ମେଟ୍ରୋ

ଦୁଇଦିନ ପ୍ରବଳ ବର୍ଷା : ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର, ୧୨ା୮(ବ୍ୟୁରୋ) : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ସୋମବାର ସକାଳେ ଏହା ଲଘୁଚାପର ରୂପ ନେବ। ପ୍ରଭାବରେ ରବିବାରଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ…

7 years ago

ଦମ୍ପତିଙ୍କ ସନ୍ଦେହଜନକ ମୃତ୍ୟୁ ୫ ଦିନ ପରେ ଗଳିତ ମୃତଦେହ ଜବତ

ନିମାପଡ଼ା,୧୧।୮(ଡି.ଏନ୍‌.ଏ.)- ନିମାପଡ଼ା ଥାନା ଅନ୍ତର୍ଗତ ରେଞ୍ଚ ମହାନ୍ତିସାହି ଗ୍ରାମରୁ ରବିବାର ଅପରାହ୍ନରେ ଏକ ଦମ୍ପତିଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। କିଛିଦିନ ପୂର୍ବରୁ ଏହି ଘଟଣା…

7 years ago

ସିଂହଦ୍ୱାର ସମ୍ମୁଖରେ ସାଂସ୍କୃତିକ, ଆଧ୍ୟାତ୍ମିକ କାର୍ଯ୍ୟକ୍ରମ:ଘୋଡ଼ା ନାଚରେ କମ୍ପିଲା ବଡ଼ଦାଣ୍ଡ

ପୁରୀ ଅଫିସ, ୧୧ା୮: ସିଂହଦ୍ୱାର ସମ୍ମୁଖରେ ପୁଣି ଜମିଲା ରବିବାରିଆ ସକାଳ। ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସୁଥିବା ଭକ୍ତ ସାଉଣ୍ଟିଥିଲେ ନିଆରା ଅନୁଭୂତି। ଭାବ ଭକ୍ତିର ସାଂସ୍କୃତିକ…

7 years ago

ପୁରୀ ପ୍ରଶାସନ ପାଇଁ ଅଳିଆ ଅଡୁଆ: ସଫେଇ ଚାଲିଛି, ପକାଇବାକୁ ଜାଗା ନାହିଁ

ପୁରୀ ଅଫିସ, ୧୧ା୮: ଆଇକନିକ୍‌ ସହର ପୁରୀକୁ ସ୍ବଚ୍ଛ ରଖିବା ପାଇଁ ହେଉଥିବା ପ୍ରୟାସକୁ ସମସ୍ତେ ପ୍ରଶଂସା କରୁଛନ୍ତି। ଏଭଳି ମହତ ଉଦ୍ଦେଶ୍ୟରେ ପ୍ରଶାସନିକ ଅଧିକାରୀ, ବିଭିନ୍ନ…

7 years ago

ବନ୍ୟା କ୍ଷୟକ୍ଷତି ରିପୋର୍ଟ ମାଗିଲେ ଏସ୍‌ଆର୍‌ସି:୧୭ ସୁଦ୍ଧା ରିପୋର୍ଟ ଦେବାକୁ ୯ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୧ା୮(ବ୍ୟୁରୋ)- ରାଜ୍ୟରେ ବର୍ଷା ଓ ବନ୍ୟା ଜନିତ କ୍ଷୟକ୍ଷତି ନେଇ ୯ ଜିଲାର ଜିଲାପାଳଙ୍କୁ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି) ବିଷ୍ଣୁପଦ ସେଠୀ ରିପୋର୍ଟ ମାଗିଛନ୍ତି। ଆସନ୍ତା…

7 years ago

ସାଇ ଇଣ୍ଟରନ୍ୟାଶନାଲ ସ୍କୁଲକୁ ‘ଇମର୍ଜିଂ ସ୍କୁଲ ଅଫ୍‌ ଦ ଇୟର’ ସମ୍ମାନ

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ଗୁଣାତ୍ମକ ଶିକ୍ଷା ପଦ୍ଧତି ଓ ପ୍ରଦାନ ପାଇଁ ଶନିବାର ସାଇ ଇଣ୍ଟରନ୍ୟାଶନାଲ ସ୍କୁଲକୁ ‘ଇମର୍ଜିଂ ସ୍କୁଲ୍‌ ଅଫ୍‌ ଦ ଇୟର’ ସମ୍ମାନ ପ୍ରଦାନ କରାଯାଇଛି।…

7 years ago

ଏକ୍ସପାଏରୀ ମେଡିସିନ ଖାଇ ଯକ୍ଷ୍ମାରୋଗୀ ମୃତ୍ୟୁ ଘଟଣା: ୩ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ୨୦୧୭ ଡିସେମ୍ବର ୩୧ରେ ଏକ୍ସପାଏରୀ ମେଡିସିନ ଖାଇ ଯକ୍ଷ୍ମାରେ ଆକ୍ରାନ୍ତ କଟକ ରାଜାବଗିଚା ଅଞ୍ଚଳର ଗୁଡି ନାୟକ (୨୦)ଙ୍କ ମୃତ୍ୟୁ ଘଟିଥିଲା। ଏହି ମାମଲାର…

7 years ago

ଆର୍‌ପିଏଫ୍‌ର ଅପରେଶନ ‘ଇଷ୍ଟ୍‌କୋଷ୍ଟ ରେଲ୍‌ଓ୍ବେ ଥଣ୍ଡର’: ବେଆଇନ ଟିକେଟ ବିକ୍ରି, ୬ ଗିରଫ

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ଭୁବନେଶ୍ୱର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ପକ୍ଷରୁ ଆରମ୍ଭ ହୋଇଛି ଅପରେଶନ ‘ଇଷ୍ଟ୍‌କୋଷ୍ଟ ରେଲ୍‌ଓ୍ବେ ଥଣ୍ଡର’। ଶନିବାର ଏକ ସ୍ବତନ୍ତ୍ର ଟିମ୍‌ ବିଭିନ୍ନ ସ୍ଥାନରେ…

7 years ago

୧୨ରେ ନନ୍ଦନକାନନ ପାଳିବ ବିଶ୍ୱ ହସ୍ତୀ ଦିବସ

ବାରଙ୍ଗ,୧୧।୮(ଡି.ଏନ୍‌.ଏ.): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୧୨ ତାରିଖ ତଥା ସୋମବାର ୫ମ ଥର ପାଳନ ହେବ ବିଶ୍ୱ ହସ୍ତୀ ଦିବସ। ଏହି ଦିନ ନନ୍ଦନକାନନ ବନ୍ଦ ଥିବାରୁ…

7 years ago

ଆଜି ରାଜ୍ୟସ୍ତରୀୟ ସତ୍‌ସଙ୍ଗ କର୍ମୀ ସମ୍ମିଳନୀ: ଯୋଗଦେବେ ପୂଜନୀୟ ବାବାଇଦା

ଭୁବନେଶ୍ୱର,୧୧।୮(ବ୍ୟୁରୋ): ସ୍ଥାନୀୟ ସତ୍‌ସଙ୍ଗ ବିହାରଠାରେ ରବିବାର ରାଜ୍ୟସ୍ତରୀୟ ସତ୍‌ସଙ୍ଗ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହେବ। ଏଥିରେ ସତ୍‌ସଙ୍ଗର ପ୍ରଶାସକ ପୂଜନୀୟ ଅର୍କଦ୍ୟୁତି ଚକ୍ରବର୍ତ୍ତୀ ‘ବାବାଇଦା’ଙ୍କର ଉଦ୍‌ବୋଧନ ଦେବାର…

7 years ago