ମେଟ୍ରୋ

ଫନୀରେ ୩୦ ହଜାରରୁ ଊର୍ଦ୍ଧ୍ୱ ବହି ନଷ୍ଟ: ୧୯ ରେ ଖୋଲିବ ସ୍କୁଲ, ପିଲାଙ୍କ ପାଖରେ ନାହିଁ ପାଠ୍ୟପୁସ୍ତକ

ଗୋପ, ୮।୬(ଡି.ଏନ୍‌.ଏ.)-ଫନୀରେ ଗୋପ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ଥିବା ୩୦ ହଜାରରୁ ଊର୍ଦ୍ଧ୍ୱ ପାଠ୍ୟପୁସ୍ତକ ନଷ୍ଟ ହୋଇଯାଇଥିବାବେଳେ ଛାତ୍ରୀଛାତ୍ରଙ୍କ ପାଠପଢ଼ା ନେଇ ଆଶଙ୍କା ଉପୁଜିଛି। ୧୯ରେ ସ୍କୁଲ…

7 years ago

ଆଲିଗଡ଼ ଲଜ୍ଜା: ବାଲୁକାକଳା ମାଧ୍ୟମରେ ଶିଶୁକନ୍ୟାଙ୍କ ଲାଗି ନ୍ୟାୟ ଭିକ୍ଷା କଲେ ସୁଦର୍ଶନ

ପୁରୀ ଅଫିସ,୮।୬: ଉତ୍ତରପ୍ରଦେଶ(ୟୁପି)ର ଆଲିଗଡ଼ରେ ଜଣେ ଅଢ଼େଇ ବର୍ଷର ଶିଶୁକନ୍ୟାଙ୍କୁ ଅତି ନୃଶଂସ ଭାବେ ହତ୍ୟା କରାଯିବା ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି। ଅଭିଯୁକ୍ତ ଜାହିଦ…

7 years ago

ଫନୀ ପ୍ରଭାବିତ କୃଷକଙ୍କୁ କୃଷି ସାମଗ୍ରୀ ବିତରଣ

ସାକ୍ଷୀଗୋପାଳ, ୮।୬(ଡି.ଏନ୍‌.ଏ): ବାତ୍ୟା ‘ଫନୀ’ ପ୍ରଭାବିତ ପୁରୀ ଜିଲା ସତ୍ୟବାଦୀ ବ୍ଲକ ସଦାନନ୍ଦପୁର ଗ୍ରାମର ୩୭୦ ଜଣ କୃଷକଙ୍କୁ ମାଗଣାରେ ଶନିବାର କୃଷି ସମଗ୍ରୀ ବିତରଣ କରାଯାଇଛି।…

7 years ago

ବାଲିଅନ୍ତାରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଘଟଣା: ଭାଇରାଲ ଭିଡିଓରୁ ହତ୍ୟାକାରୀ ଚିହ୍ନଟ; ଜମିବାଡ଼ି ବିବାଦକୁ ନେଇ ସାନ ଭାଇଙ୍କୁ ହତ୍ୟା କରିଛନ୍ତି ବଡ଼ ଭାଇ

ଭୁବନେଶ୍ୱର/ବାଲିଅନ୍ତା,୮।୬(ବ୍ୟୁରୋ/ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଧୀନ ଅଟଳାସ୍ଥିତ ପଞ୍ଚମୁଖୀ ବିହାର ମୁଖ୍ୟ ଫାଟକ ନିକଟରେ ଶୁକ୍ରବାର ଅପରାହ୍ନରେ ଜଣେ ଯୁବକଙ୍କୁ ଅନ୍ୟ ଜଣେ ଯୁବକ ଅତି…

7 years ago

ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ବେଳେ ସିରିଜ ଦୁର୍ଘଟଣା: ପୋଲିସ ପହଞ୍ଚିବା ପୂର୍ବରୁ ଅପହରଣକାରୀ ଫେରାର; ୨ କାର୍‌, ବନ୍ଧୁକ ସହ ମାରଣାସ୍ତ୍ର ଜବତ

ଭୁବନେଶ୍ୱର,୮।୬(ବ୍ୟୁରୋ): ସ୍ଥାନୀୟ ନୟାପଲ୍ଲୀ ଥାନା ସିଆର୍‌ପି ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ପଣ୍ଡ ହୋଇଛି। କେତେଜଣ ଦୁର୍ବୃତ୍ତ ଦୁଇଟି କାର୍‌ରେ…

