେ ଆକର୍ଷଣ ସାଜିଲେ ବିଭିନ୍ନ ବେଶଧାରୀ

ପୁରୀ ଅଫିସ, ୧୨ା୭: ବାହୁଡା ଯାତ୍ରାରେ କାଳିଆ ସାଆନ୍ତ ଭାଇଭଉଣୀଙ୍କୁ ସାଙ୍ଗରେ ଘେନି ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି ପବିତ୍ର ଯାତ୍ରା ଲାଗି ଲୋକାରଣ୍ୟ ହୋଇଉଠିଥିଲା ବଡଦାଣ୍ଡ।…

6 years ago

କଣାସରେ ୭୦ ଦିନ ଧରି ଡାକ ସେବା ଅଚଳ

କଣାସ, ୧୨।୭(ସ୍ବ.ପ୍ର.): କଣାସ ମୁଖ୍ୟ ପୋଷ୍ଟଅଫିସ୍‌ ୭୦ଦିନ ଧରି ଅଚଳ ହୋଇ ପଡିଛି। ଫଳରେ ପୋଷ୍ଟଅଫିସ୍‌ରେ ଟଙ୍କା ଜମା କରିବା, ଟଙ୍କା ଉଠାଇବା, ରେଜେଷ୍ଟ୍ରି ଚିଠି, ମନି…

6 years ago

‘ଗଣିତ କଳିକା’ କାର୍ଯ୍ୟକ୍ରମ ଆଉ ୨୮ଜିଲାକୁ ସମ୍ପ୍ରସାରିତ ହେବ: ଗଣଶିକ୍ଷା ବିଭାଗ ଓ ଅକ୍ଷରା ଫାଉଣ୍ଡେଶନ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ

ଭୁବନେଶ୍ୱର, ୧୨ା୭(ବ୍ୟୁରୋ):  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଅକ୍ଷରା ଫାଉଣ୍ଡେଶନ ସହଯୋଗରେ ‘ଗଣିତ କଳିକା’ କାର୍ଯ୍ୟକ୍ରମ ଆଉ ୨୮ଜିଲାକୁ ସମ୍ପ୍ରସାରିତ ହେବ। ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ…

6 years ago

ଜାତୀୟ କୃମିନାଶକ ଦିବସ ପାଇଁ ସମନ୍ବୟ କମିଟି ବୈଠକ: ଅଗଷ୍ଟ ୮ରେ ପିଲାଙ୍କୁ ଦିଆଯିବ କୃମିନାଶକ ଔଷଧ

ଭୁବନେଶ୍ୱର, ୧୨ା୭(ବ୍ୟୁରୋ): ମାଟିରୁ ଶରୀରକୁ କୃମି ସଂକ୍ରମଣ ହୋଇଥାଏ। ବିଶ୍ୱରେ ୨୪୧ ନିୟୁତରୁ ଅଧିକ ଶିଶୁ କୃମିଦ୍ୱାରା ଆକ୍ରାନ୍ତ ହେଉଛନ୍ତି। ଓଡ଼ିଶାରେ ପ୍ରାୟ ୩୬ ପ୍ରତିଶତ ଶିଶୁ…

6 years ago

ନାବାଳିକା ଛାତ୍ରୀ ବଳାତ୍କାର ଘଟଣା: ଛାତ୍ରୀନିବାସରେ ନୁହେଁ ପଡ଼ୋଶୀଙ୍କ ଦ୍ୱାରା ଛାତ୍ରୀ ଗର୍ଭବତୀ ହୋଇଥିବା କହିଲେ ମନ୍ତ୍ରୀ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ଅନୁସୂଚିତ ଜାତି ଏବଂ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ହେଉଥିବା ସରକାରୀ ଛାତ୍ରୀନିବାସରେ ରହୁଥିବା ଆଦିବାସୀ ଛାତ୍ରୀମାନେ ସୁରକ୍ଷିତ ନାହାନ୍ତି। ବିଭିନ୍ନ ସମୟରେ…

6 years ago

ଆଇକନିକ୍‌ ଡେଷ୍ଟିନେଶନରୁ ଓଡ଼ିଶା ଗାଏବ: ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): କେନ୍ଦ୍ର ସରକାର ସମଗ୍ର ଦେଶରେ ୧୭ଟି ପର୍ଯ୍ୟଟନ ସ୍ଥଳକୁ ଆଇକନିକ୍‌ ଡେଷ୍ଟିନେଶନ ମାନ୍ୟତା ଦେଇଛନ୍ତି। ମାତ୍ର ଦୁର୍ଭାଗ୍ୟର ବିଷୟ ଯେ, ବିଶ୍ୱପ୍ରସିଦ୍ଧ ପୁରୀ ଓ…

6 years ago

ପଶ୍ଚିମ ଓଡ଼ିଶାରେ ଧାନର ଅଭାବୀ ବିକ୍ରି ନେଇ ବିଧାନସଭାରେ ଉଦ୍‌ବେଗ: ପଦକ୍ଷେପ ନେବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): ଧାନ ଅମଳ ହୋଇ ବାହାରେ ପଡ଼ି ପଡ଼ି ଗଜା ହେଲାଣି। ଧାନ ରଖିବା ପାଇଁ ମଣ୍ଡିର କୌଣସି ବ୍ୟବସ୍ଥା ନାହିଁ। ଚାଷୀଙ୍କଠାରୁ ସରକାର ଧାନ…

6 years ago

ଅଫିସରଙ୍କ ବେଖାତିରକୁ ନେଇ ପ୍ରଶ୍ନ: ବିଧାନସଭାରେ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କଲେ ମୋହନ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): ଅଫିସର ଆମକୁ ଖାତିର କରୁ ନାହାନ୍ତି। ବସିବା ପାଇଁ ଚେୟାର ଖଣ୍ଡେ ଦେଉନାହାନ୍ତି। ଆମେ କିଛି ପଚାରିଲେ ସେମାନେ ସିଟ୍‌ରୁ ଉଠୁନାହାନ୍ତି। ମୁଁ ତିନିଥର…

6 years ago

ବିଧାୟକ ବିଷ୍ଣୁ ଦାସ ଅସୁସ୍ଥ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ବରିଷ୍ଠ ବିଜେଡି ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସ ଅସୁସ୍ଥ। ସେ ନିମୋନିଆରେ ପୀଡ଼ିତ ଥିବା ଜଣାପଡ଼ିଛି। ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ…

6 years ago

ବାହୁଡ଼ୁଛନ୍ତି ମହାପ୍ରଭୁ: ବଡ ଠାକୁରଙ୍କ ରଥଟଣା ଆରମ୍ଭ

ପୁରୀ ଅଫିସ, ୧୨।୭: ରଥାରୂଢ଼ ଓ ଛେରାପହଁରା ନୀତି ଶେଷ ହେବା ପରେ ରଥଟଣା ଆରମ୍ଭ ହୋଇଛି। ପୂର୍ବାହ୍ନ ୧.୧୫ରେ ସର୍ବପ୍ରଥମେ ବଡ ଠାକୁର ବଳଭଦ୍ରଙ୍କ ରଥଟଣା…

6 years ago