ମେଟ୍ରୋ

ଖୋଲିବ ଗୁମର, ଫସିବେ ବବି !

ଭୁବନେଶ୍ୱର,୨୨ା୧: ଖୋଲିବ ଗୁମର। ପୁଣି ଫସିବେ ବିଜେଡି ନେତା ବବି ଦାସ। ଭାଜପା ସରକାର ବବିଙ୍କ ଉପରେ କଡ଼ା ଆକ୍ସନ ନେବେ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା…

2 years ago

ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି-୨୦୨୦: ଲାଗୁ ହେଲେ ବନ୍ଦ ହୋଇଯିବ ଅଙ୍ଗନବାଡି!

ଭୁବନେଶ୍ୱର,୨୨।୧: ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି (NEP) କାର୍ଯ୍ୟକାରୀ କରିବା ପାଇଁ ପ୍ରକ୍ରିୟାକୁ ତ୍ୱରାନ୍ବିତ କରି, ରାଜ୍ୟ ସରକାର ପ୍ରଥମ ଶ୍ରେଣୀରୁ ୬ ବର୍ଷରୁ ଅଧିକ ବୟସ…

2 years ago

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ଭତ୍ତା ଟଙ୍କା, ଏଣିକି ମିଳିବ ୨୫ହଜାର ଟଙ୍କା

ଭୁବନେଶ୍ୱର,୨୨।୧: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପୁଣି ବଡ଼ ଘୋଷଣା । ବଢାଇଲେ ଭତ୍ତା । ପାଚକ ଓ ପାଚିକାଙ୍କ ପାରିଶ୍ରମିକ ୧ ହଜାର ଟଙ୍କା ବୃଦ୍ଧିକରି ତାହାକୁ…

2 years ago

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ସୁଭଦ୍ରାରେ ୧୫୭ ପୁରୁଷ କରିଛନ୍ତି ଆବେଦନ

ଭୁବନେଶ୍ୱର,୨୨ା୧: ସୁଭଦ୍ରା ଯୋଜନାରେ ପୁରୁଷମାନେ ଆବେଦନ କରିଥିବା ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ରାଜ୍ୟର ୧୫୭ ଜଣ ପୁରୁଷ ସୁଭଦ୍ରାରେ ଆବେଦନ କରିଛନ୍ତି।…

2 years ago

ନବୀନ ପଟ୍ଟନାୟକଙ୍କ ଗୁମର ଖୋଲିଲେ ପୂର୍ବତନ ପୋଲିସ ଡିଜି: ରାଜ୍ୟରେ ପଡିଗଲା ଚହଳ

ଭୁବନେଶ୍ୱର,୨୨।୧: ପୂର୍ବତନ ପୋଲିସ ଡିଜି ତଥା ଭାଜପା ନେତା ପ୍ରକାଶ ମିଶ୍ରଙ୍କ ବହି ‘କମେଡି ଇନ୍‌ ଖାକି’ ରାଜ୍ୟ ରାଜନୀତିରେ ଚହଳ ସୃଷ୍ଟି କରିଛି। ଏହି ବହି…

2 years ago

କମିଲା ଶୀତ, ବଢ଼ିଲା ତାପମାତ୍ରା: ଏହି ଦିନ ପର୍ଯ୍ୟନ୍ତ ଘନ କୁହୁଡି

ଭୁବନେଶ୍ୱର,୨୨ା୧(ଅନୁରାଧା ମହାରଣା):ରାଜ୍ୟର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ୧ରୁ ୨ ଡିଗ୍ରୀ ବୃଦ୍ଧି ପାଇଛି। ଆସନ୍ତା ୨୪ ଘଣ୍ଟା ପରେ ରାତି ତାପମାତ୍ରା ମଧ୍ୟ ବଢ଼ିବାର ସମ୍ଭାବନା…

2 years ago

ଖାଲି ଆଖିରେ ଦେଖାଯିବ ୪ ଗ୍ରହ

ଭୁବନେଶ୍ୱର,୨୨।୧(ସୁଚିସ୍ମିତା ସାହୁ):ଖାଲି ଆଖିରେ ଦେଖିହେବ ୪ଟି ଗ୍ରହ। ସୂର୍ଯ୍ୟଙ୍କ ଚାରିପଟେ ବୁଲୁଥିବା ୮ଟି ଗ୍ରହ ମଧ୍ୟରୁ ଶୁକ୍ର, ମଙ୍ଗଳ, ବୃହସ୍ପତି ଏବଂ ଶନି ଗ୍ରହ ଜାନୁଆରୀ ୩୧…

2 years ago

ସାଧାରଣତନ୍ତ୍ର ଦିବସ ପାଇଁ ଟ୍ରାଫିକ୍‌ କଟକଣା: ଜାଣନ୍ତୁ କେଉଁଠି ରହିବ…

ଭୁବନେଶ୍ୱର,୨୨ା୧(ସତ୍ୟଜିତ୍‌ ରାଉତ):ଚଳିତବର୍ଷ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡ୍‌ ଅନୁଷ୍ଠିତ ହେବ। ଏଥିପାଇଁ ବୁଧବାର ଓ ଗୁରୁବାର ଅପରାହ୍ନ ୨ଟାରୁ ୬ଟା ପର୍ଯ୍ୟନ୍ତ…

2 years ago

୧୦ ଲକ୍ଷ କ୍ଷତିପୂରଣ ଦାବିକଲା ବିଜେଡି

ଭୁବନେଶ୍ୱର,୨୨ା୧(ଅନିଲ ଦାସ): ପୁରୀ ଜିଲାର କଣାସ ଅଞ୍ଚଳରେ ଝାଡ଼ାବାନ୍ତିରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପାଇଁ ବିଜେଡି ରାଜ୍ୟ ସରକାରଙ୍କୁ ଦାୟୀ କରିଛି। ମଙ୍ଗଳବାର…

2 years ago

ଆସନ୍ତା ୨୮ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର, ୨୧ା୧: ଚାଳିତମାସରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ଓଡିଶା ଆସିବେ। ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ୧୦ଟା…

2 years ago