ମେଟ୍ରୋ

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି

ଭୁବନେଶ୍ୱର,୯।୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ…

1 year ago

ରସୁଲଗଡ଼ରେ ପୋଲିସ ମିତ୍ରଙ୍କୁ ବୀଭତ୍ସ ହତ୍ୟା ମାମଲାରେ ଗିରଫ ସଂଖ୍ୟା ୫କୁ ବୃଦ୍ଧି

ଭୁବନେଶ୍ୱର,୯।୧: ରାଜଧାନୀରେ ପୋଲିସ ମିତ୍ରଙ୍କୁ ବୀଭତ୍ସ ହତ୍ୟା ଘଟଣାରେ ପୋଲିସ ଆଉ ଦୁଇଜଣଙ୍କୁ ଗିରଫ କରିଛି। ଗୁରୁବାର ଗିରଫ ହୋଇଥିବା ଦୁଇଜଣଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି।…

1 year ago

ଯୋଗାଣ ମନ୍ତ୍ରୀ ଦେଲେ ଡେଡ୍‌ଲାଇନ: ଏହି ତାରିଖ ସୁଦ୍ଧା କରିନିଅନ୍ତୁ E-KYC, ନଚେତ୍‌…

ଭୁବନେଶ୍ୱର,୯।୧: ରାଶନ କାର୍ଡକୁ ନେଇ ଯୋଗାଣ ମନ୍ତ୍ରୀ ଦେଲେ ଡେଡ୍‌ଲାଇନ। ଜାନୁଆରି ୩୧ ସୁଦ୍ଧା E-KYC କରିବାକୁ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି। ଯୋଗାଣ…

1 year ago

‘ଆପଣମାନଙ୍କ ପାଇଁ ମୁଁ ବିଦେଶରେ ଗର୍ବ ଅନୁଭବ କରେ’

ଭୁବନେଶ୍ୱର,୯ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନଠାରେ ଆୟୋଜିତ ହୋଇଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦ୍‌ଘାଟନ କରିଛନ୍ତି। ପ୍ରବାସୀମାନଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ କହିଛନ୍ତି,…

1 year ago

ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୯ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କରିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୋଦି ଏହି ଦିବସର ଶୁଭାରମ୍ଭ କରିଛନ୍ତି।…

1 year ago

ଅଧରାତିରେ ନେତାଙ୍କ ସହ ମାନସମନ୍ଥନ କଲେ ମୋଦି: ଜାଣନ୍ତୁ କ’ଣ ହେଲା ଆଲୋଚନା

ଭୁବନେଶ୍ୱର,୯।୧: ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ଅଛନ୍ତି। ଓଡ଼ିଶାରେ ପହଞ୍ଚିବା ପରେ ମୋଦି ଅଧରାତିରେ ବିକାଶର ଦୂରଦୃଷ୍ଟି ସଂପନ୍ନ ଯୋଜନାର ମାନସମନ୍ଥନ କରିଛନ୍ତି।…

1 year ago

୭ ମାସରେ ଆଇନଶୃଙ୍ଖଳା ଚିନ୍ତାଜନକ: ବିଜେଡି

ଭୁବନେଶ୍ୱର,୯ା୧(ଅନିଲ ଦାସ):ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ ବୁଧବାରଠାରୁ ଭୁବନେଶ୍ୱରରେ ଆରମ୍ଭ ହୋଇଛି । ଦେଶ ବିଦେଶରୁ ପ୍ରବାସୀ ଓଡ଼ିଶାରେ ଏକତ୍ରିତ ହୋଇଛନ୍ତି । ଏହା ନିଶ୍ଚିତ ଭାବେ…

1 year ago

ନବୀନଙ୍କ ଅସଲ ମୁଖା ଖୋଲିବେ ପ୍ରଦୀପ ପାଣିଗ୍ରାହୀ: ଓଡ଼ିଆ ନବବର୍ଷକୁ ଅପେକ୍ଷା

ଭୁବନେଶ୍ୱର, ୯ା୧(ସୁନିତ୍‌ ମିଶ୍ର):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀଙ୍କ ସହ ବିଜେଡିର ସମ୍ପର୍କରେ ତିକ୍ତତା ଆସିବା ପରେ ସେ ସବୁବେଳେ ଚର୍ଚ୍ଚାରେ ରହିଆସିଛନ୍ତି। ଅନେକ ସମୟରେ ବିଜେଡି ବିରୋଧରେ…

1 year ago

ଶିଶ୍‌ମହଲ ବନାମ ରାଜମହଲ:ସରକାରୀ ବଙ୍ଗଳାକୁ ନେଇ ହାଇଡ୍ରାମା

ନୂଆଦିଲ୍ଲୀ,୯ା୧:ଏକଦା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦଖଲରେ ଥିବା ସରକାରୀ ବଙ୍ଗଳା (ଭାଜପା ଭାଷାରେ ଶିଶ୍‌ମହଲ) ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକ କଲ୍ୟାଣ ମାର୍ଗସ୍ଥିତ…

1 year ago

ଏହି ମାସଠୁ ଲାଗୁ ହେବ ଆୟୁଷ୍ମାନ୍‌ ଯୋଜନା: ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୯ା୧(ସୁନିତ୍‌ ମିଶ୍ର):ରାଜ୍ୟରେ ଆୟୁଷ୍ମାନ୍‌ ଭାରତ ଯୋଜନା ଲାଗୁକରିବା ଲାଗି ରାଜ୍ୟ ସରକାର ବ୍ୟାପକ ଉଦ୍ୟମ ଚଳାଇଛନ୍ତି। ରାଜ୍ୟ ସରକାରଙ୍କ ନିଜସ୍ବ ଗୋପବନ୍ଧୁ ଜନ ଆରୋଗ୍ୟ ଏବଂ କେନ୍ଦ୍ର…

1 year ago