ଭୁବନେଶ୍ୱର, ୧୧।୯(ବ୍ୟୁରୋ): ସ୍କୁଲ ପିଲାଙ୍କ ବ୍ୟାଗ ବୋଝ ନେଇ ଆରମ୍ଭ ହୋଇଛି ତତ୍ପରତା। ଏ ନେଇ ବୁଧବାର ରାଜଧାନୀରେ ଏକ ସ୍ବତନ୍ତ୍ର ସ୍କ୍ବାଡ୍ ପହଞ୍ଚି ସ୍କୁଲ ପିଲାଙ୍କ…
ଭୁବନେଶ୍ୱର, ୧୧।୯(ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ବୁଧବାର ଦାୟିତ୍ୱ ନେଇଛନ୍ତି ଓଡ଼ିଆ ଆଇଏଏସ୍ ଅଫିସର ପ୍ରମୋଦ କୁମାର ମିଶ୍ର। ନୃପେନ୍ଦ୍ର ମିଶ୍ରଙ୍କ ଅବସର ପରେ ପି.କେ.…
ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟର କିଛି ଜିଲାରେ ପ୍ରବଳ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏନେଇ ୧୨ଟି ଜିଲାକୁ…
ଭୁବନେଶ୍ୱର,୧୧-୯(ବ୍ୟୁରୋ):ଦୁର୍ଗାପୂଜାରେ ଏଥର ବାଜିବନି ଛାତି ଥରାଇଦେଉଥିବା ଡିଜେ ସାଉଣ୍ଡ୍। ଡିଜେରେ ପ୍ରତିଯୋଗିତା ବି ଚାଲିବନି। କେବଳ ୪ଟି ଲେଖାଏ ମାଇକ୍ ଓ ବକ୍ସ ଲଗାଇବାକୁ ପୂଜା କମିଟିଗୁଡିକୁ…
ଭୁବନେଶ୍ୱର,୧୧-୯(ବ୍ୟୁରୋ):ଜରିମାନାକୁ ନେଇ ଶନିବାର ଭୁବନେଶ୍ୱରରେ ପୋଲିସ-ଜନତା ଖଣ୍ଡଯୁଦ୍ଧ ପରେ ରାଜ୍ୟ ସରକାର ଟ୍ରାଫିକ ନିୟମକୁ ୩ ମାସ ପାଇଁ କୋହଳ କରିଛନ୍ତି। ବିନା ପୂର୍ବ ପ୍ରସ୍ତୁତି ଓ…
ଭୁବନେଶ୍ୱର ୧୧-୯(ବ୍ୟୁରୋ): ରବିବାର ଅପରାହ୍ନରେ ମଞ୍ଚେଶ୍ୱର ଥାନା ଜଗନ୍ନାଥନଗରରେ ଦୁଇଜଣ ରୋଡ୍ ରୋମିଓଙ୍କୁ ଇଞ୍ଜିନିୟରିଂ ଛାତ୍ରୀ ବେବିନା ମହାଲିକ ମାଡ଼ ମାିରିବା ସହ ବସ୍ଉଠ୍ କରି ସାବଡ୍…
ଭୁବନେଶ୍ୱର,୧୧।୯(ବ୍ୟୁରୋ):ଭାରତରେ ଊର୍ଜା ନ୍ୟାୟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବୋଚ୍ଚ ପ୍ରଧାନ୍ୟ ଦେଉଛନ୍ତି। ଆବୁଧାବୀଠାରେ ସୋମବାର ଆୟୋଜିତ ଅନ୍ତର୍ଜାତୀୟ ଶକ୍ତି ଫୋରମର ଅଷ୍ଟମ ଏସୀୟ ଶକ୍ତି ମନ୍ତ୍ରୀସ୍ତରୀୟ ଗୋଲଟେବୁଲ…
ଭୁବନେଶ୍ୱର,୧୧।୯(ବ୍ୟୁରୋ):ସରକାରୀ ଚାକିରିକୁ ଏକ ସେବାଭାବେ ଗ୍ରହଣ କରି କର୍ମକ୍ଷେତ୍ରରେ ସମାନ ବାତାବରଣ ସୃଷ୍ଟି କରିପାରିଲେ ଜନସାଧାରଣଙ୍କ ଆଶା-ଆକାଂକ୍ଷା ପୂରଣ ହୋଇପାରିବ। ରାଜ୍ୟ ସରକାରଙ୍କ ଦ୍ବାରା ଲୋକାଭିମୁଖୀ ଯୋଜନାର…
ଭୁବନେଶ୍ୱର, ୧୧-୯(ବ୍ୟୁରୋ):ପୂର୍ବଶତ୍ରୁତାକୁ କେନ୍ଦ୍ରକରି ମଞ୍ଚେଶ୍ୱର ଥାନା ରଙ୍ଗମାଟିଆ ଅଞ୍ଚଳରେ ମଙ୍ଗଳବାର ରାତିରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଅତି ବୀଭତ୍ସଭାବେ ହତ୍ୟା କରାଯାଇଛି। ଯୁବକ ଜଣକ ରଙ୍ଗମାଟିଆ ତଳସାହି…