ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ୧୧୮ଜଣ…
ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍ଏସ୍ଏସ୍ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍ଆଇ, ଅମିନ ଆଦି ସମ୍ବନ୍ଧୀୟ…
ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ ମିଳିବ।…
ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି ହେଉଥିବାବେଳେ…
ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍ଲାଇନ ପଞ୍ଜୀକରଣ ଆରମ୍ଭ ହେବ। ୟୁନିଟ-୫…
ଭୁବନେଶ୍ୱର,୧୭।୧୦: ଗତ ନିର୍ବାଚନରେ ବିଜେଡିର ପରାଜୟ ପରେ ଦଳରେ ଥିବା ଓ ଅନ୍ୟ ଦଳକୁ ଯାଇଥିବା ବରିଷ୍ଠ ନେତାମାନେ ଜଣକ ପରେ ଜଣେ ବୟାନ ଦେଉଛନ୍ତି। ବିଜେଡି…
ଭୁବନେଶ୍ୱର,୧୭।୧୦: ଭୁବନେଶ୍ୱରରେ ଅଧିକାଂଶ ଅଞ୍ଚଳରେ ପାନୀୟ ଜଳ ଯୋଗାଣ ୨୪ ଘଣ୍ଟା ଧରି ବନ୍ଦ ରହିବ। ଶୁକ୍ରବାର ଅପରାହ୍ନ ୨ଟାରୁ ଶନିବାର ୨ଟା ପର୍ଯ୍ୟନ୍ତ ପାନୀୟ ଜଳ…
ଭୁବନେଶ୍ୱର,୧୭।୧୦: ଚନ୍ଦ୍ରଶେଖରପୁର ଥାନା ଅଧୀନ ମୈତ୍ରୀବିହାର-ଶୈଳଶ୍ରୀବିହାର ରାସ୍ତାରେ ଗୁରୁବାର ଏକ ଦାମୀ କାର୍ ଦୁର୍ଘଟଣା ଗ୍ରସ୍ତ ହୋଇଛି। ମିଳିଥିବା ସୂଚନା ମୁତାବକ, ଦାମୀ କାର୍ଟି ମୈତ୍ରୀବିହାର-ଶୈଳଶ୍ରୀବିହାର ରାସ୍ତାରେ…
ଭୁବନେଶ୍ୱର,୧୭ା୧୦: ପୂର୍ବ ସରକାରରେ ମନ୍ତ୍ରୀ ଏବଂ ବାବୁମାନେ ବିମାନ ବୁଲାରେ ଖର୍ଚ୍ଚ କରିଥିବା ଅର୍ଥକୁ ନେଇ ପୁଣି କଡ଼ା ଟାର୍ଗେଟ୍ କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ…