ମେଟ୍ରୋ

ସ୍ବେଚ୍ଛାସେବୀଙ୍କ ବନୀକରଣ ସଚେତନତାର ପ୍ରଶଂସା: ସିଡ୍‌ବଲ୍‌ରେ ‘ଧରିତ୍ରୀ’ ଲେଖି ସଜାଇଲେ

ପୁରୁଣା ଭୁବନେଶ୍ୱର,୧୯।୯ (ଡି.ଏନ.ଏ.): ବନୀକରଣ ପାଇଁ ଦୈନିକ ଖବରକାଗଜ ‘ଧରିତ୍ରୀ’ ସଚେତନତା ଓ ଉତ୍ସାହ ସୃଷ୍ଟି କରୁଥିବା ଦର୍ଶାଇ ନିଆରା ଢଙ୍ଗରେ ସମ୍ମାନ ଜଣାଇଛନ୍ତି ବହୁ ସ୍ବେଚ୍ଛାସେବୀ।…

7 years ago

ଆରମ୍ଭ ହେବ ‘ଜେଲ୍‌ ରେଡିଓ’: ଜେଲ ଅନ୍ତେବାସୀ ହେବେ ରେଡିଓ ଜକି

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଅନ୍ୟ ରାଜ୍ୟ ପରି ଓଡିଶାର ବିଭିନ୍ନ ଜେଲ୍‌ରେ ରହୁଥିବା ଅନ୍ତେବାସୀମାନେ ରେଡିଓ ଜକି (ଆର୍‌ଜେ) ହୋଇ ଶୁଣାଇବେ ନିଜ ମନର କଥା। ଲୋକେ ଶୁଣିବେ ସେମାନଙ୍କ…

7 years ago

ପିଆଜ ଦର ବୃଦ୍ଧି ନେଇ ଖାଉଟି ଅସନ୍ତୁଷ୍ଟ

ଭୁବନେଶ୍ୱର, ୧୯।୯(ବ୍ୟୁରୋ): ରାଜ୍ୟରେ ପିଆଜ ଦର ବୃଦ୍ଧି ନେଇ ଖାଉଟିଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ନିତ୍ୟ ବ୍ୟବହାର୍ଯ୍ୟ ଏହି ସାମଗ୍ରୀ କିଲୋ ପିଛା ୩୮ରୁ ୪୨…

7 years ago

ମାସେ ବନ୍ଦ ରହିବ ଭୁବନେଶ୍ୱର-ବ୍ୟାଙ୍କକ୍‌ ବିମାନ ସେବା

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଭୁବନେଶ୍ୱରକୁ ବ୍ୟାଙ୍କକ୍‌କୁ ଚଳାଚଳ କରୁଥିବା ଏୟାର ଇଣ୍ଡିଆର ଡାଇରେକ୍ଟ ଫ୍ଲାଇଟ୍‌ ସେବା ସେପ୍ଟେମ୍ବର ୨୩ରୁ ଅସ୍ଥାୟୀଭାବେ ବନ୍ଦ ରହିବ। ଏହା ଅକ୍ଟୋବର ଶେଷ କିମ୍ବା ନଭେମ୍ବର…

7 years ago

ର଼୍ୟାଗିଂକୁ ନେଇ ଓଏଚ୍‌ଆର୍‌ସିଙ୍କ ଉଦ୍‌ବେଗ: ୫ ବିଭାଗକୁ ରିପୋର୍ଟ ତଲବ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଥିବା ଶିକ୍ଷାନୁଷ୍ଠାନଗୁଡିକରେ ର଼୍ୟାଗିଂ ମୁଖ୍ୟ ସମସ୍ୟା ଭାବେ ଦେଖା ଦେଇଛି। ନିକଟରେ ସମ୍ବଲପୁରଠାରେ ଏକ ଘରୋଇ କଲେଜରେ ଜଣେ ଛାତ୍ରଙ୍କୁ ସହପାଠୀମାନେ ର଼୍ୟାଗିଂ କରିବା…

7 years ago

ନଭେମ୍ବର ୧ରୁ ଧାନ ସଂଗ୍ରହ

ଭୁବନେଶ୍ୱର,୧୯ା୯(ବ୍ୟୁରୋ): ଆସନ୍ତା ନଭେମ୍ବର ୧ରୁ ଖରିଫ ଧାନ ସଂଗ୍ରହ ହେବ। ଧାନ ବିକ୍ରି କରିବାକୁ ଚଳିତବର୍ଷ ୧୧ ଲକ୍ଷ ୫୪ ହଜାର ୧୩୦ ଜଣ ଚାଷୀ ନାମ…

7 years ago

ସୁରକ୍ଷିତ ଶୈଶବ, ପୂର୍ଣ୍ଣ ବିକାଶ ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର, ୧୮ା୯(ବ୍ୟୁରୋ): ଶିଶୁଙ୍କ ସୁରକ୍ଷିତ ଶୈଶବ ଓ ପୂର୍ଣ୍ଣ ବିକାଶକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ରାଜ୍ୟରେ ଅନାଥ ଓ ଏକକ ଅଭିଭାବକ ଥିବା ଶିଶୁଙ୍କୁ ଚିହ୍ନଟ କରାଯିବ।…

7 years ago

ସବୁ ବର୍ଗର ସ୍କୁଲ୍‌ ପିଲାଙ୍କୁ ମିଳିବ ଡ୍ରେସ୍‌, ଜୋତା

ଭୁବନେଶ୍ୱର, ୧୮ା୯(ବ୍ୟୁରୋ): ସରକାରୀ ସ୍କୁଲଗୁଡ଼ିକରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ୁଥିବା ସମସ୍ତ ଛାତ୍ରୀଛାତ୍ରଙ୍କ ମିଳିବ ଡ୍ରେସ୍‌ ଓ ଜୋତା। ରାଜ୍ୟ ସରକାର ଏହି ବଡ଼ ନିଷ୍ପତ୍ତି…

7 years ago

ବିଜେପୁର ଉପନିର୍ବାଚନ: କମିଟି ଗଠନ କଲା ବିଜେଡି

ଭୁବନେଶ୍ୱର,୧୮।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବିଜେଡି ଏକ ସମନ୍ବୟ କମିଟି ଗଠନ କରିଛି। ଏଥିରେ ନିରଞ୍ଜନ ପୂଜାରୀ, ସୁଶାନ୍ତ ସିଂହ, କଳିକେଶ ସିଂଦେଓ ଓ ସଞ୍ଜୟ ଦାସବର୍ମା…

7 years ago

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ହେଲେ ସୁବାସ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁବାସ ଚୌହାନଙ୍କୁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ(ଡବ୍ଲ୍ୟୁଓଡିସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ବୁଧବାର ଏନେଇ ଗଣମାଧ୍ୟମକୁ…

7 years ago