ମେଟ୍ରୋ

ବରଯାତ୍ରୀ ଗାଡ଼ି ଦୁର୍ଘଟଣାରେ ୭ ମୃତକଙ୍କ ପାଇଁ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ସମ୍ବଲପୁର ଜିଲାର ଶାସନ ଥାନା ଅନ୍ତର୍ଗତ ପରମାଣପୁରକୁ ଝାରସୁଗୁଡ଼ାରର ବଡ଼ଧରା ଗାଁରୁ ଏକ ବରାଯାତ୍ରୀ ଦଳ ଆସିଥିଲେ। ବରଯାତ୍ରୀ ନାଚ, ଗୀତ ସାରି ଭୋଜି ଖାଇ…

1 year ago

ସୋନପୁର ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ରାଜ୍ୟରେ କାଳବୈଶାଖୀ ସହ ତାତି ଅସମ୍ଭାଳ ହେବାରେ ଲାଗିଛି। ଗୁରୁବାର ପଶ୍ଚିମ ତଥା ଆଭ୍ୟନ୍ତରୀଣ କିଛି ଜିଲାରେ ବର୍ଷା ହୋଇଥିଲେ ମଧ୍ୟ ୨୪ ସହରରେ ପାରଦ…

1 year ago

ପୁରୁଷ, ନାରୀର ଦୋଛକିରେ ଜୀବନ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ପୁରୁଷ ଆଉ ନାରୀର ଦୋଛକିରେ ବିତୁଛି କିନ୍ନରଙ୍କ ଜୀବନ। ସାମାଜିକ ଅପନିନ୍ଦା ଏବଂ ବାଛନ୍ଦ କାରଣରୁ ଏକଦା ଦୃଷ୍ଟି ଆଢ଼ୁଆଳରେ ରହି ଆସୁଥିବା ଏହି ମଣିଷ…

1 year ago

ନୂଆ ରୂପରେ ଟ୍ରାଫିକ୍‌ ଥାନା-୨

ଭୁବନେଶ୍ୱର,୩୧।୩(ବ୍ୟୁରୋ): ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାର ଟ୍ରାଫିକ ଥାନା-୨ ନୂଆ ରୂପ ପାଇଛି। ପୂର୍ବରୁ ଚନ୍ଦ୍ରଶେଖରପୁରରେ ଏହି ଥାନା ଥିବାବେଳେ ଗୁରୁବାର ପାତ୍ରପଡ଼ାଠାରେ ଦୁଇ ମହଲା ବିଶିଷ୍ଟ…

1 year ago

ରାଜଧାନୀରେ ବାଉନ୍‌ସର ଗ୍ୟାଙ୍ଗ୍‌, ୭ ଗିରଫ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ରାଜଧାନୀରେ ବାଉନ୍‌ସରଙ୍କ ରାଜ୍‌ ଚାଲିଛି। ଗ୍ୟାଙ୍ଗ୍‌ ଗଢ଼ି ବଡ଼ ବଡ଼ ଅପରାଧ ଘଟାଉଛନ୍ତି। ରାତି ଅଧରେ ଜେସିବି ଲଗାଇ ଦୋକାନ ଘର ଭାଙ୍ଗି ଲୁଟ୍‌ କରିବା…

1 year ago

ଜାଗା ମିଶନ ସର୍ଭେରେ ଚଞ୍ଚକତା ଅଭିଯୋଗ

ଭୁବନେଶ୍ୱର,୩୧।୩ (ବ୍ୟୁରୋ): ଏପ୍ରିଲ ୧ ଓଡ଼ିଶା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାଗା ମିଶନ ଅଧୀନରେ ଭୂମିହୀନଙ୍କୁ ପଟ୍ଟା ବଣ୍ଟନ କରିବେ। ସମୟ ପାଖେଇ ଆସୁଥିବାବେଳେ ଜାଗା…

1 year ago

ଆଜି ବିଧାନସଭାରେ ଆଗତ ହେବ ବ୍ୟୟ ମଞ୍ଜୁରୀ ବିଲ୍‌

ଭୁବନେଶ୍ୱର, ୩୧ା୩(ବ୍ୟୁରୋ):୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ ଆଗତ ହେବ। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ବିଲ୍‌ ବିଧାନସଭାର ଅନୁମୋଦନ ପାଇଁ…

1 year ago

ମାଗଣା ହେଲା ମଲିକ୍ୟୁଲାର ପରୀକ୍ଷା

ଭୁବନେଶ୍ୱର, ୩୧।୩(ବ୍ୟୁରୋ):କର୍କଟ ରୋଗର ଚିକିତ୍ସା କ୍ଷେତ୍ରରେ ରାଜ୍ୟ ସରକାର ଆଉଏକ ବଡ ପଦକ୍ଷେପ ନେଇଛନ୍ତି। ଏଣିକି ଟ୍ୟୁମରର ମଲିକ୍ୟୁଲାର ପରୀକ୍ଷାକୁ ମାଗଣାରେ କରାଯିବ। ‘ନିଦାନ’ ଯୋଜନା ମାଧ୍ୟମରେ…

1 year ago

ଜୟ ଜଗନ୍ନାଥ, ଜୟ ମା’ ସମଲେଇ

ଭୁବନେଶ୍ୱର,୩୧ା୩(ବ୍ୟୁରୋ):ଶଙ୍ଖ ମୋ ଗର୍ବ ପରେ ବିଜୁ ଜନତା ଦଳ ନେତାମାନେ ଜୟ ଜଗନ୍ନାଥ କହି ନିଜ ଟୁଇଟର ଆକାଉଣ୍ଟରେ ପୋଷ୍ଟ କରୁଛନ୍ତି। ତେବେ ପଶ୍ଚିମ ଓଡ଼ିଶା ବିଜେଡି…

1 year ago

ହାଇକୋର୍ଟଙ୍କ ରାୟ ବିରୋଧରେ ଓଡ଼ିଶା ସରକାରଙ୍କ ଆବେଦନ ଖାରଜ

ନୂଆଦିଲ୍ଲୀ, ୩୧ା୩:ଓଡ଼ିଶା ହାଇକୋର୍ଟଙ୍କ ଏକ ରାୟ ବିରୋଧରେ ରାଜ୍ୟ ସରକାରଙ୍କ ପିଟିଶନକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରିଦେଇଛନ୍ତି। ଜଣେ ଠିକାଦାର ନେଇଥିବା କାର୍ଯ୍ୟକୁ ଧାର୍ଯ୍ୟ ସମୟ ମଧ୍ୟରେ…

1 year ago