ମେଟ୍ରୋ

ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା: ଜାଣନ୍ତୁ ଏହାର ଲାଭ, ଗୁରୁତ୍ୱ

ଭୁବନେଶ୍ୱର,୧୧।୪: ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (AB-PMJAY) ଶୁକ୍ରବାର ଓଡ଼ିଶାରେ ଆରମ୍ଭ ହୋଇଛି। AB-PMJAY ଏବଂ ପୂର୍ବରୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (BSKY)…

1 year ago

ଭୁବନେଶ୍ୱରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଭୁବନେଶ୍ୱର,୧୧।୪: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ନଡ୍ଡା ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର…

1 year ago

ରାଜ୍ୟ ସରକାରୀ କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୪(ସୁନିତ ମିଶ୍ର): ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ…

1 year ago

ନବୀନଙ୍କୁ ରୋକଠୋକ ଜବାବ ଦେଲେ ବିଜେଡି ନେତା, ‘ଆମେ କେହି ଚାକିରି କରୁନୁ, ନାଲି ଆଖି ଦେଖାଇ ପାରିବେନି’

ଭୁବନେଶ୍ୱର,୧୧।୪: "ୱାକଫ ବିଲ୍ ଭୋଟ୍ ବିବାଦ ଏବଂ ପରବର୍ତ୍ତୀ ସମୟରେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ବୟାନକୁ ନେଇ ବିଜେଡିରେ ଦେଖାଦେଇଥିବା ଆଭ୍ୟନ୍ତରୀଣ ଅଶାନ୍ତି ବଢିଚାଲିଛି। ଏହାରି…

1 year ago

ରାଜସ୍ବ ବିଭାଗର ବଡ଼ ଆକ୍ସନ; ୧୮ ଅଧିକାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୧।୪: ରାଜ୍ୟରେ ଦୁର୍ନୀତିଗ୍ରସ୍ଥ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବେ ସରକାର। ଶତାଧିକ ପାର୍ଟ ପ୍ଲଟ୍ ବା ସବ୍‌ ପ୍ଲଟ୍ ପଞ୍ଜୀକୃତ କରାଇଥିବା ଅଧିକାରୀଙ୍କ ଉପରେ ଆକ୍ସନ ନେବା…

1 year ago

ଶ୍ରେଣୀଗୃହରେ ତାଲା,ବାରଣ୍ଡାରେ ପିଲା

ଭୁବନେଶ୍ବର,୧୧ା୪(ସୁଚିସ୍ମିତା ସାହୁ): କୌଣସି ଉପାନ୍ତ କି ଗ୍ରାମାଞ୍ଚଳ ନୁହେଁ, ଖୋଦ୍‌ ରାଜଧାନୀରେ ବିଦ୍ୟାଳୟର ଦୟନୀୟ ଅବସ୍ଥା ଦେଖିବାକୁ ମିଳିଛି। ଶିକ୍ଷକ ଅଭାବରୁ ବିଦ୍ୟାଳୟରେ ତାଲା ଝୁଲୁଥିବାବେଳେ ପିଲାଙ୍କ…

1 year ago

ବିଧାୟକଙ୍କୁ ପାଠ ପଢ଼ାଇବେ ନଡ୍ଡା, ଅଭିଜ୍ଞ ସମ୍ପନ୍ନ ନେତାଙ୍କଠାରୁ ଶିଖିବେ ନବାଗତ

ଭୁବନେଶ୍ୱର,୧୧ା୪: ବିଜେପି କର୍ମଶାଳାରେ ବିଧାୟକଙ୍କୁ ତାଲିମ ଦେବେ ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। ଶନିବାରଠାରୁ ଅନୁଷ୍ଠିତ ହେବ…

1 year ago

ଖୁବଶୀଘ୍ର ଶେଷ ହେବ ଭୁବନେଶ୍ୱର ରେଳ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଅକ୍ଟୋବରରେ ଉଦଘାଟନ

ଭୁବନେଶ୍ୱର,୧୧ା୪: ଭୁବନେଶ୍ୱର ରେଳ ଷ୍ଟେସନର ପୁନଃବିକାଶର ପ୍ରଥମ ପର୍ଯ୍ୟାୟ ଅକ୍ଟୋବର ୨୦୨୫ ରେ ସମାପ୍ତ ହେବାର ଯୋଜନା ରହିଛି। ରେଳ ମନ୍ତ୍ରଣାଳୟ ଅନୁଯାୟୀ, ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ…

1 year ago

ଭୁବନେଶ୍ୱରରେ ଏନକାଉଣ୍ଟର ପରେ ଏନକାଉଣ୍ଟର: କୁଖ୍ୟାତ ବ୍ରାଉନସୁଗାର ବ୍ୟବସାୟୀ ଶେଖ ଜାମସେଦକୁ ଗୁଳି

ଭୁବନେଶ୍ୱର,୧୧।୪: ଗୁରୁବାର ବିଳମ୍ବିତ ରାତିରେ ଭୁବନେଶ୍ୱର ଖଣ୍ଡଗିରି ଅଞ୍ଚଳରେ ପୋଲିସ ଏନକାଉଣ୍ଟରରେ ଜଣେ କୁଖ୍ୟାତ ବ୍ରାଉନସୁଗାର ବ୍ୟବସାୟୀ ଶେଖ ଜାମସେଦ ଆହତ ହୋଇଛନ୍ତି। କମିଶନରେଟ ପୋଲିସର ସ୍ୱତନ୍ତ୍ର…

1 year ago

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଉପବାଚସ୍ପତି

ଭୁବନେଶ୍ୱର, ୧୧ା୪(ସୁନିତ୍‌ ମିଶ୍ର): ବର୍ତ୍ତମାନ ସମୟରେ ଓଡ଼ିଶାର ସୁନ୍ଦରଗଡ ଜିଲା ହେମଗିର ବ୍ଲକ ଓ କୋଇଡା ଅଞ୍ଚଳରେ ବ୍ୟାପକ ଭାବେ ଅବୈଧ କୋଇଲା, ଆଇରନ ଏବଂ ମାଙ୍ଗାନିଜ…

1 year ago