ମେଟ୍ରୋ

ନୂଆ ଏଜି ଭାବେ ଦାୟିତ୍ୱ ନେଲେ ପୀତାମ୍ବର ଆଚାର୍ଯ୍ୟ

ଭୁବନେଶ୍ୱର,୨୨।୭: ନୂଆ ଏଜି ଭାବେ ଦାୟିତ୍ୱ ନେଲେ ପୀତାମ୍ବର ଆଚାର୍ଯ୍ୟ। ସୋମବାର ହାଇକୋର୍ଟ ସ୍ଥିତ କାର୍ଯ୍ୟାଳୟରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ତେବେ କାର୍ଯ୍ୟରେ ଯୋଗ ଦେବା…

2 years ago

ସଂସଦରେ ଗର୍ଜିଲେ ବିଜେଡି ଏମ୍‌ପି: ଓଡ଼ିଶାକୁ ଦିଆଯାଉ ସ୍ବତନ୍ତ୍ର ରାଜ୍ୟ ପାହ୍ୟା

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭର ପ୍ରଥମ ଦିନରେ ଓଡ଼ିଶାର ବିଜେଡି ଏମ୍‌ପି ରାଜ୍ୟ ସଭାରେ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା…

2 years ago

ରତ୍ନଭଣ୍ଡାର ନେଇ ପୁଣି ଏମିତି କହିଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର,୨୨।୭: ରତ୍ନଭଣ୍ଡାର ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଦିନେ ଦୁଇଦିନ ମଧ୍ୟରେ ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ କରିବ ଏଏସ୍‌ଆଇ।…

2 years ago

ସୁଜିତ୍‌ ଆଉଟ୍‌ ଶୁଭାଶିଷ ଇନ୍‌ : ରାଜ୍ୟ ସଭା ପ୍ୟାନେଲରେ ସାମିଲ ହେଲେ ଶୁଭାଶିଷ ଖୁଣ୍ଟିଆ

ଭୁବନେଶ୍ୱର,୨୨।୭: ବିଜେଡି ଏମ୍‌ପି ଶୁଭାଶିଷ ଖୁଣ୍ଟିଆ ରାଜ୍ୟ ସଭା ପ୍ୟାନେଲରେ ସ୍ଥାନିତ ହୋଇଛନ୍ତି। ଶୁଭାଶିଷଙ୍କୁ ରାଜ୍ୟ ସଭା ଉପାଧ୍ୟକ୍ଷ ପ୍ୟାନେଲରେ ସ୍ଥାନ ଦିଆଯାଇଛି। ବିଜେଡି ଏମ୍‌ପି ସୁଜିତ…

2 years ago

ଆଦିବାସୀଙ୍କ ପାଇଁ ଖୁସି ଖବର, ମୋହନ ସରକାର ନେଇଛନ୍ତି ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୨ା୭: ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ରାଜ୍ୟପାଳ ରଘୁବର ଦାସ ଅଧିବେଶନ ଆରମ୍ଭରେ ଅଭିଭାଷଣ ରଖିଛନ୍ତି। ଓଡ଼ିଶାକୁ ପୂର୍ବ ଭାରତର ଶକ୍ତିଶାଳି ରାଜ୍ୟ…

2 years ago

ପୁଣି ପାଣ୍ଡିଆନଙ୍କ ସପକ୍ଷରେ ବାହାରିଲେ ନବୀନ, କହିଲେ ବଡ କଥା..

ଭୁବନେଶ୍ୱର,୨୨ା୭: ନିର୍ବାଚନ ପରେ ପୁଣିଥରେ ଭି.କେ ପାଣ୍ଡିଆନଙ୍କ ସପକ୍ଷରେ ବାହାରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ଏକ ଖବର ଉପରେ ପ୍ରତିକ୍ରିୟା ଦେଇ…

2 years ago

୮ ରୁ ୧୭ ବର୍ଷ ବୟସର ଆଥଲେଟଙ୍କୁ ପ୍ରଶିକ୍ଷଣ ପାଇଁ କ୍ରୀଡ଼ା ଏକାଡେମୀ: ଅବସରପ୍ରାପ୍ତ କ୍ରୀଡ଼ାବିତ୍‌ଙ୍କୁ ମିଳବ ବୃତ୍ତି

ଭୁବନେଶ୍ୱର,୨୨।୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ଏହି ଅବସରରେ ରାଜ୍ୟପାଳ ତାଙ୍କ ଅଭିଭାଷଣ ରଖିିଛନ୍ତି। ତାଙ୍କ ଅଭିଭାଷଣରେ କ୍ରୀଡ଼ାକୁ ଗୁରୁତ୍ୱ ଦେଇ ସେ…

2 years ago

‘ରାଜ୍ୟପାଳଙ୍କ ପୁଅ ଉପରେ କିଛି କାର୍ଯ୍ୟାନୁଷ୍ଠାନ ନହେବା ବ୍ୟଥିତ କରିଛି’: ନବୀନ

ଭୁବନେଶ୍ୱର,୨୨ା୭: ସୋମବାର ବିଧାନସଭା ଆରମ୍ଭ ହୋଇଥିଲା ବେଳେ ରାଜ୍ୟପାଳଙ୍କ ଅଭିଭାଷଣ ଆରମ୍ଭରୁ ଗୃହ ତ୍ୟାଗ କରିଛନ୍ତି ବିରୋଧୀ ବିଜେଡି ଆଉ କଂଗ୍ରେସ। ଏହି ଅବସରରେ ବିରୋଧୀ ଦଳ…

2 years ago

ଏଣିକି ଷଷ୍ଠ ଶ୍ରେଣୀରୁ ପିଲାଙ୍କୁ ଦିଆଯିବ କୋଚିଂ

ଭୁବନେଶ୍ୱର,୨୨।୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ଏହି ଅବସରରେ ରାଜ୍ୟପାଳ ତାଙ୍କ ଅଭିଭାଷଣ ରଖିିଛନ୍ତି। ତାଙ୍କ ଅଭିଭାଷଣରେ ରାଜ୍ୟରେ ଯୁବବର୍ଗଙ୍କୁ ନିଯୁକ୍ତି ସହିତ…

2 years ago

ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରସ୍ତାବକୁ ସମର୍ଥନ କଲେ ବିରୋଧୀ ଦଳ ନେତା ନବୀନ

ଭୁବନେଶ୍ୱର,୨୨ା୭: ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ବିଧାନସଭା ବଜେଟ ଅଧିବେଶନରେ ରାଜ୍ୟପାଳଙ୍କ ଅଭିଭାଷଣ ପରେ ଆଗତ ହେଇଛି ଶୋକପ୍ରସ୍ତାବ । ଦିବଙ୍ଗତ ନେତା…

2 years ago