ମେଟ୍ରୋ

ବ୍ୟବସାୟୀଙ୍କୁ ଅପହରଣ ମାମଲା: ୪ ଗିରଫ: ୩ କାର୍‌,୨ ବାଇକ୍‌, ବନ୍ଧୁକ ଜବତ

ଭୁୁବନେଶ୍ୱର,୨ା୮(ବ୍ୟୁରୋ): ଭୁୁବନେଶ୍ୱର,୨ା୭(ବ୍ୟୁରୋ)- ନୟାପଲ୍ଲୀ ଥାନା ଅନ୍ତର୍ଗତ ଲେନ୍‌ ଏନ୍‌-୧ରେ ରହୁଥିବା ବ୍ୟବସାୟୀ ଶିବସୁନ୍ଦର ଦାଶଙ୍କୁ ଗତ ୭ ତାରିଖ ରାତିରେ କେତେଜଣ ଦୁର୍ବୃତ୍ତ କାର୍‌ ସହ ଅପହରଣ…

6 years ago

ରଥତ୍ରୟ ଦାରୁବ୍ରହ୍ମଙ୍କର ଆସନ ବିଗ୍ରହ

ପୁରୀ ଅଫିସ,୩ା୭: ଦିନକ ପରେ ଅର୍ଥାତ୍‌ ଆସନ୍ତା ୪ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ରଥଖଳାରେ ତିନିରଥ ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏହି ରଥ କେବଳ…

6 years ago

ଐତିହ୍ୟ ପୃଷ୍ଠାରୁ…: ସରସ୍ବତୀଙ୍କ ପ୍ରତୀକ ରୂପେ ପୂଜା ପାଏ ମାଦଳାପାଞ୍ଜି

ଶ୍ରୀମନ୍ଦିର ସ୍ବତ୍ୱଲିପିରେ ଅଛି-ତଢାଉକରଣ ରୂପେ ମାଦଳାପାଞ୍ଜି ଦିନକୁ ଦିନ ଗଡ଼ାଇ ଲେଖିବେ। ପୁରୁଣା ପାଞ୍ଜିଗୁଡ଼ିକୁ ହଳଦୀ କେଶର ଲଗାଇ ଅବିକଳ ଅବସ୍ଥାରେ ରଖିବେ। ଯେଉଁଦିନ ଯେଉଁ ଯାତ୍ରା…

6 years ago

କଳସ ଉଠିଲା, ଓଲଟ ଶୁଆ ଲାଗିଲା

ପୁରୀ ଅଫିସ,୩ା୭: ଆଉ ଦିନକ ପରେ ରଥଯାତ୍ରା। ଶ୍ରୀନହର ସମ୍ମୁଖ ରଥଖଳାରେ ମହାପ୍ରଭୁଙ୍କ ତିନି ରଥର ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ମଙ୍ଗଳବାର ତିନିରଥର ଦ୍ୱାର ବେଢା…

6 years ago

ଶ୍ରୀମନ୍ଦିରର ନୂତନ ୱେବ୍‌ସାଇଟ୍‌ ଉନ୍ମୋଚିତ : ଇଣ୍ଟରନେଟ୍‌ରେ ମହାପ୍ରଭୁଙ୍କ କଥା

ପୁରୀ ଅଫିସ,୩ା୭: ମହାପ୍ରଭୁଙ୍କ ସମ୍ପର୍କରେ ଏଣିକି ଟିକିନିକି କଥା ସହଜରେ ଜାଣି ହେବ। ମାଉସ୍‌ କ୍ଲିକ କରିବା ମାତ୍ରେ ବାହାରିବ ସବୁକିଛି ତଥ୍ୟ। ଏଥିପାଇଁ ମଙ୍ଗଳବାର ଶ୍ରୀମନ୍ଦିରର…

6 years ago

ବାଘଛାଲ ର଼୍ୟାକେଟରେ ପୋଲିସ

ଭୁୁବନେଶ୍ୱର, ୩ା୭(ବ୍ୟୁରୋ): ଦେବଗଡ଼ ଜିଲା ବାରକୋଟ ଅଞ୍ଚଳରୁ କଲରାପତରିଆ ବାଘଛାଲ ଜବତ ଘଟଣାରେ ସମ୍ପୃକ୍ତ ର଼୍ୟାକେଟର ପର୍ଦ୍ଦାଫାଶ ହେବାରେ ଲାଗିଛି। ଏହି ର଼୍ୟାକେଟରେ କେତେଜଣ ପୋଲିସ ସମ୍ପୃକ୍ତ…

6 years ago

କାଳିନ୍ଦୀଚରଣ ପାଣିଗ୍ରାହୀଙ୍କ ଜୟନ୍ତୀ ସମାରୋହ: ଓଡ଼ିଆରେ ‘ପଠନ ଆନ୍ଦୋଳନ’ ଆଜିର ଆବଶ୍ୟକତା

ଭୁବନେଶ୍ୱର,୩ା୭(ବ୍ୟୁରୋ): ‘ହ୍ୟାରି ପଟର୍‌’ ସିରିଜର ଲେଖିକା ଜେ.କେ. ରାଓଲିଂ ନିଜ ଲେଖା ମାଧ୍ୟମରେ ଯୁବ ପାଠକମାନଙ୍କୁ ଆକୃଷ୍ଟ କରି ସେମାନଙ୍କ ମଧ୍ୟରେ ପୁଣିଥରେ ବହି ପଢିବା ପାଇଁ…

6 years ago

ଦୁର୍ବିପାକ ସତ୍ତ୍ୱେ କୃଷି ଉତ୍ପାଦନ ବଢିଛି: ମନ୍ତ୍ରୀ

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟ ସରକାର କୃଷି ଓ କୃଷକର ଉନ୍ନତି ପାଇଁ ଦୃଢ ପ୍ରତିବଦ୍ଧ। କୃଷକମାନଙ୍କର କଲ୍ୟାଣ ପାଇଁ ସରକାର ଅନେକ ପଦକ୍ଷେପ ନେଇଛନ୍ତି। ପ୍ରାକୃତିକ ବିପର୍ଯ୍ୟୟ ଆମର…

6 years ago

‘କାଳିଆ’କୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ: ଓଡ଼ିଶା ସରକାରଙ୍କୁ ନୋଟିସ

ନୂଆଦିଲ୍ଲୀ,୩ା୭(ପି.ଟି.) : ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ ‘କାଳିଆ’ ଯୋଜନାକୁ ନେଇ ମଙ୍ଗଳବାର ସୁପ୍ରିମକୋର୍ଟ ଓଡ଼ିଶା ସରକାରଙ୍କୁ ନୋଟିସ କରିଛନ୍ତି। ଏହାସହ ନିର୍ବାଚନ ପୂର୍ବରୁ କ୍ଷୁଦ୍ର ଓ ନାମମାତ୍ର…

6 years ago

ତିନିମାସ ସତର୍କ ରହିବାକୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୩ା୭(ବ୍ୟୁରୋ): ବର୍ଷାଋତୁ ଆରମ୍ଭ ହୋଇଯାଇଥିବାରୁ ରାଜ୍ୟରେ ଭେକ୍ଟରବାହିତ ରୋଗ ସଂକ୍ରମଣ ଆଶଙ୍କା ଦେଖାଦେଇଛି। ରୋଗ ସଂକ୍ରମଣ ରୋକିବା ସହ ଆଗାମୀ ଦୁଇତିନି ମାସ ପାଇଁ ସତର୍କ…

6 years ago