ମେଟ୍ରୋ

କାରରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜଧାନୀରେ ଦିନକୁଦିନ ପୋଲିସକୁ ଚ୍ୟାଲେଞ୍ଜ ଦେଇ ଅପରାଧୀମାନଙ୍କ ଲୁଟପାଟ ବଢିବାରେ ଲାଗିଛି। ପାସ୍‌ପୋର୍ଟ ଅଫିସ ନିକଟରେ ବୁଧବାର ଅପରାହ୍ନରେ ଜଣେ ଇଞ୍ଜିନିୟରଙ୍କ କାରରୁ ଲକ୍ଷାଧିକ ଟଙ୍କାର…

7 years ago

ଆଜି ନବମୀ ସନ୍ଧ୍ୟା ଦର୍ଶନ

ପୁରୀ ଅଫିସ,୧୧।୭: ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ପହଞ୍ଚତ୍ଛନ୍ତି ତିନିରଥ। ମଙ୍ଗଳବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଦକ୍ଷିଣ ମୋଡ଼ କରାଯାଇ…

7 years ago

ସ୍ବପ୍ନରେ ବିଶ୍ୱସ୍ତରୀୟ ଟର୍ମିନାଲ

୧୮୦ କୋଟି ଟଙ୍କା ବ୍ୟୟରେ ସ୍ମାର୍ଟସିଟିର ସ୍ମାର୍ଟ ବସ୍‌ ଟର୍ମିନାଲ ରୂପ ନେଇଥାନ୍ତା ବରମୁଣ୍ଡା ବସ୍‌ଷ୍ଟାଣ୍ଡ। ବିଶ୍ୱସ୍ତରୀୟ ବସ୍‌ଷ୍ଟାଣ୍ଡ ଭାବେ ଏହାକୁ ଗଢି ତୋଳାଯାଇଥାନ୍ତା। ୨୦୧୯ ଏପ୍ରିଲ୍‌…

7 years ago

ଓଏସ୍‌ଆର୍‌ଟିସି କର୍ମଚାରୀଙ୍କ ଆନ୍ଦୋଳନ ପ୍ରତ୍ୟାହାର

କଟକ ଅଫିସ,୧୧।୭: ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍‌ଆର୍‌ଟିସି)ର କାର୍ଯ୍ୟରତ କର୍ମଚାରୀମାନେ ଗତ ଏପ୍ରିଲରୁ ଦରମା ପାଇନାହାନ୍ତି। ଏହା ବିରୋଧରେ ମଙ୍ଗଳବାରଠାରୁ କର୍ମଚାରୀମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ…

7 years ago

ଡାକ୍ତରୀ ଛାତ୍ରଙ୍କ ପାଇଁ ଲାଗୁ ହେବ ବଣ୍ଡ୍‌ ବ୍ୟବସ୍ଥା

ସମ୍ବଲପୁର,୧୧।୭ (ବ୍ୟୁରୋ): ଏଣିକି ଡାକ୍ତରୀ ଛାତ୍ରଙ୍କ ପାଇଁ ଆର୍ଥତ୍କ ବଣ୍ଡ୍‌ ବ୍ୟବସ୍ଥା ଲାଗୁ ହେବ। ଉତ୍ତୀର୍ଣ୍ଣ ହେବା ପରେ ସେମାନଙ୍କ ସହ ଚୁକ୍ତି କରାଯିବ। ଓଡ଼ିଶାର ବିଭିନ୍ନ…

7 years ago

ପ୍ରଧାନମନ୍ତ୍ରୀ, ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ୨୦୧୯-୨୦ ଆର୍ଥିକବର୍ଷ ପାଇଁ କେନ୍ଦ୍ରୀୟ ରେଳ ବଜେଟରେ ରାଜ୍ୟକୁ ପୂର୍ବାପେକ୍ଷା ଅଧିକ ଅର୍ଥ ମିଳିବାକୁ ଯାଉଛି। କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଆସିବା…

7 years ago

ସନ୍ଧ୍ୟା ଦର୍ଶନ କଟକଣା: ଗର୍ଭଗୃହକୁ ଯାଇପାରିବେନି ଭକ୍ତ

ପୁରୀ ଅଫିସ,୧୧।୭: ଆଡ଼ପମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାବିଗ୍ରହ। ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି କୃତାର୍ଥ ହେଉଛନ୍ତି ଶ୍ରଦ୍ଧାଳୁ। ଗୁରୁବାର ସନ୍ଧ୍ୟା ଦର୍ଶନ। ନବମୀ ତିଥିରେ…

7 years ago

୧୫ ଯାଏ ହାଲୁକା ବର୍ଷା

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ ମୌସୁମୀ ବାୟୁ ଦୁର୍ବଳ ରହିଛି। କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେଉଥିବା ବେଳେ ଅନ୍ୟ କେତେକ ସ୍ଥାନରେ ଆଦୌ ବର୍ଷା ହେଉ…

7 years ago

ବସ୍‌ରେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣା: ଡ୍ରାଇଭର, ହେଲ୍‌ପରଙ୍କ ଲାଇସେନ୍ସ ରଦ୍ଦ

ପୁରୀ ଅଫିସ/କଟକ ଅଫିସ, ୧୧।୭: ପୁରୀ ବସ୍‌ଷ୍ଟାଣ୍ଡ ପରିସରସ୍ଥ ଏକ ଘରୋଇ ବସ୍‌ ଭିତରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣାକୁ ବିଭିନ୍ନ ମହଲରେ ଦୃଢ ନିନ୍ଦା…

7 years ago

ଓ୍ବାଟର୍‌ ସ୍ପୋର୍ଟସର ବିକାଶ ପାଇଁ ପ୍ରୟାସ

ଭୁବନେଶ୍ୱର,୧୧।୭(ବ୍ୟୁରୋ) : ରାଜ୍ୟରେ ଓ୍ବାଟର୍‌ ସ୍ପୋର୍ଟସ ତଥା ଲିଜର୍‌ ଓ ରିକ୍ରିଏଶନ୍‌ ଟୁରିଜିମ୍‌ର ବ୍ୟାପକତା ପାଇଁ ପଦକ୍ଷେପ ନେଇଛି ରାଜ୍ୟ ପର୍ଯ୍ୟଟନ ବିଭାଗ। ସ୍ପୋର୍ଟସ ଟୁରିଜିମ୍‌ ପରେ…

7 years ago