ମେଟ୍ରୋ

ରାଜ୍ୟ ଭାଜପାର ନିର୍ବାଚନୀ ସମୀକ୍ଷା

ଭୁବନେଶ୍ୱର, ୧୦।୬(ବ୍ୟୁରୋ) : ୨୦୧୯ ସାଧାରଣ ନିର୍ବାଚନରେ ଭାଜପା ରାଜ୍ୟରେ ପୂର୍ବାପେକ୍ଷା ଭଲ ପ୍ରଦର୍ଶନ କରିପାରିଛି। ଦଳ ରାଜ୍ୟରେ ସରକାର ଗଠନ କରିବାର ଯେଉଁ ଦମ୍ଭୋକ୍ତି ଦେଖାଇଥିଲା,…

7 years ago

ପୁଣି ଲେଉଟିଲା ତାତି : ୪୦ ଡିଗ୍ରୀ ଟପିଲା ୯ ସହର

ଭୁବନେଶ୍ୱର,୧୦।୬(ବ୍ୟୁରୋ) : ପୁଣି ତାତି ଲେଉଟିଛି। ଶନିବାର ଅପେକ୍ଷା ରବିବାର ତାପମାତ୍ରା ବୃଦ୍ଧି ପାଇଛି। ପଶ୍ଚିମ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ପ୍ରବଳ…

7 years ago

ମହିଳା ବିରୋଧୀ ହିଂସା ରୋକିବାକୁ ପ୍ରୟାସ : ଅନ୍ତର୍ଜାତୀୟ ସ୍ତରରେ ହେବ ‘କନ୍ୟା କିରଣ’

ଭୁବନେଶ୍ୱର,୧୦।୬(ବ୍ୟୁରୋ) : କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ସୋସିଆଲ ସାଇନ୍ସେସ୍‌(କିସ୍‌) ପକ୍ଷରୁ ମହିଳା ଓ କନ୍ୟା ସନ୍ତାନଙ୍କୁ ନିର୍ଯାତନା ବିରୋଧରେ ଆୟୋଜିତ ସଚେତନତା ଅଭିଯାନ ‘କନ୍ୟା କିରଣ’ର ୩ୟ…

7 years ago

ଅନ୍ତର୍ଜାତୀୟ ଅଭିଲେଖ ଦିବସ ପାଳିତ : ପ୍ରତି ଜିଲାରେ ପ୍ରତିଷ୍ଠା ହେବ ଶାଖା ଅଭିଲେଖାଗାର

ଭୁବନେଶ୍ୱର,୧୦।୬(ବ୍ୟୁରୋ) : କେବଳ ରାଜଧାନୀ ଭୁବନେଶ୍ୱର ନୁହେଁ, ଏଣିକି ସମଗ୍ର ରାଜ୍ୟରେ ପ୍ରତିଷ୍ଠା ହେବ ଅଭିଲେଖାଗାର। ସମଗ୍ର ରାଜ୍ୟବାସୀ ଅଭିଲେଖାଗାରର ଆବଶ୍ୟକତା, ଏହାର ମହତ୍ତ୍ୱ ଓ କାର୍ଯ୍ୟଧାରା…

7 years ago

ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ମାମଲା : ସିସିଟିଭି ଫୁଟେଜରୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୦।୬(ବ୍ୟୁରୋ) : ନୟାପଲ୍ଲୀ ଥାନା ସିଆର୍‌ପି ଏନ୍‌-୧ରେ ରହୁଥିବା ବ୍ୟବସାୟୀ ଶିବସୁନ୍ଦର ଦାଶଙ୍କୁ ଶୁକ୍ରବାର ରାତିରେ ୬ଜଣ ଦୁର୍ବୃତ୍ତ କାରରେ ଅପହରଣ ଉଦ୍ୟମ କରିଥିଲେ। ହେଲେ ବାଣୀବିହାର…

7 years ago

ନଦୀରେ ବୁଡି ଛାତ୍ର ମୃତ

ବ୍ରହ୍ମଗିରି, ୯ା୬(ଡି.ଏନ୍‌.ଏ.)-ବ୍ରହ୍ମଗିରି ଥାନା ଅନ୍ତର୍ଗତ ଅପିଠି ଗ୍ରାମରେ ରବିବାର ଜଣେ ୬ଷ୍ଠ ଶ୍ରେଣୀର ଛାତ୍ର ନଦୀରେ ଭାସିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ…

7 years ago

ନିମାପଡ଼ାରେ ବ୍ୟାପୁଛି ଝାଡ଼ାବାନ୍ତି :୭ ଦିନରେ ୧ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ନିମାପଡ଼ା, ୯।୬(ଡି.ଏନ୍‌.ଏ.)-ପ୍ରଳୟଙ୍କରୀ ବାତ୍ୟା ପରେ ନିମାପଡ଼ା ବ୍ଲକରେ ଝାଡାବାନ୍ତି ବ୍ୟାପିବାରେ ଲାଗିଛି। ଗତ ୭ଦିନ ମଧ୍ୟରେ ୧ହଜାରରୁ ଊର୍ଦ୍ଧ୍ୱ ଲୋକ ଆକ୍ରାନ୍ତ ହୋଇ ନିମାପଡ଼ା ଓ ଚାରିଛକ…

7 years ago

ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ରାସ୍ତାରୋକୋ

ନିମାପଡ଼ା, ୯।୬(ଡି.ଏନ୍‌.ଏ.)-ନିମାପଡ଼ା ବ୍ଲକ ଅନ୍ତର୍ଗତ ବ୍ୟବସାୟିକ ପେଣ୍ଠସ୍ଥଳୀ ଚାରିଛକ ବଜାର ଅଞ୍ଚଳରେ ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ରବିବାର ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିବା ସହ…

7 years ago

ଯୁକ୍ତ୨ ବିଜ୍ଞାନରେ ଶୂନ ଫଳାଫଳ କରିଥିବା ୯ କଲେଜ ଉପରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୯ା୬(ବ୍ୟୁରୋ)- ଯୁକ୍ତ୨ ବିଜ୍ଞାନ ପରୀକ୍ଷାରେ ଶୂନ ରେଜଲ୍ଟ କରିଥିବା ୯ କଲେଜ ଉପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସେଗୁଡ଼ିକ…

7 years ago

ଯୁବକଙ୍କ ମୃତଦେହ ଉଦ୍ଧାର କଲା ପୋଲିସ

ନିରାକାରପୁର,୯ା୬(ଡି.ଏନ୍‌.ଏ.) : ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ରାମେଶ୍ୱର ପଞ୍ଚାୟତ କାମନାସାହିର ଏକ ଘରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ। ମୃତ ଯୁବକଙ୍କ…

7 years ago