ମେଟ୍ରୋ

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ ୬ଟି…

1 year ago

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ୧୧୮ଜଣ…

1 year ago

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର ରାତିରେ…

1 year ago

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି ସମ୍ବନ୍ଧୀୟ…

1 year ago

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ ମିଳିବ।…

1 year ago

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି ହେଉଥିବାବେଳେ…

1 year ago

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ। ୟୁନିଟ-୫…

1 year ago

ପାଣ୍ଡିଆନ୍‌ଙ୍କ ଗୁମର ଖୋଲିଲେ ପ୍ରସନ୍ନ ପାଟ୍ଟଶାଣୀ: ବିଜୁ ପଟ୍ଟନାୟକ-ଗୀତା ମେହେଟ୍ଟାଙ୍କୁ ନେଇ କଲେ ବଡ଼ ଖୁଲାସା

ଭୁବନେଶ୍ୱର,୧୭।୧୦: ଗତ ନିର୍ବାଚନରେ ବିଜେଡିର ପରାଜୟ ପରେ ଦଳରେ ଥିବା ଓ ଅନ୍ୟ ଦଳକୁ ଯାଇଥିବା ବରିଷ୍ଠ ନେତାମାନେ ଜଣକ ପରେ ଜଣେ ବୟାନ ଦେଉଛନ୍ତି। ବିଜେଡି…

1 year ago

ଭୁବନେଶ୍ୱରରେ ଏହି ସବୁ ସ୍ଥାନରେ ୨୪ ଘଣ୍ଟା ବନ୍ଦ ରହିବ ପାନୀୟ ଜଳ ଯୋଗାଣ

ଭୁବନେଶ୍ୱର,୧୭।୧୦: ଭୁବନେଶ୍ୱରରେ ଅଧିକାଂଶ ଅଞ୍ଚଳରେ ପାନୀୟ ଜଳ ଯୋଗାଣ ୨୪ ଘଣ୍ଟା ଧରି ବନ୍ଦ ରହିବ। ଶୁକ୍ରବାର ଅପରାହ୍ନ ୨ଟାରୁ ଶନିବାର ୨ଟା ପର୍ଯ୍ୟନ୍ତ ପାନୀୟ ଜଳ…

1 year ago

ଡିଭାଇଡରରେ ପିଟି ହେଲା ବିଏମ୍‌ଡବ୍ଲ୍ୟୁ

ଭୁବନେଶ୍ୱର,୧୭।୧୦: ଚନ୍ଦ୍ରଶେଖରପୁର ଥାନା ଅଧୀନ ମୈତ୍ରୀବିହାର-ଶୈଳଶ୍ରୀବିହାର ରାସ୍ତାରେ ଗୁରୁବାର ଏକ ଦାମୀ କାର୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ମିଳିଥିବା ସୂଚନା ମୁତାବକ, ଦାମୀ କାର୍‌ଟି ମୈତ୍ରୀବିହାର-ଶୈଳଶ୍ରୀବିହାର ରାସ୍ତାରେ…

1 year ago