ମେଟ୍ରୋ

ଚାଷୀଙ୍କ ପାଖରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାବୁଡରେ ପଡିଗଲେ ୨ କୃଷି ଅଧିକାରୀ

ଭୁବନେଶ୍ୱର,୨୩।୨: ଭିଜିଲାନ୍ସ ଜାଲରେ ୨ କୃଷି ଅଧିକାରୀ। ଲାଞ୍ଚ ନେବାବେଳେ ଉମରକୋଟ ସହକାରୀ କୃଷି ଅଧିକାରୀ ନୀଳକଣ୍ଠ ପରିଡ଼ା ଓ ଟେକ୍ନୋଲୋଜି ମ୍ୟାନେଜର ସୁରେନ୍ଦ୍ର ବୁନ୍ଦେଲା ଭିଜିଲାନ୍ସ…

10 months ago

ପ୍ରୟାଗରାଜରେ ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାବାସୀଙ୍କ ପାଇଁ କଲେ ମଙ୍ଗଳକାମନା

ଭୁବନେଶ୍ୱର,୨୩।୨: ୩ ଦିନିଆ ଉତ୍ତରପ୍ରଦେଶ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହିପରିପ୍ରେକ୍ଷୀରେ ରବିବାର ମୁଖ୍ୟମନ୍ତ୍ରୀ ପ୍ରୟାଗରାଜ ମହାକୁମ୍ଭ ମେଳାରେ ଅଂଶଗ୍ରହଣ କରି ପରିବାର ସହିତ…

10 months ago

ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ସଭାପତି

ଭୁବନେଶ୍ୱର,୨୩।୨: ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ସଭାପତି। ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ କରିଥିଲେ ପଙ୍କଜ। ବବି ଦାସଙ୍କ ଇସ୍ତଫା ପରେ ଏହି ଆସନ ଖାଲିପଡିଥିଲା।…

10 months ago

ଆଗାମୀ ୨ ଦିନ ପର୍ଯ୍ୟନ୍ତ ବର୍ଷା

ଭୁବନେଶ୍ୱର,୨୩।୨: ରାଜ୍ୟରେ ତାତି ବଢ଼ିବା ବେଳେ ଝଡ଼ବର୍ଷା ସାମାନ୍ୟ ଆଶ୍ବସ୍ତି ଆଣିଦେଇଛା । ଆଗାମୀ ୨ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବ ବୋଲି ପାଣିପାଗ…

10 months ago

ପୁଣି ପଳାସୁଣୀ ଛକ ନେଲା ମୁଣ୍ଡ: ବ୍ୟକ୍ତିଙ୍କ ଉପରେ ମାଡ଼ିଗଲା ତିନି ଟ୍ରକ୍

ଭୁବନେଶ୍ୱର, ୨୩।୨: ଏକ ଦୁଃଖଦ ଘଟଣାରେ, ଶନିବାର ବିଳମ୍ବିତ ରାତିରେ ଭୁବନେଶ୍ୱରର ପଳାସୁଣୀ ଛକରେ ତିନୋଟି ଟ୍ରକ୍ ଜଣେ ଉପରେ ଚଢ଼ିଯିବାରୁ ତାଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ…

10 months ago

୩ ଦିନିଆ ୟୁପି ଗସ୍ତରେ ମୁଖ୍ୟମନ୍ତ୍ରୀ: ପ୍ରୟାଗରାଜ କୁମ୍ଭମେଳାରେ ବୁଡ଼ ପକାଇବେ

ଭୁବନେଶ୍ୱର, ୨୩।୨: ରବିବାରଠାରୁ ଉତ୍ତର ପ୍ରଦେଶକୁ ତିନି ଦିନିଆ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରୟାଗରାଜରେ ମହାକୁମ୍ଭ ମେଳାରେ ଅଂଶଗ୍ରହଣ କରିବେ। ସୂତ୍ର ଅନୁଯାୟୀ…

10 months ago

ଏନ୍‌ଇପିର ଭାଷା ନୀତିକୁ ନେଇ ବିବାଦ

କେନ୍ଦ୍ର ସରକାରଙ୍କ ଜାତୀୟ ଶିକ୍ଷା ନୀତି(ଏନ୍‌ଇପି)-୨୦୨୦ରେ ବିଦ୍ୟାଳୟଗୁଡ଼ିକରେ ୩ ଭାଷା ନୀତି ଉପରେ ଗୁରୁତ୍ୱ ଦିଆଯାଇଛି। ପ୍ରତ୍ୟେକ ରାଜ୍ୟରେ ମାତୃଭାଷା କିମ୍ବା ଆଞ୍ଚଳିକ ଭାଷାକୁ ପ୍ରଥମ ଭାଷା…

10 months ago

KIIT ଜମି….,ଜବରଦଖଲ ଜମିକୁ ଅବରୋଧମୁକ୍ତ କରିବାକୁ ସ୍ପେଶାଲ ଡ୍ରାଇଭ ହେବ: ମନ୍ତ୍ରୀ ହରିଚନ୍ଦନ

ଭୁବନେଶ୍ୱର,୨୩ା୨(ସୁନିତ୍‌ ମିଶ୍ର): କିଟ୍‌ରେ ନେପାଳ ଛାତ୍ରୀଙ୍କ ମୃତ୍ୟୁ ଘଟଣା ପରେ କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅନେକ ଜମି ଦୁର୍ନୀତି କରାଯାଇଥିବା ଅଭିଯୋଗ ମଧ୍ୟ ଉଠିଛି। ଏହି ଘଟଣାରେ…

10 months ago

‘ରହିଛି ପାର୍ଥକ୍ୟ’, ଓଡ଼ିଶା ସିଭିଲ ସର୍ଭିସ୍‌ ପେନ୍‌ସନ ରୁଲ୍‌ ଉପରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ

ନୂଆଦିଲ୍ଲୀ,୨୩ା୨: ଓଡ଼ିଶା ସିଭିଲ୍‌ ସର୍ଭିସେସ୍‌ (ପେନ୍‌ସନ) ନିୟମାବଳୀ, ୧୯୯୨ ଅନୁଯାୟୀ ଓ୍ବାର୍କଚାର୍ଜଡ କର୍ମଚାରୀ ଏବଂ ଠିକା କର୍ମଚାରୀଙ୍କ ମଧ୍ୟରେ ସ୍ପଷ୍ଟ ପାର୍ଥକ୍ୟ ରହିଥିବା ସୁପ୍ରିମକୋର୍ଟ କହିଛନ୍ତି। ଓଡ଼ିଶା…

10 months ago

ଏସ୍‌ଏଚ୍‌ଜି ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଋଣର ସୁଧ ଫେରାଇବେ ସରକାର

ଭୁବନେଶ୍ୱର, ୨୩ା୨(ବନ୍ଦନା ସେଠୀ): ଓଡ଼ିଶାରେ ଭାଜପା କ୍ଷମତାସୀନ ହେବା ପରଠୁ ମହିଳା ସଶକ୍ତୀକରଣ ଦିଗରେ ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ପଦକ୍ଷେପ ନେଇଚାଲିଛନ୍ତି। ଏହି କ୍ରମରେ…

10 months ago