ମେଟ୍ରୋ

‘ଆଇଏଏସ୍‌ ନୁହେଁ, ଯନ୍ତ୍ରୀ ହୁଅନ୍ତୁ ପୂର୍ତ୍ତ ସଚିବ’

ଭୁବନେଶ୍ୱର,୨୩।୭(ବ୍ୟୁରୋ): ପୂର୍ତ୍ତ ବିଭାଗ ଏକ ଗୁରୁତ୍ୱପୂର୍ଣ୍ଣ ବିଭାଗ। ନିର୍ମାଣ ସମ୍ବନ୍ଧିତ ଏହି ବିଭାଗ ହୋଇଥିବାରୁ, ଏହାର ପ୍ରଶାସନିକ ମୁଖ୍ୟଭାବେ ଜଣେ ଯନ୍ତ୍ରୀଙ୍କୁ ଦାୟିତ୍ୱ ଦିଆଯାଇଥାଏ। ହେଲେ ରାଜ୍ୟରେ…

7 years ago

ଅନୁଗୋଳରେ ନାବାଳିକା ବଳାତ୍କାର ଘଟଣା: ୧୫ ଲକ୍ଷ କ୍ଷତିପୂରଣ ପାଇଁ ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ପରିବାର ଲୋକଙ୍କ ସହ ଶୋଇଥିବା ଜଣେ ୮ ବର୍ଷୀୟା ନାବାଳିକାଙ୍କୁ ଉଠାଇ ନେଇ ବଳାକତ୍ାର କରିବା ଘଟଣା ରବିବାର ଅନୁଗୋଳ ସହରକୁ ସ୍ତବ୍ଧ କରିଦେଇଥିଲା।…

7 years ago

ମଦ ଦୋକାନୀଙ୍କୁ ପୁରସ୍କାର ପ୍ରସଙ୍ଗ, ସରକାରୀ ନିଷ୍ପତ୍ତି ହୋଇନାହିଁ : ମନ୍ତ୍ରୀ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଭଲ ରାଜସ୍ବ ପ୍ରଦାନ କରୁଥିବା ମଦ ଦୋକାନୀଙ୍କୁ ପୁରସ୍କାର ଦେବା କଥା ନେଇ ସରକାର କୌଣସି ନିଷ୍ପତ୍ତି ନେଇନାହାନ୍ତି। ଷ୍ଟାଣ୍ଡିଂ କମିଟି ପକ୍ଷରୁ ଏନେଇ କେବଳ…

7 years ago

ଗୃହରେ ଉତ୍ତର ରଖିଲେ ଅର୍ଥମନ୍ତ୍ରୀ: ୪୫,୫୦୦ କୋଟି ରାଜସ୍ବ ଆଦାୟ ଲକ୍ଷ୍ୟ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷ(୨୦୧୯-୨୦)ରେ ରାଜ୍ୟର ନିଜସ୍ବ ରାଜସ୍ବ ବାବଦକୁ ମୋଟ ୪୫,୫୦୦ କୋଟି ଟଙ୍କା ଆଦାୟ ପାଇଁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ତନ୍ମଧ୍ୟରୁ ଟିକସ ବାବଦକୁ ୩୩,୦୦୦…

7 years ago

ବିରୋଧୀଙ୍କ ଅନୁପସ୍ଥିତିରେ ଏସ୍‌ସି ଏସ୍‌ଟି ବିଭାଗ ଖର୍ଚ୍ଚ ଦାବି ଗୃହୀତ

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ବିଧାନସଭାରେ ସୋମବାର ଅନୁସୂଚିତ ଜାତି ଓ ଜନଜାତି (ଏସ୍‌ସିଏସ୍‌ଟି) ଉନ୍ନୟନ ବିଭାଗ ୨୦୧୯-୨୦ ଆର୍ଥିକବର୍ଷ ପାଇଁ ଖର୍ଚ୍ଚ ଦାବି ଗୃହୀତ କରିଛନ୍ତି। ବାରମ୍ବାର ବିରୋଧୀଙ୍କ…

7 years ago

ବିଧାନସଭା ପ୍ରଶ୍ନକାଳରେ ସ୍ବାସ୍ଥ୍ୟ ପ୍ରସଙ୍ଗରେ ଆଲୋଚନା: ଡାକ୍ତର ଅଭାବ ଦୂର ପାଇଁ ମନ୍ତ୍ରୀ ଦେଲେ ପ୍ରତିଶ୍ରୁତି

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଆଦିବାସୀ ଅଧ୍ୟୁଷିତ କୋରାପୁଟ ଜିଲାରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ନାଁରେ ଏକ ମେଡିକାଲ କଲେଜ ଏବଂ ହସ୍ପିଟାଲ କରାଯାଇଛି। ହେଲେ ସେଠାରେ ସାମାନ୍ୟତମ ଚିକିତ୍ସା ସୁବିଧା…

7 years ago

ମହିଳାଙ୍କୁ ନିଶା ଦେଇ ବଳାତ୍କାର, ବ୍ଲାକ୍‌ମେଲ୍‌ ଘଟଣା: ଜେଲ୍‌ ଗଲେ ଅଭିଯୁକ୍ତ

ଭୁବନେଶ୍ୱର, (ବ୍ୟୁରୋ)/ପୁରୀ ଅଫିସ, ୨୩।୭: ପୁରୀର ଜଣେ ମହିଳାଙ୍କୁ ପାଣିରେ ନିଶା ଦେଇ ଭୁବନେଶ୍ୱରର ଏକ ହୋଟେଲରେ ବଳାକତ୍ାର କରିବା ଓ ପରେ ଅଶ୍ଳୀଳ ଭିଡିଓ ଦେଖାଇ…

7 years ago

ଚିନ୍ତା ବଢ଼ାଇଲାଣି ସ୍ବଳ୍ପ ବୃଷ୍ଟି

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ଚଳିତ ବର୍ଷ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ରାଜ୍ୟରେ ମରୁଡ଼ି ପରିସ୍ଥିତି ଉପୁଜିଲାଣି। ବର୍ଷା ଅଭାବରୁ ଅନେକ ସ୍ଥାନରେ ଚାଷ ଉଜୁଡ଼ି ଗଲାଣି। ଅନେକ ଅଞ୍ଚଳରେ…

7 years ago

ମୋ ସ୍କୁଲ ଯୋଜନାରେ ଆଉ ୫୦୮ ବିଦ୍ୟାଳୟ ସାମିଲ

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଗୋଷ୍ଠୀ-ସମ୍ପୃକ୍ତ ଶିକ୍ଷା କାର୍ଯ୍ୟକ୍ରମ ‘ମୋ ସ୍କୁଲ’ ଯୋଜନାରେ ୧୬ଟି ଜିଲାର ଆଉ ୫୦୮ଟି ବିଦ୍ୟାଳୟକୁ ସାମିଲ କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ଅନୁଗୋଳ,…

7 years ago

୮ ଶ୍ରେଣୀ ପାଇଁ ଲାଗୁ ହେବ ପାସ୍‌ ଫେଲ୍‌ ବ୍ୟବସ୍ଥା

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଛାତ୍ରୀଛାତ୍ରଙ୍କ ପାଇଁ ନୂଆ ବ୍ୟବସ୍ଥା ଆସିବାକୁ ଯାଉଛି। ୨୦୦୯ ପୂର୍ବରୁ ଛାତ୍ରୀଛାତ୍ରମାନେ ବାର୍ଷିକ ପରୀକ୍ଷା ଦେଇ ଆସୁଥିଲେ।…

7 years ago