ମେଟ୍ରୋ

ସ୍ତନ୍ୟପାନ: ବଦଳୁଛି ଓଡ଼ିଶାର ଚିତ୍ର

ଭୁବନେଶ୍ୱର, ୨।୮(ବ୍ୟୁରୋ) : ବିଶ୍ୱର ଏକତୃତୀୟାଂଶ ଶିଶୁ ଅପପୁଷ୍ଟି ଯୋଗୁ ୫ ବର୍ଷ ହେବା ପୂର୍ବରୁ ଆଖି ବୁଜିଥାନ୍ତି। ସନ୍ତାନ ପ୍ରସବ ହେବାର ଏକଘଣ୍ଟା ମଧ୍ୟରେ ସ୍ତନ୍ୟପାନ ବା…

7 years ago

ରାଜ୍ୟର ୬ ବ୍ଲକ ସମ୍ପୂର୍ଣ୍ଣ ଲବଣାକ୍ତ

ଭୁବନେଶ୍ୱର,୨।୮(ବ୍ୟୁରୋ) : ରାଜ୍ୟର ୬ଟି ବ୍ଲକ ସମ୍ପୂର୍ଣ୍ଣ ଲବଣାକ୍ତ। ଏହି ବ୍ଲକଗୁଡିକ ହେଉଛି- ଭଦ୍ରକର ଚାନ୍ଦବାଲି, ଜଗତ୍‌ସିଂହପୁରର ଏରସମା, କେପଡ଼ାର ମହାକାଳପଡ଼ା, ମାର୍ଶାଘାଇ, ରାଜନଗର ଏବଂ ରାଜକନିକା।…

7 years ago

ମିଶନ ଚନ୍ଦ୍ରୟାନ : ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ନେଇଥିଲେ ବୈଜ୍ଞାନିକ

ପୁରୀ ଅଫିସ, ୨।୮ : ମିଶନ ଚନ୍ଦ୍ରୟାନ-୨ର ସଫଳତା ପଛରେ ରହିଛି ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ଉପଦେଶ। ମହାକାଶ ବିଜ୍ଞାନ ବୈଦିକ…

7 years ago

ଆଗଭଳି ମିଳୁନି ତାଳପତ୍ର : ସଙ୍କଟରେ ତାଳପତ୍ର କାରିଗରଙ୍କ ଜୀବନ ଜୀବିକା, ନବକଳେବର ପାଇଁ ବି ଦେଖାଦେଇପାରେ ଅଭାବ

ପୁରୀ ଅଫିସ, ୨।୮ : ଦିନ ଥିଲା ତାଳପତ୍ର କାରିଗର ଭଲ ଦି ପଇସା ରୋଜଗାର କରୁଥିଲେ। ଖରାଦିନେ ବିଞ୍ଚଣା ଆଉ ବର୍ଷାଦିନେ ପଖିଆ ବ୍ୟବହାର କରୁଥିଲେ…

7 years ago

ଶ୍ରୀମନ୍ଦିରରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ : ଗୋଇନ୍ଦା ରିପୋର୍ଟ ପରେ ସୁରକ୍ଷା କଡ଼ାକଡ଼ି

ପୁରୀ ଅଫିସ, ୨।୮ : ଶ୍ରୀମନ୍ଦିର ଅସୁରକ୍ଷିତ। ଆତଙ୍କବାଦୀମାନେ ଶ୍ରୀମନ୍ଦିର ଉପରେ ଆକ୍ରମଣ କରିପାରନ୍ତି। ରାଜ୍ୟ ଗୋଇନ୍ଦା ବିଭାଗ ପକ୍ଷରୁ ଏମିତି ଏକ ରିପୋର୍ଟ ଗୁରୁବାର ପୁରୀ…

7 years ago

ଖୁବ୍‌ଶୀଘ୍ର ଗଠନ ହେବ ଜିଲା ଯୋଜନା କମିଟି

ଭୁବନେଶ୍ୱର,୧।୮(ବ୍ୟୁରୋ): ଖୁବ୍‌ଶୀଘ୍ର ଜିଲା ଯୋଜନା କମିଟି ଗଠନ ହେବ। ନିର୍ବାଚନ ଥିବାରୁ ଏହା ବିଳମ୍ବ ହୋଇଥିଲା। ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ଯୋଜନା ଓ…

7 years ago

୨୦୧୭ରୁ କେବିକେ ଯୋଜନା ବନ୍ଦ କରିଛି କେନ୍ଦ୍ର: ଏହି ଯୋଜନାରେ ରାଜ୍ୟ ସରକାର ପାଇଛନ୍ତି ୩୩୪୩. ୯୫ କୋଟି

ଭୁବନେଶ୍ୱର,୧।୮(ବ୍ୟୁରୋ): ଅବିଭକ୍ତ କୋରାପୁଟ, କଳାହାଣ୍ଡି, ବଲାଙ୍ଗୀର ଜିଲା ପାଇଁ କେନ୍ଦ୍ର ସରକାର ୧୯୯୮ରେ କେବିକେ ଯୋଜନା ଆରମ୍ଭ କରିଥିଲେ। ୨୦୧୭ରୁ ଏହି ଯୋଜନା ବନ୍ଦ ହୋଇଯାଇଛି। ରାଜ୍ୟ…

7 years ago

ଆଜିଠୁ ପାନ, ଗୁଟ୍‌ଖା ଖାଇ ଶ୍ରୀମନ୍ଦିରକୁ ପ୍ରବେଶ ମନା: ଧରାପଡିଲେ ୫୦୦ ଟଙ୍କା ଜରିମାନା

ପୁରୀ ଅଫିସ୍‌, ୧।୮:ଏଣିକି ପାନ ଖାଇ କେହି ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କେହି ବି ଧରାପଡ଼ିଲେ ସେମାନଙ୍କଠାରୁ ଜରିମାନା ଆଦାୟ…

7 years ago

ଘଡଘଡି ସହ ବର୍ଷା ସମ୍ଭାବନା, ୭ଟି ଜିଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର, ୧।୮(ବ୍ୟୁରୋ): ରାଜ୍ୟର କେତେକ ସ୍ଥାନରେ ଘଡଘଡ ସହ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଅପରାହ୍ଣ ୧ଟା ଯାଏ ସତର୍କ ରହିବାକୁ ୭ଟି ଜିଲାବାସୀଙ୍କୁ ଭୁବନେଶ୍ୱର…

7 years ago

ଷ୍ଟିଙ୍ଗ୍‌ ଅପରେଶନ୍‌ରେ ଧରାପଡ଼ିଲେ ଜେଇ

ବଲାଙ୍ଗୀର ଅଫିସ, ୧।୮: ବଲାଙ୍ଗୀର ଜିଲା ପୁଇଁନ୍ତଳା ବ୍ଲକ ଖଲିଆପାଲି ପଞ୍ଚାୟତର ଜଣେ ୱାର୍ଡମେମ୍ବରଙ୍କ ଷ୍ଟିଙ୍ଗ୍‌ ଅପରେଶନ୍‌ରେ ଲାଞ୍ଚ ନେଲାବେଳେ ଧରାପଡିଛନ୍ତି ବ୍ଲକର ଜେଇ(କନିଷ୍ଠ ଯନ୍ତ୍ରୀ) ସତ୍ୟନାରାୟଣ…

7 years ago