7 years ago

ପାଟଣାଗଡ଼ ଜେଇଙ୍କୁ ବିଧାୟକ ଉଠ୍‌ବସ କରିବା ଘଟଣା; ଜୀବନପ୍ରତି ବିପଦ ଅଛି: ଜେଇଙ୍କ ସ୍ତ୍ରୀ

ଭୁବନେଶ୍ୱର, ୮।୬(ବ୍ୟୁରୋ): ପାଟଣାପଡ଼ ଜେଇଙ୍କୁ ବିଧାୟକ ଉଠ୍‌ବସ କରିବା ଘଟଣାରେ ସମ୍ପୃକ୍ତ ଜେଇଙ୍କ ସ୍ତ୍ରୀ ପ୍ରବୀଣା ରାଜସିଂହ କହିଛନ୍ତି ଯେ, ନିଜର ଏବଂ ତାଙ୍କ ସ୍ବାମୀଙ୍କ ଜୀବନ…

7 years ago

ଟ୍ରେନ ଲାଇନରେ କଟି ଯୁବକଙ୍କ ମୃତ୍ୟୁ: ଆତ୍ମହତ୍ୟା ସନ୍ଦେହ

ଖୋର୍ଦ୍ଧା ଅଫିସ/ବୋଲଗଡ଼,୮।୬(ଡି.ଏନ୍‌.ଏ.): ଖୋର୍ଦ୍ଧା-ବଲାଙ୍ଗୀର ପୂର୍ବତଟ ରେଳପଥର ବୋଲଗଡ଼ ଟାଉନ୍‌ ପି.ଏଚ୍‌ ନିକଟରେ ଶନିବାର ଟ୍ରେନ ଲାଇନରେ କଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତେବେ ଯୁବକଙ୍କ ପରିଚୟ…

7 years ago

ଶପଥ ପାଠ ପରେ ପ୍ରଥମ ଥର ମହାପ୍ରଭୁଙ୍କୁ ଦର୍ଶନକଲେ ୨ କେନ୍ଦ୍ରମନ୍ତ୍ରୀ

ପୁରୀ ଅଫିସ, ୮।୬: ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଷଡ଼ଙ୍ଗୀ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଥମ ଥର ପାଇଁ ଶନିବାର ଓଡ଼ିଶା ଆସିଛନ୍ତି। ଭୁବନେଶ୍ୱର…

7 years ago

ଶ୍ରୀଲିଙ୍ଗରାଜଙ୍କ ବିବାହ ସମ୍ପନ୍ନ: ସାମିଲ ହେଲେ ୨୦୦ରୁ ଊର୍ଦ୍ଧ୍ୱ ବରଯାତ୍ରୀ

ପୁରୁଣା ଭୁବନେଶ୍ୱର, ୮ା୬ (ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜ ସହ ମା’ ପାର୍ବତୀଙ୍କ ପାରମ୍ପରିକ ରୀତିରେ ବିବାହ କାର୍ଯ୍ୟ ଶୁକ୍ରବାର ବିଳମ୍ବିତ ରାତିରେ ସମ୍ପନ୍ନ ହୋଇଛି। ଶ୍ରୀଲିଙ୍ଗରାଜଙ୍କ ଶ୍ୱଶୁରାଳୟ…

7 years ago

‘ଭାଜପା ଉପରେ ଲୋକେ ଅସନ୍ତୁଷ୍ଟ ଥିବା ଜାଣିପାରିଥିଲି’

ଭୁବନେଶ୍ୱର, ୮ା୬(ବ୍ୟୁରୋ): ରାଜ୍ୟ ମନ୍ତ୍ରିମଣ୍ଡଳରେ କେଉଁମାନେ ସ୍ଥାନ ପାଇବେ ସେନେଇ ଗତ ୨୮ତାରିଖରେ ଚର୍ଚ୍ଚା ଲାଗି ରହିଥିଲା। ହେଲେ ରାତିରେ ସବୁ କଳ୍ପନାଜଳ୍ପନାର ଅବସାନ ଘଟିଲା। ଘୋଷଣା…

7 years ago