ମେଟ୍ରୋ

ସାଙ୍ଗଠନିକ ସ୍ଥିତି ସୁଧାରିବାକୁ ଅଣ୍ଟା ଭିଡିଲା ରାଜ୍ୟ କଂଗ୍ରେସ, ପୁନଃଗଠନ ହେବ ପିସିସି

ଭୁବନେଶ୍ୱର,୧୯।୯(ବ୍ୟୁରୋ): ପୁନଃଗଠନ ହେବ ପ୍ରଦେଶ କଂଗ୍ରେସ କମିଟି(ପିସିସି)। ରାଜ୍ୟରେ ଦଳର ସାଙ୍ଗଠନିକ ସ୍ଥିତି ସୁଦୃଢ଼ କରିବାକୁ ଏଆଇସିସି ନିର୍ଦ୍ଦେଶ ଦେବା ପରେ ଅଣ୍ଟା ଭିଡିଛି କଂଗ୍ରେସ। ତେବେ…

7 years ago

‘କାଳିଆ’ କେବଳ ସରକାରୀ ଟଙ୍କାରେ ନିର୍ବାଚନ ଲଢ଼ିବାର ଚଞ୍ଚକତା: ପୃଥ୍ବୀରାଜ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଛିଡ଼ୁନି କାଳିଆ କେଁ। ‘କାଳିଆ ଯୋଜନା’ରେ ଅଯୋଗ୍ୟ ହିତାଧିକାରୀଙ୍କ ସଂଖ୍ୟା ପ୍ରକାଶ ପାଇବା ପରେ ରାଜ୍ୟ ରାଜନୀତି ଜୋର ଧରିଛି। ଗୋଟିଏ ପଟେ ବିଜେଡି ତାଲିକାରେ…

7 years ago

ଓସା ନିର୍ବାଚନ : ଗୃହ ପ୍ରମୁଖ ସଚିବଙ୍କୁ କର୍ମଚାରୀଙ୍କ ଦାବିପତ୍ର

ଭୁବନେଶ୍ୱର, ୧୯।୯(ବ୍ୟୁରୋ)- ଓଡ଼ିଶା ସଚିବାଳୟ ସେବା ସଂଘ(ଓସା)ର ନିର୍ବାଚନ ବିଳମ୍ବ ନେଇ କର୍ମଚାରୀ ମହଲରେ ଆଲୋଡନ ସୃଷ୍ଟି ହୋଇଛି। ଦୁଇ ବର୍ଷ ପୂର୍ବେ ନିର୍ବାଚିତ ପ୍ରତିନିଧିଙ୍କ କାର୍ଯ୍ୟକାଳ…

7 years ago

ରାଜଧାନୀରେ କୁକୁର ବନ୍ଧ୍ୟାକରଣ ଆରମ୍ଭ

ଭୁବନେଶ୍ୱର, ୧୯।୯(ବ୍ୟୁରୋ): ଭୁବନେଶ୍ୱରରେ ବୁଲା କୁକୁରଙ୍କ ଉତ୍ପାତ ବଢ଼ି ଚାଲିଛି। ଏଥିଯୋଗୁ ଦୁର୍ଘଟଣା ଘଟୁଥିବାବେଳେ ବହୁ ଲୋକ କୁକୁର କାମୁଡ଼ାର ଶିକାର ହେଉଛନ୍ତି। ସେମାନଙ୍କ ବଂଶବୃଦ୍ଧି ଉପରେ…

7 years ago

ଗଣଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବାଲିଅନ୍ତା ବିଇଓ ଅଫିସ୍‌ ଗସ୍ତ: ଅନୁପସ୍ଥିତ କର୍ମଚାରୀଙ୍କ ଦିନକ ଦରମା ବନ୍ଦ

ଭୁବନେଶ୍ୱର(ବ୍ୟୁରୋ)/ବାଳକାଟୀ(ଡି.ଏନ.ଏ),୧୯।୯: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ବାଲିଅନ୍ତା ବ୍ଲକ୍‌ ଶିକ୍ଷା ଅଧିକାରୀ (ବିଇଓ)ଙ୍କ ବାଳକାଟୀସ୍ଥିତ କାର୍ଯ୍ୟାଳୟକୁ ଅଚାନକ ପରିଦର୍ଶନ କରିଥିଲେ। ଏହି…

