ମେଟ୍ରୋ

କ୍ୟାପିଟାଲ ହସ୍ପିଟାଲ ମର୍ଗ ଫ୍ରିଜର ଅଚଳ: ମୃତଦେହ ଗନ୍ଧରେ ଫାଟିପଡୁଛି ହସ୍ପିଟାଲ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟର ପ୍ରମୁଖ ସରକାରୀ ଚିକିତ୍ସାଳୟ କ୍ୟାପିଟାଲ ହସ୍ପିଟାଲର ଶବ ସଂରକ୍ଷଣ ଗୃହ (ମର୍ଗ) ଏବେ ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ମର୍ଗରେ ଥିବା ଦୁଇଟି ଫ୍ରିଜର ଗୋଟିକ…

7 years ago

ପୂର୍ବାଞ୍ଚଳ ବିମାନବନ୍ଦରଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ(ଏଏଆଇ) ପକ୍ଷରୁ ବୁଧବାର ପୂର୍ବ ଭାରତରେ ଥିବା ବିମାନବନ୍ଦରଗୁଡ଼ିକର ଆଞ୍ଚଳିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ବିମାନବନ୍ଦର ସମ୍ମିଳନୀ କକ୍ଷରେ…

7 years ago

ଶ୍ରୀମନ୍ଦିର ମରାମତି କାମ ଅନୁଧ୍ୟାନ କଲେ ଆମିକସ୍‌ କ୍ୟୁରି: ହାଇକୋର୍ଟରେ ଦାଖଲ କରିବେ ସତ୍ୟପାଠ

ପୁରୀ ଅଫିସ,୨୦ା୬: ଶ୍ରୀମନ୍ଦିର ମରାମତି କାର୍ଯ୍ୟର ତଦାରଖ ପାଇଁ ହାଇକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍‌କ୍ୟୁରି ଇଂ. ଏନ୍‌.କେ. ମହାନ୍ତି ବୁଧବାର ଶ୍ରୀମନ୍ଦିରକୁ ଆସି ବିଭିନ୍ନ କାମର ଅନୁଧ୍ୟାନ…

7 years ago

ସ୍ନାନବେଦିରେ ବିଶୃଙ୍ଖଳା ଘଟଣା: ସିସିଟିଭି ଯାଞ୍ଚ କରିବ ଶ୍ରୀମନ୍ଦିର ପ୍ରଶାସନ

ପୁରୀ ଅଫିସ,୨୦ା୬: ସ୍ନାନପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସ୍ନାନ ନୀତି ସମ୍ପନ୍ନ ହୋଇଛି। ତେବେ ଶ୍ରୀମନ୍ଦିର ପ୍ରଶାସନର କଟକଣା ସତ୍ତ୍ବେ ସ୍ନାନବେଦିରେ ବିଶୃଙ୍ଖଳା ହୋଇଛି। ସଂଖ୍ୟାଧିକ ସେବାୟତ ପ୍ରଶାସନର ନୀତିନିୟମକୁ…

7 years ago

ଅଜଣା ବ୍ୟାଧି

ଅଜଣା ବ୍ୟାଧି ଗ୍ରାସ କରିଛି ଜିଲାକୁ। ସଚେତନତା ହେଉଛି ଏହାର ଏକମାତ୍ର ମହୌଷଧି। ହେଲେ ଏହା ପହଞ୍ଚିପାରୁନି ଦୁର୍ନୀତି କବଳିତ ବ୍ୟକ୍ତିବିଶେଷଙ୍କ ପାଖରେ। ଫଳସ୍ବରୂପ ଡିଅଁ।ରୋଗ ପରି…

7 years ago

ଅଣସର ଘରେ ମହାପ୍ରଭୁ: କମିଲା ଶ୍ରୀମନ୍ଦିର ହୁଣ୍ଡି ଅର୍ଥ

ପୁରୀ ଅଫିସ,୨୦ା୬: ସ୍ନାନପୂର୍ଣ୍ଣିମାରେ ୧୦୮ ଗଡ଼ୁ ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଚାଲିଛି ଦାରୁବିଗ୍ରହଙ୍କ ଗୁପ୍ତ ସେବା। ଦଇତାପତି…

7 years ago

ଜେଲ୍‌ ଯିବେ ନିଶାଗ୍ରସ୍ତ ଡ୍ରାଇଭର

ଭୁବନେଶ୍ୱର, ୨୦ା୬(ବ୍ୟୁରୋ): ନିଶାଦ୍ରବ୍ୟ ସେବନ କରି ଗାଡ଼ି ଚଳାଉଥିବା ଡ୍ରାଇଭରମାନଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ଧରାପଡିଲେ ଏଣିକି ଜେଲ ଯିବାକୁ ପଡିବ। କେବଳ ଜରିମାନା ଆଦାୟ…

7 years ago

ପରାଜିତ ଯାଇ ନ ପାରନ୍ତି ରାଜ୍ୟ ସଭା

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟ ସଭାରେ ଖାଲି ହୋଇଥିବା ଓଡିଶାର ୩ ଆସନକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜୋର୍‌ ଧରିଛି। ବିଧାନସଭା ସଂଖ୍ୟା ଦୃଷ୍ଟିରୁ ଦେଖିଲେ ଏହି ୩ଟି…

7 years ago

ଅପରାଧରେ ବୁଡ଼ିଛନ୍ତି ୯୪୭ ପୋଲିସ ଅଧିକାରୀ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଜନସାଧାରଣଙ୍କ ଧନଜୀବନ ସୁରକ୍ଷା ଦେବା ପୋଲିସର କର୍ତ୍ତବ୍ୟ। ଦୁର୍ନୀତି, ଅପରାଧ ଏବଂ ଅସଦାଚରଣ ଭଳି କୁତ୍ସିତ କାର୍ଯ୍ୟକଳାପ ଉପରେ ଲଗାମ ଲଗାଇବାକୁ ପ୍ରଶାସନିକ ସ୍ତରରେ ପୋଲିସ…

7 years ago

ଶୁକ୍ରବାର ଯୁକ୍ତ୨ କଳା, ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାଫଳ ଶୁକ୍ରବାର ଅପରାହ୍ନ ସାଢ଼େ ୩ଟାରେ ପ୍ରକାଶ ପାଇବ। ସୂଚନା…

7 years ago