ଭୁବନେଶ୍ୱର,୨୫।୩: ୨୯ରୁ ପୁଣି ବଢ଼ିବ ଖରା। ରାଜ୍ୟରେ ପୁଣି ଫେରିବ ହିଟ୍ୱେଭ। ୨୯ରୁ ପୁଣି କଲବଲ କରିବ ଗ୍ରୀଷ୍ମ ଲହରୀ। ସମ୍ବଲପୁର, ସୋନପୁର, ବଲାଙ୍ଗୀର ଓ କଳାହାଣ୍ଡିକୁ…
ଭୁବନେଶ୍ୱର,୨୫।୩:ବିଧାନସଭାରୁ ଆସିଛି ବଡ଼ ଖବର। ନିଲମ୍ବିତ ହୋଇଛନ୍ତି କଂଗ୍ରେସର ୧୨ ଜଣ ବିଧାୟକ। ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ ୧୨ଜଣ ବିଧାୟକଙ୍କୁ ୭ ଦିନ ପାଇଁ…
ଭୁବନେଶ୍ୱର,୨୫।୩: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଦିଲ୍ଲୀ ଗସ୍ତକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ସେ କାହିଁକି ଦିଲ୍ଲୀ ଯାଇଥିଲେ ଏନେଇ କିଛି ସ୍ପଷ୍ଟ ହୋଇ…
ଭୁବନେଶ୍ୱର,୨୫।୩: ପୂର୍ବ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଦିଲ୍ଲୀ ଗସ୍ତକୁ ନେଇ ଅରୁଣ ସାହୁ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ଏହା ସଂପୂର୍ଣ୍ଣ ବ୍ୟକ୍ତିଗତ ବୋଲି…
ଭୁବନେଶ୍ୱର,୨୫।୩: ନିକଟରେ ନିଲମ୍ବନ ପ୍ରତ୍ୟାହାର ଉଠିବା ପରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ବିଧାନସଭାକୁ ଫେରିଛନ୍ତି। ଫେରିବା ପ୍ରଥମ ଦିନରୁ ହିଁ କଂଗ୍ରେସ ବିଧାୟକମାନେ କଳା…
ଭୁବନେଶ୍ୱର,୨୫।୩ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରୁ ବିଡ଼ାବିଡ଼ା ଟଙ୍କା ମିଳିଛି। ବାବୁଙ୍କ ଭୁବନେଶ୍ବରସ୍ଥିତ ଫ୍ଲାଟରୁ ନଗଦ ୧୭ ଲକ୍ଷ ଟଙ୍କା ଜବତ ହୋଇଛି। କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି…
ଢେଙ୍କାନାଳ,୨୫ା୩: ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଢେଙ୍କାନାଳ ଜିଲାର କାମାକ୍ଷାନଗର ଥାନା ଅନ୍ତର୍ଗତ ରେକୁଲା ଗ୍ରାମ ନିକଟରେ ଗତକାଲି ବିଳମ୍ବିତ ରାତିରେ ରାସ୍ତା ନିର୍ମାଣ କାର୍ଯ୍ୟ ସମୟରେ ଏକ…
କଟକ,୨୫ା୩: ସରକାରୀ ସ୍ୱାସ୍ଥ୍ୟ ପ୍ରତିଷ୍ଠାନରେ ସମ୍ପ୍ରତି ଏକ ଶିଶୁ ଅଦଳବଦଳ ଅଭିଯୋଗ ସମ୍ପର୍କରେ କଟକ ସହରର SCB ମେଡିକାଲ କଲେଜ ଏବଂ ହସ୍ପିଟାଲ (SCBMCH)ର ଅଧୀକ୍ଷକଙ୍କୁ ସୋମବାର…
ଭୁବନେଶ୍ୱର,୨୫ା୩(ରବିନାରାୟଣ ଜେନା): ପ୍ରଧାନମନ୍ତ୍ରୀ ଆବାସ ସର୍ଭେରେ ଅଧିକାରୀଙ୍କୁ କଡ଼ା ଚେତାବନୀ ଦିଆଯାଇଛି। ଯଦି କୌଣସି କ୍ଷେତ୍ରରେ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରା ନ ଯାଏ ତେବେ ଦୃଢ଼…
ଭୁବନେଶ୍ୱର,୨୫ା୩(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ଧରି କାଳବୈଶାଖୀ ପ୍ରଭାବରେ ବର୍ଷା ହେଉଛି। ସୋମବାର ଗୋପାଳପୁରରେ ସର୍ବାଧିକ ୩୦.୮ ମି.ମି. ବର୍ଷା ହୋଇଥିବାବେଳେ କୋରାପୁଟରେ ୨୯, ରାୟଗଡ଼ାରେ…