ଭୁବନେଶ୍ୱର,୧୮ା୧୧(ସୁନିତ୍ ମିଶ୍ର): ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଙ୍ଗାପୁର ଗସ୍ତ କରି ରବିବାର ବିଭିନ୍ନ କମ୍ପାନୀର ଶୀର୍ଷ ନେତୃତ୍ୱମାନଙ୍କ…
ଭୁବନେଶ୍ୱର,୧୮ା୧୧(ଅନୁରାଧା ମହାରଣା): କିଟ୍ ଓ କିସ୍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଅନ୍ତର୍ଜାତୀୟ ଭଲିବଲ ଫେଡେରେଶନ (ଏଫ୍ଆଇଭିବି)ର ସର୍ବୋଚ୍ଚ ସମ୍ମାନ ‘ଗ୍ରାଣ୍ଡ୍ କ୍ରସ୍’ ପ୍ରଦାନ କରାଯାଇଛି। ନଭେମ୍ବର…
ଭୁବନେଶ୍ୱର,୧୮ା୧୧(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ଧରି ପାରଦ ତଳମୁହାଁ ହୋଇଛି। ବିଭିନ୍ନ ସ୍ଥାନରେ ସର୍ବନିମ୍ନ ଓ ସର୍ବୋଚ୍ଚ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ହ୍ରାସ ପାଇଛି।…
ଭୁବନେଶ୍ୱର,୧୮ା୧୧(ବନ୍ଦନା ସେଠୀ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୩୨, ୩୩ ଓ ୩୪ତମ ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଉତ୍ସବ ରବିବାର…
ଭୁବନେଶ୍ୱର,୧୮ା୧୧(ବନ୍ଦନା ସେଠୀ) : କିଛିବର୍ଷ ଧରି ଓଡ଼ିଶାରେ ବୃଦ୍ଧି ପାଉଥିବା ଡେଙ୍ଗୁ ସଂକ୍ରମଣ ସ୍ବାସ୍ଥ୍ୟ ବିଭାଗ ଓ ରାଜ୍ୟବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଡେଙ୍ଗୁକୁ ପ୍ରତିରୋଧ କରିବା…
କଟକ, ୧୭।୧୧: ବିବାଦ ପରେ ବଢ଼ିଲା କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ପରେ ଆଉ ଅଧ ଘଣ୍ଟା ସମୟ…
ଖୋର୍ଦ୍ଧା,୧୭।୧୧(ପ୍ରଭାତ ପାଣିଗ୍ରାହୀ): ଭୁବନେଶ୍ବର ଖଣ୍ଡଗିରିସ୍ଥିତ ବୈକୁଣ୍ଠଧାମ ଆଶ୍ରମର ନାବାଳକଙ୍କ ପାଦରେ ତୁଳସୀ ରଖି ପୂଜା ପ୍ରସଙ୍ଗକୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଏପରିକି ସରକାରୀ ଜମିରେ…
ଭୁବନେଶ୍ୱର,୧୭ା୧୧: ସୋସିଆଲ ମିଡିଆରେ ଜଣେ ନାବାଳକଙ୍କ ବେକରେ ଫୁଲମାଳ ଏବଂ ପାଦତଳେ ତୁଳସୀ ଥିବାର ଫଟୋ ଏବଂ ଭିଡିଓ ଭାଇରାଲ ହେଉଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ…
ଭୁବନେଶ୍ୱର,୧୭ା୧୧: ବାଣୀବିହାର ରେଳଧାରଣା କଡ଼ରୁ ରବିବାର ଏକ କ୍ଷତାକ୍ତ ମୃତଦେହ ଜବତ କରିଛି ପୋଲିସ। ସ୍ଥାନୀୟ ଲୋକେ ମୃତଦେହ ଦେଖି ଜିଆର୍ପିକୁ ଖବର ଦେଇଥିଲେ। ଜିଆର୍ପି ମୃତଦେହ…
ଭୁବନେଶ୍ୱର,୧୭ା୧୧: ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମା ହୋଇଥିବା ବେଳେ ଶନିବାର ପଡ଼ିଥିଲା ଛାଡ଼ଖାଇ। ମାତ୍ର ଏହି ଦିନ ସଂକ୍ରାନ୍ତି ପଡ଼ିଥିବାରୁ ଛାଡ଼ଖାଇ ଫିକା ପଡ଼ିଯାଇଥିଲା। ଯେଉଁଥିପାଇଁ ଲୋକେ ରବିବାର…