7 years ago

ବିଏମ୍‌ସିର ପଲିଥିନ ବ୍ୟାନ୍‌ ବାଟବଣା

ଭୁବନେଶ୍ୱର, ୧୯।୯(ବ୍ୟୁରୋ): ଗତବର୍ଷ ଅକ୍ଟୋବର ୨ରୁ ରାଜ୍ୟରେ ପ୍ଲାଷ୍ଟିକ୍‌ ଓ ପଲିଥିନ ବ୍ୟବହାର ବନ୍ଦ କରାଯାଇଛି। ରାଜଧାନୀକୁ ସ୍ବଚ୍ଛ ଓ ସୁନ୍ଦର ସହରରେ ପରିଣତ କରିବା ପାଇଁ…

7 years ago

ବ୍ରାଉନ୍‌ସୁଗାର ଡିଲର ସେକ୍‌ ରାଜାଙ୍କ ଘର ଉପରେ ଚଢ଼ାଉ: ସିସି କ୍ୟାମେରା ଜଗୁଥିଲା କଳାବେପାର

ଭୁବନେଶ୍ୱର, ୧୯।୯(ବ୍ୟୁରୋ)/ ବାଲେଶ୍ୱର ଅଫିସ: ବ୍ରାଉନ୍‌ସୁଗାର ଡିଲର ସେକ୍‌ ରାଜା କ୍ରାଇମବ୍ରାଞ୍ଚ ସ୍ପେଶାଲ ଟାସ୍କଫୋର୍ସ (ଏସ୍‌ଟିଏଫ୍‌) ହାତରେ ଧରାପଡିବା ପରେ ଅନେକ ଗୁମର ଫିଟିବାରେ ଲାଗିଛି। ଓଡ଼ିଶା…

7 years ago

ଶୋଭାପାଇବ ପ୍ୟାରିସ୍‌ର ଡିଜ୍‌ନିଲ୍ୟାଣ୍ଡ ପାର୍କ

କଟକ ରୋଡ,୧୯।୯(ଡି.ଏନ୍‌.ଏ.): ଚଳିତବର୍ଷ ଝାରପଡ଼ା ଦୁର୍ଗାପୂଜା ସମିତି ନବମ ବର୍ଷରେ ପହଞ୍ଚିଛି। ପୂର୍ବରୁ ବିଭିନ୍ନ ସମୟରେ ଆକର୍ଷଣୀୟ ତୋରଣ ନିର୍ମାଣ କରି ଚର୍ଚ୍ଚାକୁ ଆସିଥିବା ପୂଜା ସମିତି…

7 years ago

ପୂର୍ବତଟ ରେଳପଥରେ ଆରମ୍ଭ ହେଲା ‘ଇ-କାର୍ଯ୍ୟାଳୟ’

ଭୁବନେଶ୍ୱର,୧୯।୯(ବ୍ୟୁରୋ): ପୂର୍ବତଟ ରେଳପଥରେ ବୁଧବାର ‘ଇ-କାର୍ଯ୍ୟାଳୟ’ ପ୍ରଣାଳୀ ଉଦ୍‌ଘାଟନ ହୋଇଛି। ଏହି ପ୍ରଣାଳୀକୁ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ବିଦ୍ୟାଭୂଷଣ ଉଦ୍‌ଘାଟନ କରିଥିବାବେଳେ କାଗଜ ବିହୀନ ସବୁଜ ରେଳପଥ,…

7 years ago

ସ୍ବେଚ୍ଛାସେବୀଙ୍କ ବନୀକରଣ ସଚେତନତାର ପ୍ରଶଂସା: ସିଡ୍‌ବଲ୍‌ରେ ‘ଧରିତ୍ରୀ’ ଲେଖି ସଜାଇଲେ

ପୁରୁଣା ଭୁବନେଶ୍ୱର,୧୯।୯ (ଡି.ଏନ.ଏ.): ବନୀକରଣ ପାଇଁ ଦୈନିକ ଖବରକାଗଜ ‘ଧରିତ୍ରୀ’ ସଚେତନତା ଓ ଉତ୍ସାହ ସୃଷ୍ଟି କରୁଥିବା ଦର୍ଶାଇ ନିଆରା ଢଙ୍ଗରେ ସମ୍ମାନ ଜଣାଇଛନ୍ତି ବହୁ ସ୍ବେଚ୍ଛାସେବୀ।…

7 years ago