ମେଟ୍ରୋ

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୬ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ପୁଣି ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା ବେଳେ ଆଗାମୀ ୨ ଦିନ…

1 year ago

ରାଜ୍ୟରେ ଖାଲିପଡ଼ିଛି ୧୭ ହଜାରୁ ଅଧିକ ଶିକ୍ଷକ ପଦ: ଜାଣନ୍ତୁ କ’ଣ କହିଲେ ଗଣଶିକ୍ଷା ମନ୍ତ୍ରୀ 

ଭୁବନେଶ୍ୱର,୨୬।୭: ୧୭ ହଜାରରୁ ଅଧିକ ଶିକ୍ଷକ ପଦବୀ ରାଜ୍ୟରେ ଖାଲିପଡିଛି । ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମୋଟ ୧୭ ହଜାର ୭୬୧ ଶିକ୍ଷକ ପଦବୀ…

1 year ago

ଆସନ୍ତା ୨୯ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨୬।୭: ଆସନ୍ତା ୨୯ ତାରିଖ ଅର୍ଥାତ୍‌ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ…

1 year ago

ମାଲ୍‌ବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ

ଭୁବନେଶ୍ୱର,୨୬ା୭: ଭୁବନେଶ୍ବର ରେଳ ଷ୍ଟେଶନ ଅତିକ୍ରମ ପରେ ଏକ ମାଲ୍‌ବାହୀ ଟ୍ରେନ୍‌ ଶୁକ୍ରବାର ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ଟି ଭୁବନେଶ୍ୱରରୁ କଟକ ଅଭିମୁଖେ ଯାଉଥିବା ବେଳେ ଟ୍ରାକ୍‌ରୁ ଖସିଯାଇଥିଲା।…

1 year ago

ଲୋୟର ସୁକତେଲ୍‌ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ମଥୁରାରେ କିଣିଥିଲେ ଜମି, ଲକର ଖୋଲିବା ଅଛି ବାକି

ବଲାଙ୍ଗୀର/ ଭୁବନେଶ୍ୱର,୨୬ା୭: ବଲାଙ୍ଗୀର ଲୋୟର ସୁକ୍‌ତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

1 year ago

ଆହୁରି ବଢିବ ଆଳୁ ଦର! ଜାଣନ୍ତୁ କ’ଣ କହିଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨୬।୭: ଦିନକୁ ଦିନ ବଢିଚାଲିଛି ଦର। ପଶ୍ଚିମବଙ୍ଗରୁ ଆଳୁ ଆମଦାନି ହେଉ ନଥିବାରୁ ଦର ବଢୁଥିବା ବ୍ୟବସାୟୀ କହିଛନ୍ତି। ଏହି ସମୟରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର…

1 year ago

ରାଜ୍ୟରେ ଲାଗୁ ହେଲା ଶ୍ରୀଅନ୍ନ ଅଭିଯାନ

ଭୁବନେଶ୍ୱର,୨୬।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। । ଚଳିତ ବଜେଟ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କା ରହିଛି। ବଜେଟରେ…

1 year ago

ସବୁଜ ହେବ ମହାନଦୀ କୂଳ

ଭୁବନେଶ୍ୱର,୨୬ା୭: ରାଜ୍ୟର ମୋହନ ମାଝୀ ସରକାର ବିଧାନସଭାରେ ଉପସ୍ଥାପିତ ପ୍ରଥମ ବଜେଟରେ ମହାନଦୀ ଅବବାହିକାରେ ମୃତ୍ତିକା କ୍ଷୟ ରୋକିବା, କୂଳର ସୌନ୍ଦର୍ଯ୍ୟକରଣ ଏବଂ ଆଧ୍ୟାମତ୍ିକ ଐତିହ୍ୟର ପ୍ରସାରକୁ…

1 year ago

ଏହିସବୁ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ୍‌ ବିଲ ପୈଠ ହେବ କୋହଳ

ଭୁବନେଶ୍ୱର, ୨୬ା୭ (ବନ୍ଦନା ସେଠୀ):ଉଠା ଜଳସେଚନ ଉପଭୋକ୍ତାଙ୍କ ବକେୟା ବିଦ୍ୟୁତ୍‌ ବିଲ୍‌ ଦେୟ ଅବଧିରେ କୋହଳ କରିଛନ୍ତି ରାଜ୍ୟ ସରକାର। ଚଳିତ ଖରିଫ ଋତୁରେ ଚାଷୀଙ୍କ ସ୍ବାର୍ଥରକ୍ଷା…

1 year ago

ଭୁବନେଶ୍ୱରରେ ହେବ ନୂଆ ଷ୍ଟାଡିୟମ୍‌

ଭୁବନେଶ୍ୱର,୨୬ା୭(ସୁନୀତ ମିଶ୍ର): ରାଜ୍ୟ ସରକାର ଭୁବନେଶ୍ୱରରେ ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ସହ ଏକ ନୂତନ ଷ୍ଟାଡିୟମ୍‌ ନିର୍ମାଣ ପାଇଁ ନିଷ୍ପତ୍ତି ନେଇଛନ୍ତି। ଏଥିନିମନ୍ତେ ବଜେଟରେ ୯୫୨ କୋଟି…

1 year ago