ମେଟ୍ରୋ

୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ। ପ୍ରାଥମିକ ପର୍ଯ୍ୟାୟରେ ଏହା ଦକ୍ଷିଣ ଓଡ଼ିଶାରେ ସକ୍ରିୟ ହେବା ପରେ ସାରା ଓଡ଼ିଶାକୁ …

7 years ago

ପ୍ରକାଶ ପାଇଲା ଯୁକ୍ତ ୩ ନାମଲେଖା ବିଜ୍ଞପ୍ତି: ଆବେଦନର ଶେଷ ତାରିଖ ଜୁଲାଇ ୮

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଯୁକ୍ତ ୩ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ତଦନୁଯାୟୀ ଛାତ୍ରୀଛାତ୍ରମାନେ ଆସନ୍ତା ୨୪ ତାରିଖରୁ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ଆବେଦନର ଶେଷ ତାରିଖ ହେଉଛି…

7 years ago

ବଢ଼ିବ ଚୁକ୍ତିଭିତ୍ତିକ ଡାକ୍ତରଙ୍କ କାର୍ଯ୍ୟକାଳ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦୁଇ ଦିନିଆ ସିଡିଏମ୍‌ଓ ସମ୍ମିଳନୀ ଚାଲିଛି। ଏହି ସମ୍ମିଳନୀର ଦ୍ୱିତୀୟ ଦିନରେ ଚୁକ୍ତିଭିତ୍ତିକ ଡାକ୍ତରଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯିବା ନେଇ ଘୋଷଣା କରାଯାଇଛି।…

7 years ago

ଓଭରବ୍ରିଜରେ ପିଟିହୋଇ ୨ ସାଙ୍ଗଙ୍କ ଜୀବନ ଗଲା, ଜଣେ ଗୁରୁତର

ପୁରୀ ଅଫିସ,୨୦ା୬ : ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି। ସଦର ଥାନା ଅନ୍ତର୍ଗତ ମାଳତୀପାଟପୁର ଓଭରବ୍ରିଜରେ ପିଟିହୋଇ ଦୁଇ ସାଙ୍ଗଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର…

7 years ago

ବଜ୍ରପାତରେ ଚାଷୀଙ୍କ ଜୀବନ ଗଲା

କାକଟପୁର,୨୦ା୬(ଡି.ଏନ୍‌.ଏ.) : ପୁରୀ ଜିଲା କାକଟପୁର ବ୍ଲକ ଲତାହରଣ ଗ୍ରାମରେ ଗୁରୁବାର ବଜ୍ରପାତ ଘଟି ଚାଷୀ ବାବାଜୀ ସାହୁ (୫୬)ଙ୍କ ଜୀବନ ଯାଇଛି। ମୃତ ବାବାଜୀ ନିଜ…

7 years ago

ଭୁବନେଶ୍ୱରେ ପହଞ୍ଚିଲା ଶହୀଦ ଅଜିତ୍‌ଙ୍କ ମରଶରୀର: ଶେଷଦର୍ଶନ କରି ଶ୍ରଦ୍ଧାଞ୍ଜଳି ଦେଲେ ରାଜ୍ୟପାଳ, ଜନ୍ମମାଟିରେ ହେବ ଶେଷକୃତ୍ୟ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ଓଡ଼ିଆ ଯବାନ ଅଜିତ୍‌ ସାହୁଙ୍କ ମରଶରୀର ଭୁବନେଶ୍ୱରରେ ପହଞ୍ଚିଛି। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ…

7 years ago

ବଦଳିଲା ନିଷ୍ପତ୍ତି, ଶୁକ୍ରବାର ଖୋଲିବ ସ୍କୁଲ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଶୁକ୍ରବାର ଖୋଲିବ ରାଜ୍ୟର ସମସ୍ତ ସ୍କୁଲ। ପାଗରେ ପରିବର୍ତ୍ତନ ତଥା ଖରା କମିଯିବାରୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ପ୍ରଥମେ…

7 years ago

ଶ୍ରୀମନ୍ଦିର ଜଗମୋହନର ଭିତର ଦୃଶ୍ୟ ଭାଇରାଲ

ପୁରୀ ଅଫିସ,୨୦ା୬: ଶ୍ରୀମନ୍ଦିର ପରିସର ମହାଲକ୍ଷ୍ମୀ ମନ୍ଦିର ଜଗମୋହନର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଜଣେ ପାଟରା ସେବାୟତ ଚତୁର୍ଦ୍ଧା ବିଗ୍ରହଙ୍କ ଲାଗି ପଇତା ତିଆରି…

7 years ago

ଫଳ ଗୋଦାମ, ଦୋକାନରେ ସିଏମ୍‌ସିର ଚଢାଉ: ଯାଞ୍ଚ ପାଇଁ ଲିଚୁକୋଳିର ନମୁନା ସଂଗ୍ରହ

କଟକ ଅଫିସ,୨୦ା୬: ବିହାରରେ ମସ୍ତିଷ୍କ ଜ୍ୱରରେ ଶତାଧିକ ଶିଶୁଙ୍କ ଜୀବନହାନି ଘଟିଛି। ହେଲେ ଏହା ପଛର କାରଣ ସ୍ପଷ୍ଟ ହୋଇ ନ ଥିଲେ ସୁଦ୍ଧା ଲିଚୁରେ ଥିବା…

7 years ago

କ୍ୟାପିଟାଲ ହସ୍ପିଟାଲ ମର୍ଗ ଫ୍ରିଜର ଅଚଳ: ମୃତଦେହ ଗନ୍ଧରେ ଫାଟିପଡୁଛି ହସ୍ପିଟାଲ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟର ପ୍ରମୁଖ ସରକାରୀ ଚିକିତ୍ସାଳୟ କ୍ୟାପିଟାଲ ହସ୍ପିଟାଲର ଶବ ସଂରକ୍ଷଣ ଗୃହ (ମର୍ଗ) ଏବେ ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ମର୍ଗରେ ଥିବା ଦୁଇଟି ଫ୍ରିଜର ଗୋଟିକ…

7 years ago